Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

[ଦେଖନ୍ତୁ ଭିଡିଓ] ଜାଳିଦେଲେ ପ୍ରତିମୂର୍ତ୍ତି, ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କୁ ଏ କି ସମ୍ମାନ ?

ଭୁବନେଶ୍ୱର: ଜୟନ୍ତୀ ପୂର୍ବରୁ ଜଳିଲା ସମ୍ବିଧାନ ପ୍ରଣେତା ଡ.ଭୀମରାଓ ରାମଜୀ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି । ସୋସିଆଲ୍ ମିଡିଆରେ ଭାଇରାଲ୍ ହେଲା ଭିଡିଓ । ଉପସ୍ଥିତ ଥିଲା ପୋଲିସ, ତଥାପି ଖୁଲମଖୁଲା ବୁଲୁଛନ୍ତି ଅଭିଯୁକ୍ତ । ଆଜି ତେଲେଙ୍ଗାନାର ଜୋଗୁଲମ୍ବା ଗଡୱାଲ୍ ଜିଲ୍ଲାରୁ ସାମ୍ନାକୁ…

ଦିଲ୍ଲୀ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଶୁଣାଣି; କେଜ୍ରିୱାଲଙ୍କ ଉପରେ ଆକ୍ରମଣକୁ ପୋଲିସ ଗୁରୁତର ସହ ନେଉଛି ତ !

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସ ଭବନ ଉପରେ ଆକ୍ରମଣ ମାମଲା । ଏହି ଘଟଣାକୁ ନେଇ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ଗୁରୁତ୍ୱୂପୂର୍ଣ୍ଣ୍ ଶୁଣାଣି କରିଛନ୍ତି । ଆପ୍ ବିଧାୟକ ସୌରଭ ଭରଦ୍ୱାଜଙ୍କ ଦ୍ୱାରା ଦାଖଲ ପିଟିସନର ଶୁଣାଣି କରି କୋର୍ଟ ଦିଲ୍ଲୀ ପୋଲିସକୁ…

ଉତ୍କଳ ଦିବସ ୨୦୨୨ : ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ : ଆଜି ଉତ୍କଳ ଦିବସ । ଏହି ଅବସରରେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ  କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି ଲେଖିଛନ୍ତି ।ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଭାରତ ପ୍ରଗତିରେ ଓଡିଶା…

ବିହାର ଛାଡିବେନି ନୀତିଶ !

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟ ରାଜନୀତି ଛାଡିବା ନେଇ ଚର୍ଚ୍ଚା ଜୋର ଧରିଛି । ଏପରିକି ସେ ରାଜ୍ୟସଭା ଯିବେ ବୋଲି ବିଭିନ୍ନ ସୂତ୍ରରୁ ଖବର ପ୍ରକାଶ ପାଇଛି । ତେବେ ଏହି ଖବରାରେ ବିରାମ ଲଗାଇଛନ୍ତି ଜେଡୁୟୁ ନେତା ସଞ୍ଜୟ ଝା । ବିହାରର ଏ ମନ୍ତ୍ରୀଜଣକ କହିଛନ୍ତି ନୀତିଶ…

ଏହି ସବୁ ରାଜ୍ୟରେ ମାସ୍କ ପିନ୍ଧିବା ଅନିର୍ବାର୍ଯ୍ୟ ନୁହେଁ

ନୂଆଦିଲ୍ଲୀ: ୟୁରୋପ, ଚୀନ୍ ଓ ଅନ୍ୟ ଦେଶରେ କୋଭିଡ୍ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ମହାରାଷ୍ଟ୍ର ଏବଂ ଦିଲ୍ଲୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଉଭୟ ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ । ଏପରି ଏକ ନିଷ୍ପତ୍ତି ନେଇଛନ୍ତି ଦୁଇ ରାଜ୍ୟର ସରକାର । କିନ୍ତୁ ଉଭୟ ରାଜ୍ୟ ମାସ୍କ…

ଇସ୍ତଫା ଦେବେ ନାହିଁ ଇମ୍ରାନ୍, କ୍ରିକେଟରଙ୍କ ଭଳି ଶେଷ ବଲ୍ ପର୍ଯ୍ୟନ୍ତ ଲଢ଼େଇ କରିବେ

ଇସଲାମାବାଦ୍: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଗୁରୁବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପାକିସ୍ତାନ ସଂସଦର ନିମ୍ନ ସଦନ ନ୍ୟାସନାଲ ଆସେମ୍ବଲିରେ ତାଙ୍କ ବିରୋଧରେ ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ଏବଂ…

