Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

୧୫ ଦିନର ଅସ୍ତ୍ରବିରତି: ହ୍ରାସ ହେବ କି ବିମାନ ଭଡା, ଫୁଏଲ୍ ସରଚାର୍ଜ ଉପରେ କ’ଣ ପ୍ରଭାବ ପଡ଼ିବ?

ନୂଆଦିଲ୍ଲୀ: ବିଶ୍ୱରେ ଘୋଡ଼ାଇ ହୋଇଥିବା ଯୁଦ୍ଧର କଳାବାଦଲ ଏବେ ହଟିବା ଆରମ୍ଭ କରିଛି। ଆମେରିକା ଏବଂ ଇରାନ ମଧ୍ୟରେ ୧୫ ଦିନିଆ ଯୁଦ୍ଧବିରତି କେବଳ ବନ୍ଧୁକକୁ ନୀରବ କରିନାହିଁ, ବରଂ ଅନ୍ତର୍ଜାତୀୟ ବଜାରରେ ତେଲ ମୂଲ୍ୟ ହ୍ରାସ ପାଇବା ମଧ୍ୟ ନୂତନ ଆଶା ସୃଷ୍ଟି କରିଛି। ଯଦି ଆପଣ ମଧ୍ୟ ମହଙ୍ଗା…

LPG cylinder at ₹500: ଏଲପିଜି ସଙ୍କଟ ମଧ୍ୟରେ, ମାତ୍ର ୫୦୦ ଟଙ୍କାରେ ଟାଙ୍କି ଦେଉଛନ୍ତି ଦୁଇ ଭାଇ

ଡେରାଡୁନ: ଗ୍ୟାସ୍ ଟାଙ୍କି ପାଇଁ ଦେଶରେ ଚାଲିଛି ଟଣାଓଟରା। ସରକାର ଯେତେ କହିଲେ ବି, ଠିକ୍ ସମୟରେ ମିଳିପାରୁନି ଟାଙ୍କି। କେଉଁଠି ୩୦୦୦ ତ ଆଉ କେଉଁଠି ୫୦୦୦ ଟଙ୍କା ମୂଲ୍ୟ ହୋଇଥିବା ବେଳେ... ଉଜ୍ବଳାରେ ସାମିଲ ଥିବା ଗ୍ରାହକ ବି ବହି ଥାଇ ହାତ ଖାଲି। ମିଳୁନି ଗ୍ୟାସ୍ ଯୋଗାଣ। ଏହି ସମୟରେ…

ଉଛୁଳିଲା ସେୟାର ମାର୍କେଟ: ସେନସେକ୍ସ ୨୭୦୦ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା, ଯେତେବେଳେ…

ବିଶ୍ୱ ସଙ୍କଟ ମଧ୍ୟରେ ରେପୋ ହାର ଅପରିବର୍ତ୍ତିତ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ବିଶ୍ୱ ଅନିଶ୍ଚିତତା ସତ୍ତ୍ୱେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ଅପରିବର୍ତ୍ତିତ ରଖିଛି। ବୁଧବାର ଦିନ ମୁଦ୍ରା ନୀତି କମିଟି (MPC) ଏହାର ବୈଠକରେ ଏହାକୁ ୫.୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଏହା…

Iran US ଯୁଦ୍ଧବିରତି ଉପରେ ଆସିଲା ନେତାନ୍ୟାହୁଙ୍କ ପ୍ରଥମ ବୟାନ, କହିଲେ, ‘ନିଜ ସର୍ତ୍ତ ସହିତ…’

ନୂଆଦିଲ୍ଲୀ: ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ଆସିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ଏବଂ ନିଜର ସର୍ତ୍ତ ମଧ୍ୟ ସ୍ଥିର କରିଛନ୍ତି। ଇସ୍ରାଏଲୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଇରାନ ସହିତ…

ATSର ବଡ଼ କାର୍ଯ୍ୟାନୁଷ୍ଠାନ, ମହିଳା ସମେତ ୫ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚର ଗିରଫ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଏଟିଏସ୍‌ର ଦେଓବନ୍ଦ ୟୁନିଟ୍ ମଙ୍ଗଳବାର ଦିନ ଶାମଲିର କୈରାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ପାଞ୍ଚ ଜଣ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖିଛି। ସେମାନେ ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ପଠାଉଥିବା ଅଭିଯୋଗ ହୋଇଛି। ଏଟିଏସ୍‌ର ଏହି…

ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା

ୱାଶିଂଟନ: ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା। ୨ ସପ୍ତାହ ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି। ହର୍ମୁଜ ପ୍ରଣାଳୀକୁ ଖୋଲିବାକୁ ଇରାନ ରାଜି ହେବା ପରେ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ। ଇରାନର ୧୦ ସୂତ୍ରୀ ପ୍ରସ୍ତାବ ଉପରେ ଆଲୋଚନା କରାଯିବ।…

ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍, ୫ ଗିରଫ

ଶ୍ରୀନଗର: କାଶ୍ମୀରରେ ବଡ଼ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାସ୍ କରିଛନ୍ତି ସୁରକ୍ଷାକର୍ମୀ । ୧୬ ବର୍ଷ ଧରି ଫେରାର ଥିବା ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ ହୁରୈରା ସମେତ ୫ ଜଣଙ୍କୁ ଗିରଫ କରିଛି । ଗିରଫ ୫ ଜଣଙ୍କ ମଧ୍ୟରୁ ୩ ଜଣ ଶ୍ରୀନଗରର ବାସିନ୍ଦା । ସେମାନଙ୍କୁ ମହମ୍ମଦ ନକିବ ଭଟ୍, ଆଦିଲ…

ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ…

ନୂଆଦିଲ୍ଲୀ: ନିକଟରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଦେଇଥିବା ବୟାନର ସିଧାସଳଖ ଜବାବ ଦେଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି ଯେ, ସେ ଇତିହାସରୁ ଶିକ୍ଷା ନେବା ଉଚିତ ଏବଂ ଭାରତର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିବାର ଭୁଲ କରିବା…