Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

‘ଅଗ୍ନିପଥ’ ଯୋଜନରେ ରେଜିମେଣ୍ଟ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ

ଭୁବନେଶ୍ୱର: କେନ୍ଦ୍ର ସରକାର ପ୍ରଣୀତ କରିଥିବା ‘ଅଗ୍ନିପଥ’ ଯୋଜନାକୁ ନେଇ ଅନେକ ଦ୍ୱନ୍ଦ ଏବଂ ଆଶଙ୍କା ଲାଗି ରହିଛି । ସେ ଭିତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଶଙ୍କା ହେଉଛି ରେଜିମେଣ୍ଟ ବ୍ୟବସ୍ଥାର ଉଚ୍ଛେଦ । ଏକ ଗୁଜବ ଆଲୋଚନା ହେଉଛି ଯେ, ଭାରତୀୟ ସେନାରୁ ରେଜିମେଣ୍ଟ ବ୍ୟବସ୍ଥା ଉଚ୍ଛେଦ କରାଯାଉଛି…

ଯଶୱନ୍ତ ସିହ୍ନା ହେଲେ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ, ଜୁନ୍ ୨୭ରେ ଭରିବେ ନାମାଙ୍କନ

ନୂଆଦିଲ୍ଲୀ: ବିରୋଧୀ ଘୋଷଣା କଲେ ରାଷ୍ଟ୍ରପତି ପ୍ରାର୍ଥୀ । ଜୁଲାଇ ୧୮ରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ହେବ । ଏଥିପାଇଁ ବିରୋଧୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି । ସିହ୍ନା ଜୁନ୍ ୨୭ରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି…

ଓଡ଼ିଶାରେ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଆଜି ବିଶ୍ୱ ପାଳିଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧କୁ ସାରା ବିଶ୍ୱରେ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ୧୭୭ଟି ଦେଶରେ ଯୋଗସନ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ଥିମ୍ ରହିଛି ମାନବିକତା ପାଇଁ ଯୋଗ। ଯୋଗ ଭାରତୀୟ ପରମ୍ପରା ଓ ସଂସ୍କୃତିର ନିଦର୍ଶନ।…

ସାରା ବିଶ୍ୱରେ ପାଳିତ ହେଉଛି ଯୋଗ ଦିବସ । ୨୦୨୨ ପାଇଁ ସ୍ଳୋଗାନ୍ ‘ମାନବ ଜାତି ପାଇଁ ଯୋଗ’

ଭୁବନେଶ୍ବର: ବିଶ୍ୱ ସଂସ୍ଥା ଅନୂୁଯାୟୀ ସମ୍ପୂର୍ଣ୍ଣ ଓ ସୁସ୍ଥ ଶରୀର, ମନ, ସମାଜ ଓ ଆଧ୍ୟାତ୍ମିକ ଜୀବନ ପାଇଁ ଯୋଗ ହେଉଛି ଏକ ସର୍ବୋକ୍ରୃଷ୍ଟ ମାଧ୍ୟମ । ତେବେ ଚଳିତ ବର୍ଷ ଯୋଗ ଦିବସ ଉପଲକ୍ଷେ ଥିମ୍ ରହିଛି ‘ମାନବ ଜାତି ପାଇଁ ଯୋଗ’ । ଯୋଗ ହିଁ ଏକମାତ୍ର ମାଧ୍ୟମ ଯାହା ମନକୁ ଶାନ୍ତ କରିଥାଏ ।…

ଯୋଗ କଲା ସାରା ଦେଶ ,ଯୋଗ କଲେ ପ୍ରଧାନମନ୍ତ୍ରୀ

ଭୂବନେଶ୍ବର: ଆଜି 8ମ  ବିଶ୍ୱ ଯୋଗ ଦିବସରେ ସାରା ଦେଶରେ ଉତ୍ସାହର ସହ ଯୋଗଦିବସ ପାଳନ କରାଯାଇଛି । କର୍ଣ୍ଣାଟକ ମହୀଶୂରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯୋଗ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯୋଗ ଏବେ ଅନ୍ତର୍ଜାତୀୟ…

ମହାରାଷ୍ଟ୍ରର ଉଦ୍ଧବ ସରକାରରେ ଫାଟ!

