Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସ୍କୁଲରେ ପଢ଼ା ସମୟରେ ସାମ୍ବାଦିକତା ଜରୁରୀ କି ?

ଭୁବନେଶ୍ବର: ଟୁଙ୍ଗୁରୁ ଭୋଳ ଖବରକୁ ନେଇ ସାମ୍ବାଦିକମାନେ ପ୍ରବଳ ଗାଳି ଖାଇବା ପରେ ଆଉ ଏକ ପ୍ରସଙ୍ଗ ଏବେ ଚର୍ଚା ଚାଲିଛି । ତାହା ହେଉଛି ସ୍କୁଲ ଭିତରକୁ ସାମ୍ବାଦିକମାନେ ବିନା ଅନୁମତିରେ ପ୍ରବେଶ କରିପାରିବେ କି ନାହିଁ । ଛାତ୍ରଛାତ୍ରୀଙ୍କୁ ପ୍ରଶ୍ନ ପଚାରିପାରିବେ କି ନାହିଁ ।…

ଜନସଂଖ୍ୟା ବୃଦ୍ଧି ରୋକିବାକୁ ନାଗାଲାଣ୍ଡ ମନ୍ତ୍ରୀଙ୍କ ମନ୍ତ୍ର

ନିକଟରେ ତାଙ୍କ "ଛୋଟ ଆଖି" ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ହିଟ୍ ହୋଇଥିବା ନାଗାଲାଣ୍ଡ ମନ୍ତ୍ରୀ ତେମଜେନ୍ ଇମ୍ନାଙ୍କ ବକ୍ତବ୍ୟ ଭାଇରାଲ ହେବାରେ ଲାଗିଛି । ଦେଶରେ ହୁତ ହୁତ ହୋଇ ବଢ଼ୁଥିବା ଜନସଂଖ୍ୟା ପାଇଁ ସେ ଅନ୍ୟକୁ ଦାୟୀ କରିନାହାଁନ୍ତି । ଏଥିପାଇଁ ସେ ନିଜେ ଏକ ଫର୍ମୁଲା ବାହାର…

ଗୋଟିଏ ବର୍ଗର ଜନସଂଖ୍ୟା ବଢ଼ିଲେ ଅରାଜକତା ସୃଷ୍ଟି ହେବ: ଯୋଗୀ

ଲକ୍ଷ୍ନୈା: ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଦେଶରେ ପରିବାର ଯୋଜନା, ଜନସଂଖ୍ୟା ସ୍ଥିରତା ଚର୍ଚ୍ଚା ହେଉଛି । ତେବେ ଆମକୁ ମନେ ରଖିବାକୁ ହେବ ଯେ ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ସଫଳ ହେବା…

ହିମାଳୟର ଆଉ ଏକ ରହସ୍ୟମୟ ସ୍ଥାନ ଜ୍ଞାନଗଂଜ

ନୂଆଦିଲ୍ଲୀ: ଭାରତ ଏକ ରହସ୍ୟମୟ ଦେଶ । ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବ ଯେ, ଭାରତରେ ଏ ଭଳି ଏକ ସ୍ଥାନ ଅଛି ଯେଉଁଠାରେ ମୃତ୍ୟୁ ଆସେ ନାହିଁ । ହିମାଳୟ ପାଦ ଦେଶରେ ଥିବା ଏହି ରହସ୍ୟମୟ ସ୍ଥାନର ନାମ ହେଲା ଜ୍ଞାନଗଂଜ ମଠ । ଏହା ଅଂଚଳର ଅନ୍ୟ ନାମ ହେଲା ଶାଂଗ୍ରୀଲା ଓ ଶମ୍ଭାଲା । ସାଧାରଣ…

ସୋନିଆ ଗାନ୍ଧୀଙ୍କୁ ପୁଣି ଇଡିର ସମନ

ନୂଆଦିଲ୍ଲୀ: ଇଡି ପୁଣି ଜେରା ପାଇଁ ସମନ କରିଛି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ  । ଜୁଲାଇ 21ରେ ପୁଣି ହାଜର ହେବା ପାଇଁ କହିଛି ଇଡି ।  ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶଳାୟ ପୁଣିଥରେ ସମନ ଜାରି କରିଛି।  ପୂର୍ବରୁ ଇଡି ନ୍ୟାସନାଲ ହେରାଲ୍ଡ ଖବର କାଗଜ ସହ ଜଡ଼ିତ ମାମଲାରେ ରାହୁଲ…

