Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବିଜେପିରେ ମିଶିଲେ ମନଜିନ୍ଦର ସିଂ

ଚଣ୍ଡୀଗଡ: ଦିଲ୍ଲୀ ଶିଖ ଗୁରୁଦ୍ୱାର ପ୍ରବନ୍ଧକ କମିଟି ମୁଖ୍ୟ ମନଜିନ୍ଦର ସିଂ ସିରସା ବୁଧବାର ଆଶ୍ଚର୍ଯ୍ୟଜନକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଦିଲ୍ଲୀରେ କେନ୍ଦ୍ରୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପାର୍ଟିର ନିର୍ବାଚନ ପ୍ରଭାରୀ ଗଜେନ୍ଦ୍ର ସିଂ ଶେଖାୱତ, ରାଷ୍ଟ୍ରୀୟ ମହାସଚିବ ଦୁଷ୍ମନ୍ତ…

ଘରୋଇ ବିମାନ ଯାତ୍ରୀଙ୍କ ପାଇଁ ଆରଟି-ପିସିଆର ଟେଷ୍ଟ ବାଧ୍ୟତାମୂଳକ କଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର : ଓମିକ୍ରନକୁ ନେଇ ଏବେ ବଢୁଛି ଭୟ । କରୋନା ଭାଇରସର ନୂତନ ଭାରିଆଣ୍ଟ ଓମିକ୍ରନକୁ ସମଗ୍ର ବିଶ୍ୱରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂସ୍ଥା ହୁ ଓମିକ୍ରନକୁ ଭୟାନକ ବୋଲି କହିବା ପରେ ମହାରାଷ୍ଟ୍ର ସରକାର ଏବେ ସମସ୍ତ ଘରୋଇ ବିମାନ ଯାତ୍ରୀମାନଙ୍କ ପାଇଁ…

ରାଜ୍ୟରେ ସରକାରୀ କର୍ମଚାରୀ ଓ ଓକିଲ ମାନଙ୍କୁ ୧ ଟଙ୍କାରେ ଘର ଯୋଗାଇଦେବେ ଯୋଗୀ ସରକାର

ଦିଲ୍ଲୀ : ଆଗକୁ ଦେଶର ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି ଉତ୍ତର ପ୍ରଦେଶ । ହେଲେ ଏଥର ରାଜ୍ୟରେ ତୃତୀୟ ,ଚତୁର୍ଥ ଶ୍ରେଣୀ କର୍ମଚାରୀ ଓ ଓକିଲ ମାନଙ୍କୁ ୧ ଟଙ୍କାରେ ସରକାରୀ ଘର ଯୋଗାଇ ଦେବା ପାଇଁ ଯୋଗୀ ସରକାର ବିଚାର…

ବଢୁଛି ଓମିକ୍ରନ୍ ଭୟ : ଦିଲ୍ଲୀ ବିମାନବନ୍ଦରରେ ୪ କରୋନା ପଜିଟିଭ ଚିହ୍ନଟ

ଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ୪ଜଣ ଲଣ୍ଡନ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ । ଏହାପରେ ବିମାନ ବନ୍ଦରରେ ଟେଷ୍ଟିଂ ଓ ଟ୍ରାକିଂକୁ ଆହୁରି ତ୍ୱରାନ୍ୱିତ କରାଯାଇଛି । ସେଠାରୁ ସଂକ୍ରମିତଙ୍କୁ ସିଧା ଏଲଏନଜେପି ହସ୍ପିଟାଲ ନିଆଯାଇ ସଙ୍ଗରୋଧରେ ରଖାଯାଇଛି । ଲଣ୍ଡନ ଓ ଆର୍ମଷ୍ଟରଡମରୁ…

ଡିସେମ୍ବର ୧୫ ପର୍ଯ୍ୟନ୍ତ ଭାରତରୁ ବିଦେଶକୁ ବିମାନ ଉଡାଣ ମନା

ଦିଲ୍ଲୀ : ଡିସେମ୍ବର ୧୫ ପର୍ଯ୍ୟନ୍ତ ଭାରତରୁ ବିଦେଶକୁ ବିମାନ ଉଡାଣ ମନା । ଭାରତରୁ ବିଦେଶକୁ ଆଉ ବିମାନ ଉଡିବ ନାହିଁ ବୋଲି କଟକଣା ଜାରି କରିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ । ଦକ୍ଷିଣ ଅଫ୍ରିକାର ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟ ଚାରିଆଡେ ବ୍ୟାପି ଯାଇଛି । ଅନେକ ଦେଶକୁ ମଧ୍ୟ ଏହି…