ଅହମଦାବାଦ: ମହାରାଷ୍ଟ୍ରରେ ଚାଲିଥିବା ଉଦ୍ଧବ ସରକାର ଏବେ ସଙ୍କଟରେ । ରାଜ୍ୟସଭା ଏବଂ ଏମଏଲସି ନିର୍ବାଚନରେ ଜୋରଦାର କ୍ରସ ଭାେଟିଂ ପରେ ଆଜି ବୈଠକ ଡକାଇଥିଲେ ଉଦ୍ଧବ ଠାକରେ । ସେପଟେ ଶିବସେନାର 17  ବିଧାୟକ ଏବେ ଗୁଜରାଟର ସୁରାଟରେ ଯାଇ ପହଁଚିଛନ୍ତି । ଏପରି ଚର୍ଚା ହେଉଛି ମେଂଟ ସରକାର…

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ୩ ସେନା ମୁଖ୍ୟ

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ 3 ସେନା ମୁଖ୍ୟ । ଗତକାଲି ସେନା ପକ୍ଷରୁ ଅଗ୍ନିିପଥ ଯୋଜନା ଫେରିବ ନାହିଁ ବୋଲି ସ୍ପଷ୍ଟ କୁହାଯାଇଥିଲା । ଯେଉଁମାନେ ଏଥିରେ ଜଡିତ ରହି ହିଂସା କରିବେ ସେମାନଙ୍କୁ ଅଗ୍ନିିପଥ ଯୋଜନାରେ ସାମିଲ କରାଯିବ ନାହିଁ ବୋଲି…

ଇସ୍ରାଏଲରେ ମେଣ୍ଟ ସରକାର ଭାଙ୍ଗିବ, ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଜେରୁଜେଲମ: ଇସ୍ରାଏଲରେ ସରକାର ଭାଙ୍ଗିବ। ଆସନ୍ତା ସପ୍ତାହରେ ଏ ନେଇ ସଂସଦରେ ଶାସକ ଦଳ ଏକ ବିଲ୍ ଆଣିବ ବୋଲି ସୂଚନା ମିଳିଛି।  ପ୍ରଧାନମନ୍ତ୍ରୀ ନଫଟିଲି ବେନେଟ୍ ତାଙ୍କ ସରକାରର ଅନ୍ୟତମ ସହଯୋଗୀ ଦଳର ପ୍ରମୁଖ ନେତା ତଥା ବୈଦେଶିକ ମନ୍ତ୍ରୀ ୟାର ଲାପି଼ଡଙ୍କ ସହ ମିଶି ସଂସଦକୁ ଭଙ୍ଗ କରିବା…

ରାଷ୍ଟ୍ରପତି ପ୍ରାର୍ଥୀ କିଏ ହେବେ ଆଜି ଉଭୟ ଶାସକ ଏବଂ ବିରୋଧୀ କରିପାରନ୍ତି ସ୍ଥିର

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ମଙ୍ଗଳବାର (ଆଜି) ଏକ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କୁହାଯାଉଛି। କାରଣ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସମ୍ପର୍କରେ ବିଜେପି ସଂସଦୀୟ ବୋର୍ଡର ଏକ ବୈଠକ ଡକାଯାଇଛି। ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ଏହି ସଭାରେ ସମସ୍ତ ବଡ ନେତା ଉପସ୍ଥିତ ରହିବେ।…

କିଛି ନିଷ୍ପତ୍ତି ଅଡ଼ୁଆ ଲାଗିପାରେ କିନ୍ତୁ ଭବିଷ୍ୟତରେ ଦେଶ ନିର୍ମାଣରେ ସହଯୋଗ କରିବ: ମୋଦୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । ସୋମବାର କିଛି ସଂଗଠନ ଭାରତ ବନ୍ଦ ଡାକରା ଦେଇଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି କଂଗ୍ରେସ ନେତାମାନେ ଏହି ଯୋଜନାକୁ ରଦ୍ଦ କରିବାକୁ ଦାବି କରିଛନ୍ତି। ଏହାରି ଭିତରେ କିନ୍ତୁ…