Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ । ଆଜି ଗୋଟିଏ ପର୍ୟ୍ୟାୟରେ ୧୧୭ ଆସନ ପାଇଁ ଭୋଟ୍ ନିଆଯାଉଛି । ମୈଦାନେ ଅଚନ୍ତି ୧ହଜାର ୩୦୪ ପ୍ରାର୍ଥୀ । ଏମାନଙ୍କ ଭିତରେ ୯୩ ଜଣ ମହିଳା । ପଞ୍ଜାବର ମୋଟ୍ ୨ କୋଟି ୧୪ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ…

କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ

ଚଣ୍ଡୀଗଡ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ । ଅନ୍ୟ ଦଳ ବିରୋଧରେ ଅପମାନଜନକ ଟିପ୍ପଣୀ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।…

ଡି-ଗ୍ୟାଙ୍ଗ ଷଡଯନ୍ତ୍ରର ପର୍ଦ୍ଦାଫାଶ କଲା ଏନଆଇଏ: ଟାର୍ଗେଟରେ ଥିଲେ ବଡ ନେତା, ସେଲିବ୍ରିଟି

ନୂଆଦିଲ୍ଲୀ: ନ୍ୟାଶନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନଆଇଏ) ଡି-ଗ୍ୟାଙ୍ଗର ଏକ ବଡ ଷଡଯନ୍ତ୍ରର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି । ଏହାର ମୁଖ୍ୟ ତଥା ପାକିସ୍ତାନରେ ଲୁଚିକରି ଥିବା ଅଣ୍ଡର ୱାର୍ଲଡ ଡନ ଦାଉଦ ଇବ୍ରାହିମ ଏ ନେଇ ଏକ ସ୍ପେଶାଲ ୟୁନିଟ ପ୍ରସ୍ତୁତ କରିଥିଲା । ଦିଲ୍ଲୀ ଓ ମୁମ୍ବାଇର ବଡ…

ୟୁକ୍ରେନ ବିପକ୍ଷରେ ସିଧାସଳଖ ଯୁଦ୍ଧ ଆରମ୍ଭ ନ କରି ଷଡଯନ୍ତ୍ର ରଚିଲାଣି ରୁଷ !

ମସ୍କୋ: ଆମେରିକା ଏବଂ ନାଟୋ ଦେଶର ଚାପ ଯୋଗୁ ୟୁକ୍ରେନ ବିପକ୍ଷରେ ରୁଷ ସିଧାସଳଖ ଯୁଦ୍ଧ ଆରମ୍ଭ କରିପାରୁ ନାହିଁ । ତେବେ ୟୁକ୍ରେନକୁ ଅସୁବିଧାରେ ପକାଇବା ପାଇଁ ଭିତିରିଆ ଷଡଯନ୍ତ୍ର ଜାରୀ ରଖିଛି । ପ୍ରଥମେ ସାଇବର ଆଟାକ ଏବଂ ଏବେ ଆତଙ୍କବାଦୀ ସଂଗଠନକୁ ଧରି ଛାୟା ଯୁଦ୍ଧ ଆରମ୍ଭ କରିଛି ।…

ବରିଷ୍ଠ ସାମ୍ବାଦିକ ରବିଶ ତିୱାରୀଙ୍କ ପରଲୋକ

ଦିଲ୍ଲୀ : ପରଲୋକରେ ବରିଷ୍ଠ ସାମ୍ବାଦିକ ରବିଶ ତିୱାରୀ । ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା । ରବିଶ ତିୱାରୀ ଜଣେ ବରିଷ୍ଠ ସାମ୍ବାଦିକ ତଥା ଇଣ୍ଡିଆନ ଏକ୍ସପ୍ରେସର ନ୍ୟାସନାଲ ବ୍ୟୁରୋ ଚିଫ୍ ଥିଲେ । ରବିଶ ତିୱାରୀଙ୍କ…

ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ : ୩୮ ଓଡିଆ ଶ୍ରମିକ ଆହତ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ । ଆନ୍ଧ୍ର ଶ୍ରୀକାକୁଲମ ପାଇଡିଭୀମାବରମ୍ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକ ସହ ଶ୍ରମିକ ବୋଝେଇ ବସ୍ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୩୮ ଓଡିଆ ଶ୍ରମିକ ଆହତ ହୋଇଛନ୍ତି । ଆହତଙ୍କୁ ପାଇଡିଭୀମାବରମ୍…

ଆମ ଆଦମୀ ପାର୍ଟି ଓ ଶିଖ ଫର ଜଷ୍ଟିସ ସମ୍ପର୍କର ଯାଂଚ କରାଯିବ: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀଙ୍କ ପତ୍ରର ଉତର ରଖିଛନ୍ତି । ସେ କହିଛନ୍ତି ଦେଶର ସୁରକ୍ଷା ଦୃଷ୍ଟିକୋଣରୁ ଆମ ଆଦମୀ ପାର୍ଟି ଓ ଏହାର ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ସହ ପ୍ରତିବନ୍ଧିତ ସଂଗଠନ ଶିଖ ଫର ଜଷ୍ଟିସ ମଧ୍ୟରେ…

ଚିକେନ୍ ୬୫, କେମିତି ଓ କିଏ କରିଥିଲା ନାମକରଣ ?

ଭୁବନେଶ୍ୱର: ଖାଦ୍ୟ ପ୍ରେମୀଙ୍କ ପାଇଁ କିଛି ଚଟପଟା ତଥା ମଜାଦାର ଖବର । ସେ ଆମିଷ ପ୍ରିୟ ହୁଅନ୍ତୁ ଅବା ନିରାମିଷ ଭକ୍ଷଣକାରୀ । ଚିକେନ୍ ୬୫ ଭଳି ନନ୍‌ଭେଜ୍ ଆଇଟମ୍ ବିଷୟରେ ଅନେକ ହୁଏ ତ ଜାଣିଥିବେ କିମ୍ବା ଖାଇଥିବେ । ହେଲେ ଏହି ଆଇଟମ୍‌ର ନାମକରଣ ବିଷୟରେ ବୋଧ ହୁଏ କାହାରି ମନରେ ପ୍ରଶ୍ନ…

[ଦେଖନ୍ତୁ ଭିଡିଓ] ଅହମ୍ମଦାବାଦ ସିରିଜ ବିସ୍ଫୋରଣ, ୩୮ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର: ୨୦୦୮ ଅହମ୍ମଦାବାଦ ସିରିଜ ବିସ୍ଫୋରଣ ମାମଲା  । ବିସ୍ଫୋରଣ ଘଟଣାରେ ଅଭିଯୁକ୍ତ ଥିବା ୪୯ ଜଣଙ୍କ ମଧ୍ୟରୁ ଏକକାଳୀନ ୩୮ ଜଣଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ପେଶାଲ କୋର୍ଟ । ଅନ୍ୟ ୧୧ ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ । ନ୍ୟାୟିକ ଇତିହାସରେ ୩୮…

[ଭିଡିଓ] ବିବାହ ଭୋଜିରେ ବିନା ନିମନ୍ତ୍ରଣରେ ପହଂଚିଥିଲେ ଛୁଆ ସହ ମାଆ ଭାଲୁ

ଭୁବନେଶ୍ୱର: ଜନବସତି ଇଲାକାରେ ବନ୍ୟଜନ୍ତୁ ଦେଖାଯିବା ଆଜିକାଲି କିଛି ନୂଆକଥା ନୁହେଁ । ହ୍ରାସ ପାଉଥିବା ସବୁଜିମା ଓ ବଢିଚାଲିଥିବା କଂକ୍ରିଟ୍ ଜଙ୍ଗଲ ପାଇଁ ସହରମୁହାଁ ହେଉଛନ୍ତି ଜଙ୍ଗଲି ପଶୁ । ନିକଟରେ ଏକ ବିବାହ ଭୋଜିରେ ଗୋଟିଏ ମାଆ ଭାଲୁ ନିଜ ଛୁଆଙ୍କ ସହ ଘୁରିବୁଲିବା ଭଳି ଭିଡିଓ ସୋସିଆଲ୍…