Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଉଲ୍ଲଂଘନ ପାଇଁ ଦାୟୀ କିଏ?; ଆଜି ହୋଇପାରେ ଶୁଣାଣି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଉଲ୍ଲଂଘନ ମାମଲାରେ ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିଲା। ଆଜି ସୁପ୍ରିମକୋର୍ଟରେ ଏହା ଉପରେ ଶୁଣାଣି ହୋଇପାରେ। ବରିଷ୍ଠ ଓକିଲ ମନିନ୍ଦର ସିଂ କୋର୍ଟଙ୍କ ତତ୍ତ୍ବାବଧାନରେ ତଦନ୍ତ ପାଇଁ ଦାବି କରିଛନ୍ତି।…

୫ ରାଜ୍ୟରେ ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ । ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଟିକା ନେବା ପରେ ସାର୍ଟିଫିକେଟରେ ଏଣିକି ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ । ଏହା ନିର୍ବାଚନ ଆଚରଣ ବିଧିର…

ଡିସେମ୍ବର ୨୬କୁ ବୀର ବଲ ଦିବସ ଭାବେ ପାଳିବ ଦେଶ

ନୂଆଦିଲ୍ଲୀ : ଏଣିକି ପ୍ରତିବର୍ଷ ଡିସେମ୍ବର ୨୬ ତାରିଖକୁ ବୀର ବଲ ଦିବସ ଭାବେ ପାଳିବ ଦେଶ । ଆଜି ଗୁରୁ ଶ୍ରୀ ଗୁରୁ ଗୋବିନ୍ଦ ସିଂଙ୍କ ଜନ୍ମ ଜୟନ୍ତୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଗୁରୁ ଗୋବିନ୍ଦ ସିଂଙ୍କ…

ମକର ସଂକ୍ରାନ୍ତିରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର

ଭୁବନେଶ୍ବର : ମକର ସଂକ୍ରାନ୍ତି ଅବସରରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର । ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୭୫ ଲକ୍ଷ ଲୋକ ସାମିଲ ହେବେ । ଏହି ଦିନ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଉତ୍ତମ ସ୍ବାସ୍ଥ୍ୟ, ଧନ ଓ…

ପେରିୟାର ପ୍ରତିମୂର୍ତିକୁ ଅପମାନିତ

କୋଏମ୍ବଟୁର:ତାମିଲନାଡୁର କୋଏମ୍ବଟୁରର ଭେଲାଲୋରର ପେରିୟାର ଅଧ୍ୟୟନ କେନ୍ଦ୍ର ସମ୍ମୁଖରେ ଥିବା ପେରିୟାର ଇଭି ରାମସ୍ୱାମୀଙ୍କ ପ୍ରତିମୂର୍ତିକୁ ଅପମାନିତ କରାଯାଇଛି । ଏହି ସାମାଜିକ ସଂସ୍କାରକଙ୍କ ପ୍ରତିମୂର୍ତିରେ ଚପଲମାଳ ପିନ୍ଧାଯିବା ସହ ଗେରୁଆ ରଙ୍ଗ ବୋଳାଯାଇଛି । ଯାହାକୁ ନେଇ ସେଠାରେ…

୩ ବର୍ଷ ପରେ ମୁକ୍ତ ହେଲେ ସାଉଦି ଆରବ ରାଜକୁମାରୀ, ଝିଅ

ରିୟାଦ: ୩ ବର୍ଷ ପରେ ଜେଲରୁ ମୁକ୍ତ ହେଲେ ସାଉଦି ଆରବର ରାଜକୁମାରୀ ବାସମା ବିଂଟ ସାଉଦ ଏବଂ ତାଙ୍କ ଝିଅ ସୁହାଦ ଅଲ ଶରୀଫ । ୫୭ ବର୍ଷୀୟା ବାସମା ମହିଳାଙ୍କ ଅଧିକାର ଏବଂ ସାମ୍ବିଧାନିକ ଶାସନ ନେଇ ଲଢ଼ି ଆସୁଥିଲେ । ୨୦୧୯ରେ ସେ ନିଖୋଜ ହେବା ପରେ ତାଙ୍କୁ ମାର୍ଚ୍ଚରେ ଗିରଫ କରାଯାଇଥିଲା । ୨୦୨୦ରେ…

