Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାହୁଲଙ୍କୁ ପିକେ ଏମିତି କଣ କହିଲେ..

ପାଣାଜୀ: ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କ ଆଜିର ବୟାନ ରାଜନୈତିକ ମହଲରେ ଚର୍ଚ୍ଚାର କାରଣ ସାଜିଛି । ବିଜେପି ଏବଂ ନରେନ୍ଦ୍ର ମୋଦି ଯୁଗର ଅବସାନ ଏତେ ସହଜରେ ହେବ ନାହିଁ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି । ବିରୋଧୀ ଦଳଗୁଡିକ ଏକଜୁଟ କରିବା ପ୍ରସଙ୍ଗରେ ସେ ଏହା କହିଛନ୍ତି ।…

ପୁଣି ଆର୍ୟନଙ୍କ ସପକ୍ଷରେ ମୁହଁ ଖୋଲିଲେ ହ୍ରିତିକ

ନୂଆଦିଲ୍ଲୀ: ଆଜି ଆର୍ୟନଙ୍କ ଭାଗ୍ୟ ପରୀକ୍ଷା। ଆର୍ୟନଙ୍କୁ ବେଲ୍‌ ମିଳିବ ନା ଜେଲ୍‌ ତାର ନିଷ୍ପତ୍ତି ନେଇପାରନ୍ତି କୋର୍ଟ। ତେବେ ଏହାରି ଭିତରେ ବଲିଉଡ ଷ୍ଟାର୍‌ ହ୍ରିତିକ ରୋଶନ ପୁଣି ଥରେ ଆର୍ୟନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି। ଜଣେ ସାମ୍ବାଦିକା ଏବଂ ସୁପ୍ରିମକୋର୍ଟର ଜଣେ ବରିଷ୍ଠ…

ଠଥରୀରୁ ଡ଼ୋଡ଼ା ଯାଉଥିବା ମିନି ବସ୍ ଖାଇକୁ ଖସିଲା, ଦୁର୍ଘଟଣାରେ ୮ମୃତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଖାଇକୁ ଖସିଲା ଯାତ୍ରୀବାହୀ ମିନି ବସ୍। ଠଥରୀରୁ ଡ଼ୋଡ଼ା ଯାଉଥିବା ମିନି ବସ୍ ଖାଇରୁ ଖସିପଡ଼ିଛି। ଏଥିରେ ୮ଜଣଙ୍କ ମୃତ୍ୟୁ ହୋଇଛି। ଆମ୍ବୁଲାନ୍ସ ପହଞ୍ଚି ଆହତଙ୍କୁ ହସ୍ପିଟାଲ ନେଇଛି। ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି…

ଟି -୨୦ ମ୍ୟାଚ୍‌ରେ ପାକିସ୍ତାନର ବିଜୟ ଉତ୍ସବ ପାଳନ କରୁଥିବା ଲୋକଙ୍କ ବିରୁଦ୍ଧରେ ଲାଗୁ ହେବ ଦେଶଦ୍ରୋହ ଆଇନ

ନୂଆଦିଲ୍ଲୀ: ଅକ୍ଟୋବର ୨୪ ରେ ଟି -୨୦ ମ୍ୟାଚରେ ଭାରତ ଉପରେ ପାକିସ୍ତାନର ବିଜୟ ଉତ୍ସବ ପାଳନ କରୁଥିବା ଲୋକଙ୍କ ବିରୋଧରେ ଦେଶଦ୍ରୋହ ଆଇନ ଲାଗୁ କରାଯିବ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏକ ସାକ୍ଷାତକାରର ଲିଙ୍କ୍ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟର ଅଫିସିଆଲ୍…

ପୂର୍ବତନ ମୁମ୍ବାଇ ପୋଲିସ କମିଶନରଙ୍କ ନାଁରେ ଜାମିନ ବିହୀନ ଓ୍ୱାରେଣ୍ଟ ପାଇଁ ପିଟିସନ୍

ମୁମ୍ବାଇ: ବଢ଼ିଳା ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂହଙ୍କ ଅଡୁଆ । ବେଆଇନ୍ ଚାନ୍ଦା ଆଦାୟ କେସରେ ତାଙ୍କ ବିରୋଧରେ ଜାମିନ ବିହୀନ ଓ୍ୱାରେଣ୍ଟ ଜାରି କରିବାକୁ ମୁମ୍ବାଇ ସେସନ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ମୁମ୍ୱାଇ ପୋଲିସର କ୍ରାଇମବ୍ରାଞ୍ଚ । ଏନେଇ ଅନୁମତି ଦେବାକୁ ଆବେଦନ…

