Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

[ଭିଡିଓ] ପ୍ରଶାନ୍ତ ମହାସାଗର ଉପରେ କ’ଣ ଉଡୁଥିଲା, ୟୁଏଫ୍‌ଓ ନା ଆଉ କିଛି ?

ଭୁବନେଶ୍ୱର: ଏଲିଅନ୍ସକୁ ନେଇ ମାନବ ଜାତି ମନରେ ରହିଛି ଅସରନ୍ତି ପ୍ରଶ୍ନ ଓ କୌତୁହଳ । ଅନେକ ସମୟରେ ଭିନ୍ନଭିନ୍ନ ଲୋକ ଏଲିଅନ୍ସ କିମ୍ବା ୟୁଏଫ୍‌ଓ ଦେଖିଥିବା ନେଇ ଦାବି କରିଆସିଛନ୍ତି । ହେଲେ କେବେ ବି ସେମାନଙ୍କ ଦାବିକୁ ବିଜ୍ଞାନ ସହଜରେ ଗ୍ରହଣ କରିପାରିନି । ତେବେ ନିକଟରେ ୟୁଏଫ୍‌ଓ…

ଦିଲ୍ଲୀ ହିଂସା: ହତ୍ୟା ଉଦ୍ୟମ ନେଇ ଦୋଷୀ ସାବ୍ୟସ୍ତ ହେଲେ ଶାହାରୁଖ୍ ପଠାନ

ନୂଆଦିଲ୍ଲୀ: ହତ୍ୟା ଉଦ୍ୟମ ନେଇ ଦୋଷୀ ସାବ୍ୟସ୍ତ ହେଲେ ଶାହାରୁଖ୍ ପଠାନ । ୨୦୨୦ରେ ଦଙ୍ଗା ସମୟରେ ଦିଲ୍ଲୀ ପୋଲିସ୍ ଅଧିକାରୀଙ୍କୁ ହତ୍ୟା ଉଦ୍ୟମ କରିଥିବା ଶାହାରୁଖ ପଠାନ ଦୋଷୀ ବୋଲି କହିଛନ୍ତି କୋର୍ଟ । ଶାହାରୁଖଙ୍କ ଆବେଦନକୁ ଖାରଜ କରିବା ସହ ତାଙ୍କ ବିରୋଧରେ ଦଙ୍ଗା କରିବା ଏବଂ ହତ୍ୟା…

ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ପରଲୋକ । ହେଲିକପ୍ଟର ଦୁର୍ଘଟଣାରେ ସିଡିଏସଙ୍କ ବିପିନ ରାୱତଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲା ବାୟୁସେନା । ଟ୍ୱିଟ୍ ଯୋଗେ ସ୍ପଷ୍ଟ କଲା ଭାରତୀୟ ବାୟୁସେନା । ସିଡିଏସ୍ ବିପିନ ରାୱତଙ୍କ ପତ୍ନୀ ମଧୁଲିକା ରାୱତଙ୍କ ମଧ୍ୟ ପରଲୋକ ।…

ବିପିନ୍ ରାଓ୍ୱତଙ୍କ ଘରେ ପ୍ରତିରକ୍ଷା ମନ୍ତ୍ରୀ

ଦିଲ୍ଲୀ: ତାମିଲନାଡୁର କୁନ୍ନୁରର ନିଳଗିରି ଜଙ୍ଗଲ ମଧ୍ୟରେ କ୍ରାସ ଏମଆଇ-୧୭ ହେଲିକପ୍ଟରରେ ସିଡିଏସ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ । ସିଡିଏସ ବିପିନ ରାଓ୍ୱତ ଓ ତାଙ୍କ ପତ୍ନୀଙ୍କ ସହ ଏହି ହେଲିକପ୍ଟରରେ ୧୪ ଜଣ ଥିଲେ । କିନ୍ତୁ ଏହି ଦୁର୍ଘଟଣାରେ ୧୧ ଜଣ ସେନା ଅଧିକାରୀ ସହିଦ ହୋଇଛନ୍ତି ।…

ଭାରତର ୧୦ ବଡ ବିମାନ ଦୁର୍ଘଟଣା

ନୂଆଦିଲ୍ଲୀ:ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଅନ୍ୟମାନଙ୍କୁ ନେଇ ଯାଉଥିବା ଏକ ଏୟାରଫୋର୍ସ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୪ଜଣଙ୍କ ମଧ୍ୟରୁ ୧୩ଙ୍କ ମୃତ୍ୟୁ ଘଟି ସାରିଛି । ରାୱତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ବିମାନ ଦୁର୍ଘଟଣା ଅନେକ ପୁରୁଣା ଦୁଃଖଦ ସ୍ମୃତିକୁ ମନେ…