କେଶ ଓ ନିଶ ପାଇଁ କନେଷ୍ଟବଳ ନିଲମ୍ବିତ

ନୂଆଦିଲ୍ଲୀ: କନେଷ୍ଟବଳଙ୍କ ନିଆରା ଷ୍ଟାଇଲ । କେଶ ଓ ନିଶ ନକାଟିବାରୁ ଚାକିରି ହରାଇଲେ କନେଷ୍ଟବଳ । ଏଭଳି ଏକ ଖବର ଆସିଛି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ । କନେଷ୍ଟବଳଙ୍କୁ ତାଙ୍କ କେଶ ଓ ନିଶ ପାଇଁ ଚାକିରିରୁ ନିଲମ୍ବିତ କରାଯାଇଛି । ପୋଲିସ ମହାନିରୀକ୍ଷକଙ୍କ ଦ୍ୱାରା ତାଙ୍କୁ ନିଲମ୍ବିତ…

ଜାମ୍ମୁ ଓ କାଶ୍ମୀରରେ ପ୍ରବଳ ତୁଷାରପାତ, ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଜାମ୍ମୁ ଓ କାଶ୍ମୀର : ଉତ୍ତର ଭାରତରେ ବରଫ ବିପତ୍ତି । ଜାମ୍ମୁ ଓ କାଶ୍ମୀର, ହିମାଚଳ ପ୍ରଦେଶ ସମେତ ଅନ୍ୟାନ୍ୟ ରାଜ୍ୟରେ ତାପମାତ୍ରା ବ୍ୟାପକ ହ୍ରାସ ପାଇବା ସହ ତୁଷାରପାତ ଜାରି ରହିଛି । ବିଭିନ୍ନ ସ୍ଥାନରେ ବରଫ ଧସିବା ଦେଖିବାକୁ ମିଳୁଛି । ପ୍ରବଳ ତୁଷାରପାତକୁ ନେଇ କାଶ୍ମୀରରେ ରେଡ ଆଲର୍ଟ…

ବନ୍ଦ ହେବ ତୁର୍କମେନିସ୍ତାନର ନର୍କର ଦ୍ୱାର !

ଅଶଗବାତ: ତୁର୍କମେନିସ୍ତାନର ପ୍ରମୁଖ ସ୍ଥାନ ତଥା ଏକ ପର୍ଯ୍ୟଟନ ସ୍ଥଳୀ ଭାବେ ବିବେଚିତ ଗେଟ୍ସ ଅଫ ହେଲ(ନର୍କର ଦ୍ୱାର)କୁ ସରକାର ବନ୍ଦ କରିବା ପାଇଁ ନିଷ୍ପତି ନେଇଛନ୍ତି । ଏହି ପ୍ରାକୃତିକ ଗ୍ୟାସ କ୍ରେଟର ଅସ୍ତିତ୍ୱ ଏଥର ସମାପ୍ତ ହେବ । ରାଜଧାନୀ ଅଶବବାତଠାରୁ ୧୬୦ ମାଇଲ ଦୂରରେ ଥିବା…

ଆରବ ସାଗରର ଭାରତୀୟ ସୀମାରେ ଧରାପଡିଲେ ୧୦ ପାକିସ୍ତାନୀ

ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ବଡ ସଫଳତା ମିଳିଛି । ଆରବସାଗରେ ଗସ୍ତ କରୁଥିବା ଭାରତୀୟ ଜାହଜ ଅଙ୍କିତ ଶନିବାର ରାତିରେ ଏକ ନୌକା ସମେତ ୧୦ଜଣ ପାକିସ୍ତାନୀ ନାଗରିକଙ୍କୁ ଧରିଛି । ଭାରତୀୟ ଜଳକ୍ଷେତ୍ରରେ ନୌକାଟି ପ୍ରବେଶ କରିବା ପାଇଁ ଉଦ୍ୟମ କରୁଥିଲା । ଅଟକ ରଖାଯାଇଥିବା ବ୍ୟକ୍ତିମାନଙ୍କୁ…