Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କେରଳ ବର୍ଷା ବିତ୍ପାତ; ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

କୁଟିକାଲ: ଦକ୍ଷିଣ ଏବଂ ମଧ୍ୟ କେରଳରେ ବର୍ଷା ବିପର୍ଯ୍ୟୟ ଯୋଗୁ ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ରବିବାର ଦିନ କୋଟିକଲରୁ ଆଉ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। କୁଟିକାଲରେ ୧୨ ଜଣ ଏବଂ ଇଡୁକିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ନ୍ୟୁଜ୍ ୧୮ ରିପୋର୍ଟରେ ପ୍ରକାଶ ପାଇଛି। କେରଳ ସିଏମ…

କେରଳରେ ବର୍ଷା ବିତ୍ପାତ; ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ଥିରୁବନନ୍ତପୁରମ୍‌: ଭୂସ୍ଖଳନ ଓ ପ୍ରବଳ ବର୍ଷା ଯୋଗୁଁ କେରଳରେ ବନ୍ୟା ବିତ୍ପାତ ସୃଷ୍ଟି ହୋଇଛି। ଯାହା ଫଳରେ କେରଳରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ବେଳେ ଆହୁରି ଅଧିକ ଲୋକ ନିଖୋଜ ଅଛନ୍ତି। ରିପୋର୍ଟ  ମୁତାବକ, କୋଟାୟାମ ଜିଲ୍ଲାର ଆଉ ତିନିଟି ମୃତଦେହ ଉଦ୍ଧାର କରାଯାଇଛି।…

ବଢୁଛି ପ୍ରଦୂଷଣ; ଉଦ୍‌ବେଗଜନକ ସ୍ଥିତିରେ ରାଜଧାନୀ

ନୂଆଦିଲ୍ଲୀ: ଦେଶର ଅନେକ ସହରରେ ବାୟୁ ପ୍ରଦୂଷଣ ଯୋଗୁଁ ପରିସ୍ଥିତି ଉଦ୍‌ବେଗଜନକ ହୋଇପଡ଼ିଛି। ପୁଣିଥରେ ଦିଲ୍ଲୀ ବ୍ୟତୀତ ହରିୟାଣା ଏବଂ ଉତ୍ତରପ୍ରଦେଶର ଅନେକ ସହରରେ ପ୍ରଦୂଷଣ ଉଦ୍‌ବେଗଜନକ ସ୍ତରରେ ପହଞ୍ଚିଛି। ଦେଶର ସବୁଠାରୁ ପ୍ରଦୂଷିତ ସହର ତାଲିକାରେ ଉତ୍ତରପ୍ରଦେଶର ବାଗପାତ୍‌ ପ୍ରଥମ…

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଥମିବାର ନା ନେଉନି ତୈଳ ଦର। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ରେକର୍ଡ ସ୍ତରରେ ବୃଦ୍ଧି ପାଇବାରେ ଲାଗିଛି। ପେଟ୍ରୋଲ ଏବଂ ଡିଜେଲ ଭାରତର ସମସ୍ତ ପ୍ରମୁଖ ସହରରେ ରେକର୍ଡ ସ୍ତରରେ ବିକ୍ରି ହେଉଛି। ଦିଲ୍ଲୀରେ ପେଟ୍ରୋଲ ଦର ୩୫ ପଇସା ବୃଦ୍ଧି ପାଇ ଲିଟର ପିଛା ୧୦୫.୮୪ ଟଙ୍କାରେ…

କେରଳରେ ବର୍ଷା ଆଣିଲା ଜଳ ପ୍ରଳୟ, ୬ ମୃତ

ଥିରୁବନ୍ତପୁରମ୍: ଲଗାଣ ବର୍ଷା କେରଳକୁ ବୁଡ଼ାଇଛି । ୫ଟି ଜିଲ୍ଲାରେ ଉବୁଟୁବୁ ସ୍ଥିତି । ଲଘୁଚାପ ଜନିତ ଲଗାଣଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ରାସ୍ତାଘାଟ ବୁଡ଼ିଛି । ରାସ୍ତାରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଛି । କେରଳରେ ବର୍ଷା ଓ…

ସୁପ୍ରିମକୋର୍ଟରେ ପହଞ୍ଚିଲା ସିଂଘୁ ସୀମା ହତ୍ୟା ମାମଲା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ପହଞ୍ଚିଲା ସିଂଘୁ ସୀମା ହତ୍ୟା ମାମଲା । ବୀଭତ୍ସ ହତ୍ୟା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତରେ ମାମଲା ରୁଜୁ କରିଛନ୍ତି ଆଇନଜୀବୀ ଶଶାଙ୍କ ଶେଖର ଝା । ତୁରନ୍ତ ସିଂଘୁ ସୀମାକୁ ଖାଲି କରିବାକୁ ନିର୍ଦ୍ଦେଶ ଦେବା ଲାଗି ସେ ପ୍ରାର୍ଥନା କରିଛନ୍ତି । ନିହାଙ୍ଗ ସଙ୍ଗଠନ…

ଛତିଶଗଡ ଯଶପୁରରେ ହିଟ୍ ଆଣ୍ଡ ରନ ମାମଲାରେ ମୃତକଙ୍କୁ ପରିବାରକୁ ମିଳିବ କ୍ଷତିପୂରଣ

ଛତିଶଗଡ଼ : ଛତିଶଗଡ ଯଶପୁରରେ ହିଟ୍ ଆଣ୍ଡ ରନ୍ ମାମଲାରେ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ । ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ୫୦ ଲକ୍ଷର କ୍ଷତିପୂରଣ ଦିଆଯିବ । ଏହାସହ ପ୍ରତି ଆହତଙ୍କୁ ମାଗଣା ଚିକତ୍ସା ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ଛତିଶଗଡ଼ ସରକାର । ତେବେ ଏହି…

ଆସନ୍ତାବର୍ଷ ସେପ୍ଟେମ୍ବରରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ!

ନୂଆଦିଲ୍ଲୀ: କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲ୍ୟୁଡିସି)ର ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁଯାୟୀ ନୂତନ ଦଳର ସଭାପତି ନିଯୁକ୍ତ ପାଇଁ ନିର୍ବାଚନ ପ୍ରକ୍ରିୟା ସେପ୍ଟେମ୍ବର ୨୦୨୨ ସୁଦ୍ଧା ଶେଷ ହେବାର ସମ୍ଭାବନା ରହିଛି। ଆସନ୍ତାବର୍ଷ ସେପ୍ଟେମ୍ବର ମାସ ଯାଏ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଡେଙ୍ଗୁ ଆକ୍ରାନ୍ତ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଧୀରେ ଧୀରେ ସୁଧୁରୁଛି ବୋଲି ଏଆଇଏମ୍ଏସ୍ ଅଧିକାରୀ ଶନିବାର କହିଛନ୍ତି। ଅଧିକାରୀ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ "ପ୍ଲେଟଲେଟ୍…

ପୁଲୱାମାରେ ସୁରକ୍ଷାବଳର ସର୍ଚ୍ଚ ଅପରେସନ ଜାରି ,ଜଣେ ଆତଙ୍କୀ ନିହତ

ଜମ୍ମୁକଶ୍ମୀର : ଜମ୍ମୁକଶ୍ମୀରରେ ସୁରକ୍ଷା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ସୁରକ୍ଷା କର୍ମୀଙ୍କ ଗୁଳି ମାଡରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ପୁଲୱାମା ଜିଲ୍ଲାର ପାମ୍ପୋରର ଡ୍ରାଙ୍ଗବାଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି ।…