Latest Odisha News
Browsing Category

ଦେଶ ବିଦେଶ

National News, Odishasambad.in

Atal Canteen: ଆରମ୍ଭ ହେଲା ‘ଅଟଳ କ୍ୟାଣ୍ଟିନ୍’ ମାତ୍ର ୫ ଟଙ୍କାରେ ରୁଟି,ଭାତ,ଡ଼ାଲି, ତରକାରୀ ସବୁକିଛି…

ନୂଆଦିଲ୍ଲୀ:ମାତ୍ର ୫ ଟଙ୍କାରେ ପେଟଫୁଲ୍ ଖାଇବା ପାଇବା କୁ ଚାହୁଁଛନ୍ତି କି? ତା ପୁଣି ବିଭିନ୍ନ ରକମର ସୁସ୍ବାଦୁ ଖାଦ୍ୟ । ତେବେ ଜାଣି ରଖନ୍ତୁ କେଉଁଠି କେଉଁଠି ଏହି ସୁବିଧା ଉପଲବ୍ଧ… ଦିଲ୍ଲୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମଜୟନ୍ତୀ ଅବସରରେ ‘ଅଟଳ…

ISIS ଆତଙ୍କବାଦୀ ଆଡ୍ଡା ଉପରେ ଆମେରିକାର ଏୟାରଷ୍ଟ୍ରାଇକ: ସାମ୍ନାକୁ ଆସିଲା ଭିଡିଓ, ଜାଣନ୍ତୁ କଣ କହିଲେ ଟ୍ରମ୍ପ

ନ୍ୟୁୟର୍କ: ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ। ଉତ୍ତର ପଶ୍ଚିମ ନାଇଜେରିଆରେ ISIS ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ। ନୀରିହ ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କୁ ହତ୍ୟା କରାଯାଉଥିବାରୁ ଆକ୍ରମଣ ନିର୍ଦ୍ଦେଶ। ଟ୍ରୁଥ୍ ସୋସିଆଲରେ ମୃତ ଆତଙ୍କୀଙ୍କୁ ବଡଦିନ ଶୁଭେଚ୍ଛା ଦେଲେ ଟ୍ରମ୍ପ। ଏହି…

Indian Railways: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ। ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା ବଢିବ ନାହିଁ। ସାଧାରଣ ବର୍ଗରେ ୧ ଓ ଏସି/ନନ୍‌ ଏସିରେ ୨ ପଇସା ବୃଦ୍ଧି କଲା ରେଲୱେ। ୨୧ ତାରିଖରେ ଭଡା ବୃଦ୍ଧି ନେଇ ଘୋଷଣା କରାଯାଇଥିଲା। ରେଳବାଇ ସାଧାରଣ ଠାରୁ ଆରମ୍ଭ କରି ଏସି…

Hindu man lynched in Bangladesh: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା,ଏକ ଭିଡ଼ ପିଟି ପିଟି…

ଢାକା:ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଉତ୍ତ୍ୟକ୍ତ ଲୋକେ ଅମ୍ରିତ ମଣ୍ଡଳ ନାମକ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ରାଜବାଡ଼ି ଅନ୍ତର୍ଗତ ପଙ୍ଗସା ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି। ଦୀପୁ ଚନ୍ଦ୍ର…

ହର୍ବାଲ ଟିକୁ ‘ଚା’ କହିବା ଭୁଲ; ବେଆଇନ ଘୋଷଣା କଲା FSSAI

ନୂଆଦିଲ୍ଲୀ: ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI) ଚା' କୁ ନେଇ ଏକ ସ୍ପଷ୍ଟ ମତ ଦେଇଛି। କେବଳ କାମେଲିଆ ସାଇନେସିସ୍ ଗଛରୁ ତିଆରି ଉତ୍ପାଦଗୁଡ଼ିକୁ ହିଁ "ଚା" କୁହାଯାଇପାରିବ ବୋଲି ସ୍ପଷ୍ଟ ଭାବରେ କୁହାଯାଉଛି। ନିୟମ ଅନୁଯାୟୀ, କାଙ୍ଗରା ଚା, ସବୁଜ ଚା ଏବଂ ଇନଷ୍ଟାଣ୍ଟ…