କାଳି ଫିଲ୍ମ ବିବାଦ: ନିର୍ଦ୍ଦେଶିକାଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କଲେ ଦିଲ୍ଲୀ କୋର୍ଟ

ଦିଲ୍ଲୀ: ଥମୁନି ‘କାଳି’ ଫିଲ୍ମ ବିବାଦ। ଏହାକୁ ନେଇ ତୀବ୍ର ବିରୋଧ ହେବା ପରେ ମାମଲା ଥାନା ପରେ ଏବେ କୋର୍ଟରେ ପହଞ୍ଚିଛି। ଘଟଣାରେ ଦିଲ୍ଲୀର ଏକ କୋର୍ଟ ଏହାରି ନିର୍ଦ୍ଦେଶିକା ଲୀନା ମଣିମେକଲାଇଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କରିଛନ୍ତି। ଦେବୀ କାଳିଙ୍କୁ ସିଗାରେଟ୍ ପିଉଥିବାର ଚିତ୍ରଣ…

ଦେଶର ବୟୋଜ୍ୟେଷ୍ଠ ବାଘ ରାଜାର ମୃତ୍ୟୁ

କୋଲକାତା: ପଶୁପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର । ଭାରତର ସବୁଠାରୁ ବୟସ୍କ ବାଘ ରାଜାର ପଶ୍ଚିମବଙ୍ଗରେ ମୃତ୍ୟୁ ଘଟିଛି । ୨୩ ଅଗଷ୍ଟରେ ରାଜାର ଜନ୍ମ ଦିନ ଥିଲା । ଏଥିପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ମୃତ୍ୟୁ ବେଳକୁ ରାଜାର ବୟସ ୨୬ ବର୍ଷ ୧୦ ମାସ ୧୮ ଦିନ ଥିଲା…

ନୂଆ ସଂସଦ ଭବନରେ ନୂଆ ଅଶୋକ ସ୍ତମ୍ଭର ଉନ୍ମୋଚନ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂତନ ସଂସଦ ଭବନ ଛାତରେ ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ଉନ୍ମୋଚନ କରିଛନ୍ତି । ଶୌର୍ଯ୍ୟ ଓ ସାହସିକତାର ଏହି ପ୍ରତୀକ ତମ୍ବାରେ ନିର୍ମିତ ଅଟେ । ଜାତୀୟ ପ୍ରତୀକ ଏହି ଅଶୋକ ସ୍ତମ୍ଭର ଉଚ୍ଚତା ୬.୫ ମିଟର ହୋଇଥିବାବେଳେ, ଏହାର ଓଜନ ୯…

ଜାପାନରେ ଶିଂଜୋ ଆବେଙ୍କ ପାର୍ଟି ଜିତିଲା ନିର୍ବାଚନ

ଟୋକିଓ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଂଜୋ ଆବେଙ୍କ ଲିବରେଲ ଡେମୋକ୍ରାଟିକ ପାର୍ଟି (ଏଲଡିପି) ଆଜି ନିର୍ବାଚନରେ ବିଜୟ ହାସଲ କରିଛି । ୨ ଦିନ ତଳେ ଶିଂଜୋଙ୍କୁ ହତ୍ୟା କରାଯାଇଥିଲା । ଏହି ବିଜୟ ଏଲଡିପି କର୍ମୀଙ୍କୁ ଉତ୍ସାହିତ କରିଛି । ସେମାନେ ଏହାର ସମସ୍ତ ଶ୍ରେୟ ଜାପାନବାଦୀ ଓ ଶିଂଜୋ…

[ଦେଖନ୍ତୁ ଭିଡିଓ] ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ ଦଖଲ । ପ୍ରତିବାଦକାରୀମାନେ…

ଶ୍ରୀଲଙ୍କା  : ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ କଲମ୍ବୋସ୍ଥିତ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ  ଦଖଲ ।  ପ୍ରତିବାଦକାରୀମାନେ ସେଠାରେ ଡେରା ପକାଇ ରୋଷେଇବାସ ଆରମ୍ଭ କରି ରନ୍ଧାବଢ଼ା କରିଛନ୍ତି ।  ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ଏବଂ ରାଷ୍ଟ୍ରପତି ରାଜପକ୍ଷେଙ୍କ ଇସ୍ତଫା ପାଇଁ ଆମେ…