ଡିଜେଲ୍ ଶୂନ୍ୟ ଶ୍ରୀଲଙ୍କା, ରାସ୍ତାକୁ ଓହ୍ଲାଇଲେ ଲୋକେ

ଭୁବନେଶ୍ୱର: ଡିଜେଲ୍ ମରୁଡି ଦେଇ ଗତି କରୁଛି ଶ୍ରୀଲଙ୍କା । ଦିନ ତମାମ୍ ତେଲ ଟାଙ୍କିରେ ଆଉଟ୍ ଅ୍ରଫ୍ ଷ୍ଟକ୍ ବୋର୍ଡ ଝୁଲିଥିବାବେଳେ ପ୍ରଭାବିତ ହୋଇଛନ୍ତି ୨୨ ମିଲିଅନ୍ ଲୋକେ । ଡିଜେଲ୍ ଅଭାବ ଯୋଗୁଁ ଯାତାୟତ ଓ ମାଲ ପରିବହନ ମଧ୍ୟ ଠପ୍ ପଡିଛି । ସ୍ୱାଧୀନତା ପରଠୁ ଏହି ଦକ୍ଷିଣ ଏସୀୟ ଦେଶ…

ଆର୍ଯ୍ୟନ ଡ୍ରଗ୍ସ ମାମଲା: ଚାର୍ଜଶିଟ ଦାଖଲ ପାଇଁ ଏନସିବିକୁ ୨ମାସ ସମୟ ଦେଲେ କୋର୍ଟ

ମୁମ୍ବାଇ: ବଲିଉଡ ଅଭିନେତା ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାରେ ମୁମ୍ବାଇର ଏକ କୋର୍ଟ ଏନସିବିର ଏସଆଇଟି ଟିମକୁ ଚାର୍ଜଶିଟ ଦାଖଲ କରିବା ପାଇଁ ୨ ମାସ ସମୟ ଦେଇଛନ୍ତି । ଏକ କ୍ରୁଜ ପାର୍ଟିରେ ଡ୍ରଗ୍ସ ମିଳିଥିବା ନେଇ ଏନସିବି ଆର୍ଯ୍ୟନଙ୍କୁ ଅକ୍ଟୋବର ୩ରେ ଗିରଫ କରିଥିଲା ।…

ଏହି ୩ ରାଜ୍ୟରେ ଆଂଶିକ କୋହଳ ହେଲା ଆଫସା ନିୟମ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଜି ନାଗାଲାଣ୍ଡ, ଆସାମ ଏବଂ ମଣିପୁରରେ ସଶସ୍ତ୍ର ବଳ ସ୍ୱତନ୍ତ୍ର ଅଧିକାର ଆଇନ (ଆଫସା)କୁ ଆଂଶିକ ଭାବେ କୋହଳ କରିଛନ୍ତି । ଉତରପୂର୍ବ ରାଜ୍ୟରେ ଉଗ୍ରବାଦୀର ଅନ୍ତ ଘଟିଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ।…

୪.୧୪ କୋଟି ଟଙ୍କା ହରାଇ ଥାନାରେ ଦ୍ୱାରସ୍ତ ଅଭିନେତ୍ରୀ ରିମି ସେନ୍

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରିମି ସେନ୍ ଓରଫ ଶୁଭମିତ୍ରା ସେନ୍ । ନିକଟରେ ଏହି ଅଭିନେତ୍ରୀ ବଡ ଧରଣର ଠକାମୀର ଶିକାର ହୋଇଛନ୍ତି । ଲକ୍ଷେ କି ଦୁଇ ଲକ୍ଷ ନୁହେଁ ବରଂ ୪.୧୪ କୋଟି ଟଙ୍କା ହରାଇ ଅଭିନେତ୍ରୀ ରିମି ସେନ୍ ଜଣେ ବ୍ୟବସାୟୀଙ୍କ ବିରୋଧରେ ଥାନାରେ ଏତଲା ଦେଇଛନ୍ତି । ପୋଲିସ…