ଲିଭ୍-ଇନ୍ ରିଲେସନସିପ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: ଭାରତରେ ଆଜି ବି ପରିବାର ଓ ସମାଜ ଉପରେ ପାରମ୍ପରିକ ମୂଲ୍ୟବୋଧର ବହୁତ ପ୍ରଭାବ ରହିଛି। ବିବାହକୁ ପବିତ୍ର ଓ ଅନିବାର୍ଯ୍ୟ ଭାବରେ ଗଣାଯାଏ ଏବଂ ଅଧିକାଂଶ ସମୟରେ ଏହା ଦେଖାଯାଏ ଯେ ଯେଉଁମାନେ ବିବାହ ନକରି ଏକାଠି ରହୁଛନ୍ତି, ସେମାନଙ୍କୁ ସମାଜର ଦୃଷ୍ଟିରେ ଅସ୍ୱୀକାର କରାଯାଏ। ଏଭଳି…

Illegal immigration:’ଦେଶାନ୍ତର କରିବାର ଅଧିକାର ଅଛି…’, ଅବୈଧ ପ୍ରବାସୀ ଉପରେ ଦୃଢ଼…

ନୂଆଦିଲ୍ଲୀ:କଂଗ୍ରେସ ସାଂସଦ ଶଶି ଥରୁର ଭାରତର ସୀମାକୁ ପ୍ରଭାବଶାଳୀ ଭାବରେ ପରିଚାଳନା କରିବା ପାଇଁ ସରକାରଙ୍କ ଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। କଂଗ୍ରେସ ନେତା କହିଛନ୍ତି ଯେ ଅବୈଧ ପ୍ରବାସୀମାନଙ୍କ ଉପସ୍ଥିତି ବ୍ୟବସ୍ଥାର ବିଫଳତାକୁ ପ୍ରତିଫଳିତ କରେ। କଂଗ୍ରେସ ସାଂସଦ ଶଶି ଥରୁର…

ହସ୍ତିନାପୁର ଉପରେ ଦ୍ରୌପଦୀଙ୍କ ଅଭିଶାପ ପଡ଼ିଛି; କାହିଁକି ଏଭଳି କହିଲେ ଯୋଗୀଙ୍କ ମନ୍ତ୍ରୀ

ମେରଠ: ହସ୍ତିନାପୁର ଏକ ଅଭିଶପ୍ତ ଭୂମି। ଏହା ଉପରେ ଦ୍ରୌପଦୀଙ୍କ ଅଭିଶାପ ପଡ଼ିଛି। ମେରଠର ହସ୍ତିନାପୁର ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ତଥା ୟୁପି ସରକାରଙ୍କ ରାଜ୍ୟମନ୍ତ୍ରୀ ଦିନେଶ ଖାଟିକ୍ ଏହି ବିବାଦୀୟ ବୟାନ ଦେଇଛନ୍ତି। ଏମ୍ଏସ୍ ହେରିଟେଜ୍ ସ୍କୁଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ସୋସିଆଲ ମିଡ଼ିଆ ବ୍ୟବହାର କରିପାରିବେ ସେନା, ହେଲେ ଲାଇକ ଓ କମେଣ୍ଟ କଟକଣା…

ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଏହାର ନୀତିରେ ପରିବର୍ତ୍ତନ କରିଛି। ନୂଆ ପରିବର୍ତ୍ତନ ଅନୁଯାୟୀ, ଯବାନ ଏବଂ ଅଧିକାରୀମାନେ କେବଳ ରିଲ୍ସ୍ ଦେଖିବା ପାଇଁ ଇନଷ୍ଟାଗ୍ରାମ ବ୍ୟବହାର କରିପାରିବେ। ଏହି ସମୟ ମଧ୍ୟରେ ସେମାନେ କୌଣସି ପୋଷ୍ଟକୁ ଲାଇକ୍ କିମ୍ବା କମେଣ୍ଟ…