Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ତେଲ ଡିପୋରେ ଲାଗିଗଲା ନିଆଁ

ଦୁବାଇ: ଶୁକ୍ରବାର ସାଉଦି ଆରବର ଏକ ତେଲ ଡିପୋରେ ନିଆଁ ଲାଗିଯିବାରୁ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ୟେମେନର ହୁତି ବିଦ୍ରୋହୀମାନେ ଏପରି ଅଗ୍ନିକାଣ୍ଡ ଘଟାଇଛନ୍ତି ବୋଲି ଦାବି କରିଛନ୍ତି। ଏହି ଅଗ୍ନିକାଣ୍ଡ ଫର୍ମୁଲା ୱାନ ରେସିଂ ଟ୍ରାକ ନିକଟରେ ଘଟିଥିଲା । ଦୁର୍ଘଟଣାସ୍ଥଳରୁ ଏଫଓ୍ୱାନ…

‘ଅଜାଣତରେ ଦେହବ୍ୟବସାୟ ଚାଲୁଥିଲେ ଘର ମାଲିକ ଦଣ୍ଡିତ ହୋଇପାରିବେ ନାହିଁ’

ବେଙ୍ଗାଲୁରୁ: ଭଡା ଘରେ ଦେହବ୍ୟବସାୟ ଚାଲିବା କିଛି ନୂଆ କଥା ନୁହେଁ । ଏବଂ ଏଭଳି କାମ ଚାଲିଥିଲେ ଯିଏ ଏହି ରାକେଟ ଚଳାଉଥାନ୍ତି ସିଏ ତ ଆଇନର ଜାଲରେ ଛନ୍ଦି ହୁଅନ୍ତି କିନ୍ତୁ ସବୁଠି ଅପ୍ରିତିକର ପରିସ୍ଥିତିର ସାମ୍ନା କରନ୍ତି ସଂପୃକ୍ତର ଘରର ମାଲିକ । ଏଭଳି ଏକ ମାମଲାର ରାୟ ଶୁଣାଇ ହାଇକୋର୍ଟ…

[ଦେଖନ୍ତୁ ଭିଡିଓ] ମାନିଲେ ସତ, ନମାନିଲେ ମିଛ: ଦୁଇଦୁଇଥର ମୃତ୍ୟୁମୁଖରୁ ବର୍ତ୍ତିଲା ନାବାଳକ

ଭୁବନେଶ୍ୱର: ମାତ୍ର କେଇ ସେକେଣ୍ଡର ଘଟଣା । ଜଣେ ନାବାଳକ ଦୁଇଦୁଇଥର ମୃତ୍ୟୁକୁ ମାତ୍ ଦେଇଥିଲା । ଜଣେ ୮ ବର୍ଷୀୟ ନାବାଳକ ସାଇକଲ ଚଳାଉଥିବା ସମୟରେ ପ୍ରଥମେ ଜଣେ ବାଇକ ଆରୋହୀଙ୍କ ସହ ଧକ୍କା ଖାଇଥିଲା । ପରେ ମାତ୍ର କେଇ ସେକେଣ୍ଡ ମଧ୍ୟରେ ଏକ ବସ ଚକା ତଳେ ଚାପି ହେବା ପୂର୍ବରୁ ଅଲ୍ପକେ…

ବ୍ୟାକଫୁଟରେ ପୁଟିନ ଫୋର୍ସ ! କିଭ୍ ଛାଡି ଡୋନବାସ ଦଖଲ ଉପରେ ଦେଲା ଗୁରୁତ୍ୱ

କିଭ୍: ମାସେ ପରେ ରଣନୀତି ବଦଳାଇଲା ଋଷ ସେନା । ୟୁକ୍ରେନର ରାଜଧାନୀ କିଭ୍ ପରିବର୍ତ୍ତ ଏବେ ଡୋନବାସ ଉପରେ ଅଧିକ ଗୁରୁତ୍ୱ ଦେବାକୁ ନିଷ୍ପତି ନେଇଛି ଋଷ ସେନା। ୟୁକ୍ରେନ ଉପରେ ଫେବୃଆରୀ ୨୪ରେ ରୁଷ ଆକ୍ରମଣ କରିବା ପୂର୍ବରୁ ଡୋନବାସକୁ ୟୁକ୍ରେନରୁ ମୁକ୍ତ କରିଥିଲା । ଏହାପରେ ୟୁକ୍ରେନର ସେନା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଅଫ୍ ଏୟାର୍ ହେବ ଦ କପିଲ ଶର୍ମା ସୋ’

