Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜୟଶଙ୍କରଙ୍କୁ ଭେଟିଲେ ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ, କହିଲେ ସୀମାରେ ଶାନ୍ତି.. 

ନୂଆଦିଲ୍ଲୀ: ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଭାରତ ଗସ୍ତରେ ଆସିଥିବା ବେଳେ ତାଙ୍କୁ ଦିଲ୍ଲୀ ବିମାନବନ୍ଦରରେ ସ୍ୱାଗତ କରାଯାଇଛି। ସେ ସୋମବାର ଦିନ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କରଙ୍କୁ ଭେଟିବା ନେଇ ସୂଚନା ମିଳିଛି। ଏହାକୁ ନେଇ ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଉଭୟ ଦେଶ…

ଓଡ଼ିଶାରେ ହେବ 6 MTPA ଇସ୍ପାତ କାରଖାନା! JSW ଷ୍ଟିଲ୍ ପୋସ୍କୋ ଗ୍ରୁପ୍ ସହିତ ମିଳାଇଲା ହାତ

ଭୁବନେଶ୍ବର: JSW ଷ୍ଟିଲ୍ ଲିମିଟେଡ୍ ଏବଂ ଦକ୍ଷିଣ କୋରିଆର ପୋସ୍କୋ ଗ୍ରୁପ୍ ଭାରତରେ ବାର୍ଷିକ ୬ ନିୟୁତ ଟନ୍ (MTPA) ଇସ୍ପାତ କାରଖାନା ସ୍ଥାପନ କରିବାର ସମ୍ଭାବନା ଅନୁସନ୍ଧାନ କରିବା ପାଇଁ ହାତ ମିଳାଇଛନ୍ତି।  କମ୍ପାନୀଗୁଡ଼ିକ ଏବେ ପ୍ଲାଣ୍ଟର ସ୍ଥାନ, ନିବେଶ ସର୍ତ୍ତାବଳୀ, ସମ୍ବଳ ଉପଲବ୍ଧତା…

ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇପାରନ୍ତି ତିରୁଚି ଶିବ!

ନୂଆଦିଲ୍ଲୀ: ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ପରେ ବିରୋଧୀ ଦଳ ଖୁବ୍ ଶୀଘ୍ର ନିଜର ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି। ତେବେ ଡିଏମକେ ରାଜ୍ୟସଭା ସାଂସଦ ତିରୁଚି ଶିବ ବିରୋଧୀ ଦଳର ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ପୁଟିନ, ଜାଣନ୍ତୁ କଣ ରହିଛି ଖାସ୍…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି। ଏହି କଥାବାର୍ତ୍ତା ସମୟରେ ରାଷ୍ଟ୍ରପତି ପୁଟିନ ଗତ ସପ୍ତାହରେ ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ସାକ୍ଷାତ ବିଷୟରେ ନିଜର…

ଜନ୍ମାଷ୍ଟମୀ ଶୋଭାଯାତ୍ରା ବେଳେ ଅଘଟଣ; ବିଦ୍ୟୁତ୍ ଆଘାତରେ ୫ ମୃତ

ହାଇଦ୍ରାବାଦ: ରାମନ୍ଥପୁରରେ ଜନ୍ମାଷ୍ଟମୀ ଶୋଭାଯାତ୍ରା ସମୟରେ ରଥଟି ବିଦ୍ୟୁତ୍ ତାରରେ ସଂସ୍ପର୍ଶରେ ଆସିବାରୁ ବିଦ୍ୟୁତ୍ ଆଘାତରେ ୫ ଜଣଙ୍କର ଚାଲିଗଲା ଜୀବନ । ଏଥିସହ ୪ ଜଣ ଗୁରୁତର ହୋଇଛନ୍ତି। ରବିବାର ରାତି ପ୍ରାୟ ୧୨ଟା ସମୟରେ ରାମନ୍ଥପୁରର ଗୋପାଳନଗର ଅଞ୍ଚଳରେ ଏହି ଘଟଣା ଘଟିଛି।…

ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ…

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦ ପାଇଁ ମୋଦିଙ୍କ ପ୍ରଥମ ପସନ୍ଦ। ଏହି ପଦ ପାଇଁ ମୋଦି ନିଜେ ସିପି ରାଧାକୃଷ୍ଣନଙ୍କ ନାମ ପ୍ରସ୍ତାବ ଦେଇଥିଲେ। ଏବେ ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କ ନାଁ’ରେ ମୋହର ମାରିଛି। ହେଲେ ଉପରାଷ୍ଟ୍ରପତି ନିର୍ବାଚନରେ ରାଧାକ୍ରିଷ୍ଣନଙ୍କୁ…

ଲଗାଣ ବର୍ଷାରେ ବୁଡ଼ିଲା ମାୟାନଗରୀ ମୁମ୍ବାଇ: ସମ୍ପୂର୍ଣ୍ଣ ସହର ହାଇଆଲର୍ଟ, ସତର୍କ ରହିବାକୁ ପରାମର୍ଶ

ମୁମ୍ବାଇ: ଲଗାଣ ବର୍ଷାରେ ବୁଡ଼ିଲା ମାୟାନଗରୀ ମୁମ୍ବାଇ। ରାସ୍ତା ଉପରେ ପାଣି ପ୍ରବାହିତ। ଗମନାଗମନ ପ୍ରଭାବିତ। ଲଗାଣ ବର୍ଷାକୁ ନେଇ ହାଇଆଲର୍ଟରେ ମୁମ୍ବାଇ। ସତର୍କ ରହିବାକୁ ପରାମର୍ଶ। ତଳିଆ ଅଞ୍ଚଳରେ ପଶିଲା ପାଣି। ଫଳରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସବୁ ସରକାରୀ, ବେସରକାରୀ ସ୍କୁଲ ଛୁଟି…

ତିନୋଟି ସ୍କୁଲକୁ ବୋମା ଧମକ; ସରକାରଙ୍କୁ ଟାର୍ଗେଟ କଲେ କେଜରିୱାଲ

ନୂଆଦିଲ୍ଲୀ:ଆଜି ରାଜଧାନୀ ଦିଲ୍ଲୀରେ ଏକକାଳୀନ ତିନୋଟି ସ୍କୁଲକୁ ବୋମା ବିସ୍ପୋରଣ ଧମକ ମିଳିଛି । ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍କୁଲ ପ୍ରଶାସନକୁ ବୋମା ଧମକ ମିଳିବା ମାତ୍ରେ ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା। ସୂଚନା ପାଇବା ମାତ୍ରେ ପୋଲିସ, ବୋମା ସ୍କ୍ୱାଡ୍ ଏବଂ ଦିଲ୍ଲୀ…

ପୁଣି ଲ୍ୟାଣ୍ଡମାଇନ ବିସ୍ଫୋର: ଜଣେ ଯବାନ ସହିଦ, ୩ ଗୁରୁତର

ବିଜାପୁର: ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ…

ବିହାର ଭୋଟର ତାଲିକାରୁ ୬୫ ଲକ୍ଷ ନାମ ବାଦ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଅନଲାଇନରେ ତାଲିକା ପ୍ରକାଶ

ନୂଆଦିଲ୍ଲୀ:ବିହାରରେ ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ୬୫ ଲକ୍ଷ ନାମ ବାଦ ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ନିର୍ବାଚନ କମିଶନ ଏହି ତାଲିକା ଅନଲାଇନରେ ପ୍ରକାଶ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ରବିବାର ଏହା ସୂଚନା ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ…