Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜୁନ୍ ୨୦୨୨ରେ ୧,୪୪,୬୧୬ କୋଟି ଟଙ୍କାର ସମୁଦାୟ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ:  ଜୁନ୍ ୨୦୨୨ରେ ସମୁଦାୟ ସଂଗୃହୀତ ଜିଏସ୍‌ଟି ରାଜସ୍ୱ ୧,୪୪,୬୧୬ କୋଟି ଟଙ୍କା ରହିଛି ।  ଯେଉଁଥିରେ ସିଜିଏସ୍‌ଟିର ପରିମାଣ ୨୫,୩୦୬ କୋଟି ଟଙ୍କା , ଏସ୍‌ଜିଏସ୍‌ଟିର ପରିମାଣ ୩୨,୪୦୬ କୋଟି ଟଙ୍କା, ଆଇଜିଏସ୍‌ଟିର ପରିମାଣ ୭୫,୮୮୭ କୋଟି ଟଙ୍କା (ମାଲ୍ ଆମଦାନୀ ଊପରେ ସଂଗୃହୀତ…

ଦିଲ୍ଲୀରେ ଭକ୍ତ-ଭଗବାନ ମିଳନ; ହଜ୍ ଖାସରେ ରଥଯାତ୍ରା

ନୂଆଦିଲ୍ଲୀ: ହଜ୍ ଖାସ ଭିଲେଜ୍ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ଜଗନ୍ନାଥ ମନ୍ଦିରଠାରେ ୪୪ତମ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ୍ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତଙ୍କ…

କୋଭିଡରେ ଜୀବନ ହରାଇଥିବା ସାମ୍ବାଦିକଙ୍କ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଶ୍ରୀ ଅପୂର୍ବ ଚନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜର୍ଣ୍ଣାଲିଷ୍ଟ ୱେଲଫେୟାର ସ୍କିମ କମିଟିର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଏହା ଅନ୍ତର୍ଗତ ଜୀବନ ହରାଇଥିବା 35 ଜଣ ସାମ୍ବାଦିକ ପରିବାରଙ୍କୁ  ଆର୍ଥିକ ସହାୟତା ପ୍ରଦାନ…

ରାଷ୍ଟ୍ରପତି ନିର୍ବାଚନ: ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ କରିବ ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସ୍ଥିତି ଦିନକୁ ଦିନ ମଜଭୁତ ହେବାରେ ଲାଗିଛି । ଆଜି ଓଡିଆ ଝିଅ ଦ୍ରୌପଦୀଙ୍କୁ ଶିରୋମଣୀ ଅକାଳୀ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି । ଶିଖ ବିରୋଧୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାରେ ପ୍ରଶ୍ନ ଉଠୁ…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ଟି ପ୍ରାର୍ଥୀପତ୍ର ଦାଖଲ; ଦ୍ରୌପଦି ଏବଂ ଯଶୱନ୍ତ ବୈଧ ଆଉ ସବୁ ଖାରଜ

ଭୁବନେଶ୍ୱର: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ଜଣ ବ୍ୟକ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ରାଜ୍ୟସଭା ମହାସଚିବ(ସେକ୍ରେଟାରୀ ଜେନେରାଲ) ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ଅବଶ୍ୟ ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦି ମୁର୍ମୁ ଏବଂ ମିଳିତ ବିରୋଧୀ…

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା…

ବିଜେପିରେ ମିଶିବ କ୍ୟାପଟେନ ଅମରିନ୍ଦର ସିଂହଙ୍କ ପଞ୍ଜାବ ଲୋକ କଂଗ୍ରେସ ଦଳ !

ନୂଆଦିଲ୍ଲୀ: ଲଣ୍ଡନରୁ ଫେରିବା ପରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେବେ। ଆସନ୍ତା ସପ୍ତାହ ଶେଷରେ ସେ ଭାରତ ଫେରିବେ ବୋଲି ଜଣାପଡ଼ିଛି। ଗତବର୍ଷ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅମରିନ୍ଦର ସିଂହ ପଞ୍ଜାବ ଲୋକ…

ଜୁଲାଇ ୧୮ ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଗୁରୁବାର ଲୋକସଭା ସଚିବାଳୟ ଦ୍ୱାରା ଏକ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ କୁହାଯାଇଛି ଯେ ଚଳିତ ବର୍ଷର ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୮ ରୁ ଆରମ୍ଭ ହେବ। ସଂସଦର ଉଭୟ ଗୃହ ଜୁଲାଇ ୧୮ରୁ ଆରମ୍ଭ ହେବ ଏବଂ ଅଗଷ୍ଟ ୧୩ ରେ ଶେଷ ହେବ । ମୌସୁମୀ ସାଧାରଣତଃ ଜୁଲାଇର ତୃତୀୟ…

ନୂଆ ସରକାର ଗଠନ ପରେ ଏନସିପି ସୁପ୍ରିମୋଙ୍କୁ ଆୟକର ବିଭାଗର ନୋଟିସ୍

ମୁମ୍ବାଇ: ମହାରାଷ୍ଟ୍ର ଆରମ୍ଭ ହେବ କି ପ୍ରତିଶୋଧ ରାଜନୀତି ? ରାଜ୍ୟରେ ଶିବସେନାରେ ବିଦ୍ରୋହ ଭିତରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଇଡି ନୋଟିସ କରି ହାଜର ହେବାକୁ କହିଥିଲା। ଏହି ସମୟରେ ମନ୍ତ୍ରୀଥିବା ଅନୀଲ ପରବ ଇଡିରେ ହାଜର ହୋଇ ବେଆଇନ କାରବାର ସଂପର୍କିତ ମାମଲାର ଉତ୍ତର…