ମୋତେ ବି ଦୁର୍ବ୍ୟବହାର କରାଯାଇଥିଲା; ଇଶା

ନୂଆଦିଲ୍ଲୀ: ୨୦୧୨ ମସିହାରୁ ଚଳଚ୍ଚିତ୍ର ଜଗତରେ ପାଦ ଦେଇଥିବା ଅଭିନେତ୍ରୀ ଇଶା ଗୁପ୍ତା ପ୍ରକାଶ କରିଛନ୍ତି ଯେ, ସେ ବି ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଏକ ଫିଲ୍ମ ସେଟ୍‌ରେ ଜଣେ ନିର୍ଦ୍ଦେଶକ ତାଙ୍କୁ ଦୁଇଥର ଦୁର୍ବ୍ୟବହାର କରିଥିଲେ। 'କମାଣ୍ଡୋ ୨' ଅଭିନେତ୍ରୀ କହିଛନ୍ତି ଯେ ସେ ଜଣେ…

ଦୋକାନୀକୁ ହତ୍ୟା କରିବାକୁ ଯାଉଥିବାବେଳେ ଯବାନ ଗୁଳିରେ ଟଳିଲା ଆତଙ୍କବାଦୀ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଯବାନ ଗୁଳିରେ ଟଳିଲେ ଆତଙ୍କୀ। ବାରାମୁଲ୍ଲାରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଥିଲ। ଆତଙ୍କବାଦୀଙ୍କ ନିକଟରୁ ବନ୍ଧୁକ, ଲୋଡେଡ୍ ମ୍ୟାଗାଜିନ ଏବଂ ଗୋଟିଏ ପାକିସ୍ତାନ ନିର୍ମିତ ଗ୍ରେନେଡ଼ ଉଦ୍ଧାର କରିବାରେ ସଫଳ ହୋଇଛି ବୋଲି କାଶ୍ମୀର…

ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଗୁରୁବାର ଦିନ ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଆଉ ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୧୦୮.୨୯ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୭.୦୨ ଟଙ୍କା ରହିଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪.୧୪ ଟଙ୍କା ଏବଂ ଡିଜେଲ ଗୋଟିଏ ଲିଟର ପିଛା…

ୟୁଟ୍ୟୁବ୍ ଭିଡିଓ ଦେଖି ଶିଶୁକୁ ଜନ୍ମ ଦେଲେ ୧୭ ବର୍ଷିୟା ଯୁବତୀ

ନୂଆଦିଲ୍ଲୀ: କେରଳର ଜଣେ ୧୭ ବର୍ଷର ଝିଅ ୟୁଟ୍ୟୁବ୍ ଭିଡିଓ ଦେଖି ତାଙ୍କ ଘରେ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ତାଙ୍କ ପିତାମାତା ତାଙ୍କ ଗର୍ଭଧାରଣ ବିଷୟରେ କିଛି ଜାଣି ନଥିବା ଜଣାପଡ଼ିଛି। ଏହି ଘଟଣା କେରଳର ମାଲାପୁରାମ ଜିଲ୍ଲାରେ ଘଟିଛି ଯେଉଁଠାରେ ୧୭ ବର୍ଷର ଝିଅଟି…

ବାହାଦୂରଗଡ଼ରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କାରେ ୩ ବୃଦ୍ଧ ମହିଳାଙ୍କ ମୃତ୍ୟୁ

ବାହାଦୁରଗଡ଼: ହରିୟାଣା ବାହାଦୂରଗଡ଼ରୁ ଆସିଛି ଏକ ବଡ଼ ଖବର। ଆଜି ସକାଳୁ ଏକ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ କୃଷକ ଆନ୍ଦୋଳନକାରୀଙ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୩ ବୃଦ୍ଧ ମହିଳାଙ୍କ ମୃତ୍ୟୁ ହୋଇଛି। ଆଉ ୩ଜଣ ମହିଳାଙ୍କ ଅବସ୍ଥା ଏଯାଏଁ ଗୁରୁତର ଥିବା ଜଣାପଡ଼ିଛି। ସୂଚନା…