Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାହୁଲ ଗାନ୍ଧୀଙ୍କୁ ସମାଲୋଚନା ପାଇଁ ଜେପି ନଡ୍ଡାଙ୍କୁ କ୍ଷମା ମାଗିବାକୁ କହିଲେ ଜୟରାମ ରମେଶ

ନୂଆଦିଲ୍ଲୀ: କଂଗ୍ରେସ ନେତା ଜୟରାମ ରମେଶ ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଚିଠି ଲେଖି କ୍ଷମା ମାଗିବାକୁ କହିଛନ୍ତି । ଜୟରାମ ଚିଠିରେ କାରଣ ବତାଇଛନ୍ତି ଯେ, ବିଜେପିର କିଛି ନେତା ରାହୁଲ ଗାନ୍ଧୀଙ୍କ ଏକ ପ୍ରତିକ୍ରିୟାରେ କାଟଛାଟ୍ କରି ସୋସିଆଲ ମିଡିଆରେ ସେୟାର କରିଛନ୍ତି ।…

ପାକିସ୍ତାନରେ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ

ନୂଆଦିଲ୍ଲୀ: ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ । ଶୁକ୍ରବାର ପାକିସ୍ତାନ ସରକାର ଇସଲାମାବାଦରେ ଅବସ୍ଥାପିତ ଭାରତୀୟ ହାଇକମିଶନଙ୍କୁ ଏହି ସୂଚନା ଦେଇଛନ୍ତି । ବନ୍ଦୀ ମାନଙ୍କ ଭିତରେ ରହିଛନ୍ତି ୪୯ ଜଣ ସାଧାରଣ ନାଗରିକ ଏବଂ ୬୩୩ ଜଳପଥ ସୀମା ପାର କରିଥିବା ମତ୍ସ୍ୟଜୀବୀ । ଏହି…

ହାଇଦ୍ରାବାଦ୍‌ରେ ବିଜେପିର ଦୁଇଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ: ମୋଦି ଯୋଗଦେବେ

ହାଇଦ୍ରାବାଦ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଦେଶରୁ ସବୁ ବରିଷ୍ଠ ବିଜେପି ନେତା ଏବେ ହାଇଦ୍ରାବାଦରେ ପହଁଚି ସାରିଛନ୍ତି ।  ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍‌ରେ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ବୈଠକ ଜାରି ରହିବ । ପ୍ରଧାନମନ୍ତ୍ରୀ…

ସଞ୍ଜୟ ରାଉତଙ୍କୁ ୧୦ ଘଣ୍ଟା ଜେରା କଲେ ଇଡି ଅଧିକାରୀ

ମୁମ୍ବାଇ: ଅର୍ଥ ହେରଫେର ମାମଲାରେ ଇଡି ଶୁକ୍ରବାର ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ପ୍ରାୟ ୧୦ ଘଣ୍ଟା ଜେରା କରିଛି। ସଞ୍ଜୟ ରାଉତ ସକାଳ ପ୍ରାୟ ୧୧ଟା ୩୦ ସମୟରେ ଦକ୍ଷିଣ ମୁମ୍ବାଇର ବଲାର୍ଡ ଇଷ୍ଟେଟରେ ଥିବା ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହାପରେ ସେ ରାତି ପ୍ରାୟ ୯ଟା ୩୦ ସମୟରେ ଇଡି…

ମହାରାଷ୍ଟ୍ରରେ କ୍ଷମତା ପରିବର୍ତ୍ତନ ପରେ ବଢ଼ିଲା କଂଗ୍ରେସର ଚିନ୍ତା

ମୁମ୍ବାଇ: ମହାରାଷ୍ଟ୍ରର ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ସରକାର ଭାଙ୍ଗିଯାଇଛି। ଏବେ ଏକନାଥ ସିନ୍ଦେ ସେନା ଏବଂ ବିଜେପି ମିଳିତ ଭାବେ ସରକାର ଗଠନ କରିଛନ୍ତି । ଏହାର ପ୍ରଭାବ ଏବେ ବିରୋଧୀ ଦଳର ରଣନୀତି ଉପରେ ପଡୁଥିବା ଜଣାପଡିଛି। ଏକନାଥ ଏବଂ ବିଜେପି ସରକାର ଗଢିବା ପରେ ପୂର୍ବରୁ କ୍ଷମତାରେ…

ଏକନାଥଙ୍କୁ ଦଳର ସମସ୍ତ ପଦରୁ ହଟାଇଲେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ

ମୁମ୍ବାଇ: ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏକନାଥ ନିଜକୁ ଶିବସେନାର ଏକ ଅଂଶ ବୋଲି ଦାବି କରୁଛନ୍ତି । କିନ୍ତୁ ଏହାରି ଭିତରେ ଉଦ୍ଧବ ସିନ୍ଦେଙ୍କୁ ଦଳର ନେତା ପଦରୁ ହଟାଇ ଦେଇଛନ୍ତି।…

ଗୁଜୁରାଟର ଅଡାଲଜ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

ଅହମଦାବାଦ: ଗୁଜୁରାଟର ଅଡାଲଜ୍ ଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ଼ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ରଥଯାତ୍ରା ଉତ୍ସବ କେବଳ ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତ ମାନଙ୍କ…

ବେଙ୍ଗାଲୁରୁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଆଗରାଠାରେ  ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ଏଠାରେ ବଢି ଭୋରରୁ ମଂଗଳ ଆଳତୀ, ଅବକାଶ, ମଇଲମ, ସୂର୍ଯ୍ୟପୂଜା, ଦ୍ଵାରପାଳ ପୂଜା ଓ ସାହାଣମେଲା ଆଦି ରୀତିନୀତିକୁ ଯଥାବିଧି ସମ୍ପନ୍ନ କରାଯାଇଥିଲା। ଦିନ ୧୨ ଟା ୧୫ରେ ଚାରି ଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ…

ପୁଟିନଙ୍କ ସହ ମୋଦୀ ଟେଲିଫୋନରେ କଥା ହେଲେ

ନୂଆଦିଲ୍ଲୀ:  ଋଷ ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି । ଉଭୟ ନେତା ରାଷ୍ଟ୍ରପତି ପୁଟିନଙ୍କ ଡିସେମ୍ବର, ୨୦୨୧ରେ ଭାରତ ଗସ୍ତ ବେଳେ ନିଆଯାଇଥିବା ନିଷ୍ପତ୍ତିଗୁଡିକର…

ଜୁନ୍ ୨୦୨୨ରେ ୧,୪୪,୬୧୬ କୋଟି ଟଙ୍କାର ସମୁଦାୟ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ:  ଜୁନ୍ ୨୦୨୨ରେ ସମୁଦାୟ ସଂଗୃହୀତ ଜିଏସ୍‌ଟି ରାଜସ୍ୱ ୧,୪୪,୬୧୬ କୋଟି ଟଙ୍କା ରହିଛି ।  ଯେଉଁଥିରେ ସିଜିଏସ୍‌ଟିର ପରିମାଣ ୨୫,୩୦୬ କୋଟି ଟଙ୍କା , ଏସ୍‌ଜିଏସ୍‌ଟିର ପରିମାଣ ୩୨,୪୦୬ କୋଟି ଟଙ୍କା, ଆଇଜିଏସ୍‌ଟିର ପରିମାଣ ୭୫,୮୮୭ କୋଟି ଟଙ୍କା (ମାଲ୍ ଆମଦାନୀ ଊପରେ ସଂଗୃହୀତ…