ମୁମ୍ବାଇ: ନିକଟରେ ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଡେରା ପକାଇଥିଲେ କମେଡି କିଙ୍ଗ୍ କପିଲ ଶର୍ମା । ଚାଲିଥିଲା ନନ୍ଦିତା ଦାସଙ୍କ ଫିଲ୍ମର ସୁଟିଂ । କପିଲଙ୍କ ନୂଆ ଫିଲ୍ମ ଆସୁଥିବା ନେଇ ଅନେକ ଲୋକ ଖୁସୀ ଥିବାବେଳେ ଏବେ କପିଲଙ୍କ ସୋ’କୁ ନେଇ ସାମ୍ନାକୁ ଆସିଛି ଦୁଃଖଦ ଖବର । ମାସକ ପାଇଁ…

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଲକ୍ଷ୍ନୌର ଅଟଳ ବିହାରି ବାଜପେୟୀ ଇକ୍ନା ଷ୍ଟାଡିୟମରେ ଆଜି ଯୋଗୀ ଆଦିତ୍ୟ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଆନନ୍ଦିବେନ ପଟେଲ ଯୋଗୀଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଶପଥ ପାଠ ସମାରୋହରେ…

ଆଇଆଇଟିରେ ପଢିବାକୁ ଯୋଗ୍ୟ ବିବେଚିତ ହେଲେ ବିଚରାଧୀନ କଏଦୀ

ଭୁବନେଶ୍ୱର: କଥାରେ ଅଛି ଇଛାଶକ୍ତି ଥିଲେ ସବୁକିଛି ସମ୍ଭବ । ଏହି ଉକ୍ତିକୁ ସତ ପ୍ରମାଣିତ କରିଛନ୍ତି ଜଣେ ବିଚରାଧୀନ କଏଦୀ । ପଢି ଅବିଶ୍ୱାସ ଲାଗୁଥିଲେ ବି ବିହାରର ନୱାଡା ଜେଲରେ ବନ୍ଦୀ ଜୀବନ ବିତାଉଥିବା ଜଣେ ଯୁବ କଏଦୀ ଜଏଣ୍ଟ ଆଡମିଶନ୍ ଟେଷ୍ଟ ଫର୍ ମାଷ୍ଟର୍ସ (JAM) ପ୍ରବେଶିକାରେ…

କୁମାର ବିଶ୍ୱାସ କାହାକୁ ଉଲ୍ଲେଖ କରି କହିଲେ ପିଶାଚ ହିଁ ଏମିତି ହସି ପାରିବ !

ନୂଆଦିଲ୍ଲୀ: ଦି କଶ୍ମୀର ଫାଇଲ୍ସ ଫିଲ୍ମକୁ ନେଇ ଯିଏ ଯାହା କହିଲା ତାହା ପ୍ରମୁଖ ଷ୍ଟୋରୀ ପାଲଟି ଯାଉଛି । ଦିନକ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏହାକୁ ଟ୍ୟାକ୍ସ ଫ୍ରି କରିବା ନେଇ ବିଧାନସଭା ଯେଉଁ ଭଳି ଭାବେ ବିଜେପିକୁ ଟାର୍ଗେଟ କରିଥିଲେ ତାହା ଭାଇରାଲ ହେବାରେ ଲାଗିଛି । ଫିଲ୍ମକୁ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ବଡ ନିଷ୍ପତ୍ତି :ବିଧାୟକଙ୍କ ପେନସନ ଫର୍ମୁଲାରେ ହେବ ପରିବର୍ତ୍ତନ

ପଞ୍ଜାବ : ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ବଡ ନିଷ୍ପତ୍ତି । ପଞ୍ଜାବରେ ବିଧାୟକ ମାନଙ୍କ ପେନସନକୁ ନେଇ ଭଗବନ୍ତ ମାନ ଏକ ବଡି ନିଷ୍ପତି ନେଇଛନ୍ତି । ବିଧାୟକ ମାନଙ୍କ ପେନସନ ଫର୍ମୁଲାରେ କିଛିଟା ପରିବର୍ତ୍ତନ କରାଯିବ । ବିଧାୟକ ମାନଙ୍କୁ ଗୋଟିଏ ଥର ହିଁ ପେନସନ ମିଳିବ ବୋଲି ଭଗବନ୍ତ…

ବୀରଭୂମି ହିଂସା: ମମତାଙ୍କୁ ଝଟକା, ତଦନ୍ତ ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବୀରଭୂମି ହିଂସା ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ ଝଟକା ଲାଗିଛି । କୋଲକାତା ହାଇକୋର୍ଟ ଏହି ଘଟଣାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ନିର୍ଦ୍ଦେଶ ସିବିଆଇକୁ ନ ଦେବା ପାଇଁ ମମତା ଅଦାଲତଙ୍କୁ ଅନୁରୋଧ କରିଥିଲେ । ୭…