ବିସ୍କୁଟ୍ କିଙ୍ଗ ରାଜନ ପିଲ୍ଲାଇଙ୍କ ଉପରେ ନିର୍ମିତ ହେବ ହିନ୍ଦୀ ୱେବ ସିରିଜ୍

ମୁମ୍ବାଇ: ମଲୟାଲମ ଫିଲ୍ମ ଇଣ୍ଡଷ୍ଟ୍ରୀର ସୁପରଷ୍ଟାର ପୃଥିବୀରାଜ ସୁକୁମାରନ୍ । ୨୦୦୨ରେ ଅଭିନୟ ଦୁନିଆରେ ପାଦ ଥାପିବା ପରେ ଏହି ଅଭିନେତା ଲୁସିଫର୍ ଭଳି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ । ଆଗାମୀ ଦିନରେ ପୃଥିବୀରାଜ ବିସ୍କୁଟ୍ କିଙ୍ଗ ରାଜନଙ୍କ ଉପରେ ଏକ ହିନ୍ଦୀ ୱେବ ସିରିଜ୍ ନିର୍ମାଣ…

ଦିଲ୍ଲୀରେ ଶସ୍ତା ହେଲା ପେଟ୍ରୋଲ , ଲିଟର ପିଛା ୮ ଟଙ୍କା ହ୍ରାସ କଲେ ସରକାର

ଦିଲ୍ଲୀ : ରାଜଧାନୀରେ ଶସ୍ତା ହେଲା ପେଟ୍ରୋଲ । ପେଟ୍ରୋଲ ଭାଟ୍ କମାଇଲେ ଦିଲ୍ଲୀ ସରକାର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮ ଟଙ୍କା ସସ୍ତା ହୋଇଛି ବୋଲି ଜଣାପଡିଛି । ବୁଧବାର ହୋଇଥିବା କ୍ୟାବିନେଟ ବୈଠକରେ ଦିଲ୍ଲୀ ସରକାର ପେଟ୍ରୋଲର ଭାଟ୍ ୩୦ ପ୍ରତିଶତରୁ୧୯.୪୦ ପ୍ରତିଶତକୁ ହ୍ରାସ କରିଛନ୍ତି…

ଗାଈ ସହ ବିବାହ କଲେ ୭୪ ବର୍ଷୀୟା ମହିଳା

ଭୁବନେଶ୍ୱର: ଏକ ଅନନ୍ୟ ବିବାହକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ଜଣେ ୭୪ ବର୍ଷୀୟା ମହିଳା । ମଣିଷ ନୁହେଁ ବରଂ ଜଣେ ଜନ୍ତୁ ସହ କରିଛନ୍ତି ଦ୍ୱିତୀୟ ବିବାହ । ସେହି ଜନ୍ତୁ ପାଖରେ ମହିଳା ଜଣକ ଦେଖିଥିଲେ ନିଜ ମୃତ ସ୍ୱାମୀଙ୍କ ପ୍ରତିଫଳନ । ଖାସ ଏହି କାରଣରୁ ମହିଳା ଜଣକ ଗାଈକୁ ବିବାହ କରିବାକୁ…

ବଦଳିଲେ ଟ୍ୱିଟର ସିଇଓ, ବଦଳିଲା ନିୟମ

ଭୁବନେଶ୍ୱର: ବଦଳିଲେ ଟ୍ୱିଟର ସିଇଓ, ବଦଳିଲା ନିୟମ  । ପରାଗ ଅଗ୍ରୱାଲ ସିଇଓ ହେବା ମାତ୍ରେ ଆକ୍ସନ ମୋଡକୁ ଆସିଛି ଟ୍ୱିଟର । ଟ୍ୱିଟର ମଙ୍ଗଳବାର ନୂଆ ନିୟମ ଆରମ୍ଭ କରିଛି ।  ଯାହା ୟୁଜର୍ସଙ୍କୁ ସେମାନଙ୍କ ସହମତି ବିନା ଅନ୍ୟମାନଙ୍କ ବ୍ୟକ୍ତିଗତ ଫଟୋ କିମ୍ବା ଭିଡିଓ ସେୟାର କରିବାକୁ ବାରଣ…

ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଆଜିଠାରୁ ଲାଗୁ

ଭୁବନେଶ୍ୱର: ସାରା ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ ଆତଙ୍କ ।  ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଆଜିଠାରୁ ଲାଗୁ ହୋଇଛି । କୋଭିଡ୍‌ର ନୂଆ ଘାତକ ପ୍ରଜାତି ‘ଓମିକ୍ରନ୍‌’କୁ ନେଇ ଏବେ ବିଶ୍ବବ୍ୟାପୀ ଭୟ ଓ ଆତଙ୍କର ବାତାବରଣ ଦେଖିବାକୁ ମିଳିଛି । ସମଗ୍ର ଏସିଆ, ୟୁରୋପ,…