[ଭିଡ଼ିଓ] ବ୍ୟାଙ୍କକ୍‌ର ବାଘ ମନ୍ଦିରରେ ବୌଦ୍ଧ ଭିକ୍ଷୁ

ଥାଇଲ୍ୟାଣ୍ଡ : ବିଶ୍ୱାସ ନହେଲେ ବି ସତ । ରହସ୍ୟରେ ପରିପୂର୍ଣ୍ଣ ଏହି ମନ୍ଦିର ବ୍ୟାଙ୍କକ୍ ରେ ଅବସ୍ଥିତ । ଏହି ମନ୍ଦିରର ବିଶେଷତ୍ୱ ହେଉଛି ଏଠାରେ ବାଘ ଏବଂ ମଣିଷ ଏକାଠି ରୁହନ୍ତି । ଏହା ଆପଣଙ୍କୁ ପାଇଁ ଅଜବ ଲାଗୁଥାଇପାରେ କିନ୍ତୁ ଏହା ସତ । ଏହା ହେଉଛି ବାଘ ମନ୍ଦିର । ଏହି ମନ୍ଦିରର ନାମ…

[ଭିଡିଓ] ମହଙ୍ଗା ପଡିଲା ଦହି କିଣା, ନିଲମ୍ବିତ ହେଲେ ଟ୍ରେନ୍ ଚାଳକ

ଭୁବନେଶ୍ୱର: ନିର୍ଦ୍ଧାରିତ ଷ୍ଟେସନ୍ ପୂର୍ବରୁ ଟ୍ରେନ ଅଟକାଇଥିଲେ ଚାଳକ । ଖାସ ଦହି କିଣିବାକୁ ଏପରି ନିଷ୍ପତ୍ତି ନେବା ଟ୍ରେନ ଚାଳକଙ୍କୁ ମହଙ୍ଗା ପଡିଛି । ଶେଷରେ ଟ୍ରେନ ଚାଳକଙ୍କ ଏପରି ମାନସିକତାକୁ ନେଇ ତାଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ରହିଛି । ଏହି ଭିଡିଓରେ ଆପଣ ସ୍ପଷ୍ଟ ଭାବେ…

[ଭିଡିଓ] ଭାରତୀୟ ବାୟୁସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ ୩ ଆହତ

ଭୁବନେଶ୍ୱର: ଆଜି ତାମିଲନାଡୁର ନିଲଗିରିସ୍ ଜିଲ୍ଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଭାରତୀୟ ବାୟୁସେନାର Mi-17V5 ହେଲିକପ୍ଟର । ଏଥିରେ ସବାର ଥିଲେ ସେନା ମୁଖ୍ୟ ବିପିନ ରାୱତ, ତାଙ୍କ ସ୍ତ୍ରୀ ଓ ଅନ୍ୟ ସେନା ସଂପର୍କିତ ବ୍ୟକ୍ତି । ଘନ କୁହୁଡି ଯୋଗୁଁ ନାଂଜାପ୍ପାଂଚାଥିରମ୍ ଅଂଚଳରେ ହେଲିକପ୍ଟରଟି…

ସେନା ମୁଖ୍ୟ ବିପିନ ରାୱତଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଦିଲ୍ଲୀ : ତାମିଲନାଡୁ କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ।  ଏହି ହେଲିକପ୍ଟରରେ ସିଡିଏମ ବିପିନ ରାୱତ ତାଙ୍କ ପତ୍ନୀଙ୍କ ସହ ୧୪ ଜଣ ବସିଥିଲେ ବୋଲି ସୂଚନା ମିଳିଛି। ଘଟଣା ସ୍ଥଳରେ ରେସ୍କ୍ୟୁ ଅପରେସନ ଜାରି ରହିଛି। ଏପର୍ଯ୍ୟନ୍ତ ୩ ଜଣଙ୍କୁ ରେସ୍କ୍ୟୁ କରାଯାଇଛି। ଏହି ଘଟଣା ପରେ…

୨୪ଘଣ୍ଟାରେ ଦେଶରେ ୮ହଜାର ୪୩୯ଜଣ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ, ୧୯୫ଜଣଙ୍କ ମୃତ୍ୟୁ

ଦିଲ୍ଲୀ: ୨୪ଘଣ୍ଟା ଭିତରେ ଦେଶରେ ୮ ହାଜର ୪୩୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ୧୯୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୫୬,୮୨୨ରେ ପହଞ୍ଚିଛି । ସେହିପରି ଭାରତରେ…