Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଯବାନ ସହିଦ

ଭୁବନେଶ୍ୱର: ତାମିଲନାଡୁ କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ଥିଲେ ଅନୁଗୋଳ ଜିଲ୍ଲାର ଜଣେ ଓଡ଼ିଆ ଯବାନ । ସହିଦ ଓଡ଼ିଆ ଯବାନଙ୍କ ନାଁ ରାଣାପ୍ରତାପ ଦାସ । ସେ ଜୁନିଅର ୱାରେଣ୍ଟ ଅଫିସର ଥିଲେ । ତାଙ୍କ ଘର…

ଆଜି ଦିଲ୍ଲୀରେ ପହଞ୍ଚିବ ସିଡ଼ିଏସ୍ ଜେନେରାଲ ବିପିନ ରାୱତଙ୍କ ପାର୍ଥିବ ଶରୀର, ଶୁକ୍ରବାର ଅନ୍ତିମ ସଂସ୍କାର

ଦିଲ୍ଲୀ: ଆଜି ଦିଲ୍ଲୀ ଆସି ପହଞ୍ଚିବ ସିଡ଼ିଏସ୍ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀଙ୍କ ପାର୍ଥିବ ଶରୀର । ସନ୍ଧ୍ୟାରେ ପ୍ରତିରକ୍ଷା ବିଭାଗର ଏକ ବିମାନରେ ଅଣାଯିବ । ବିମାନବନ୍ଦରରୁ ପାର୍ଥିବ ଶରୀରକୁ ତାଙ୍କ ବାସଭବନକୁ ନିଆଯିବ । ଆସନ୍ତାକାଲି ହେବ ଜେନେରାଲ ବିପିନ ରାୱତଙ୍କ ଅନ୍ତିମ…

ଲାଲବାହିନୀର ଲଙ୍କାକାଣ୍ଡ: ଜାଳିଦେଲେ ୫ଟି ଗାଡ଼ି, ଜଣଙ୍କୁ ଅପହରଣ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ଲଙ୍କାକାଣ୍ଡ ଘଟାଇଛନ୍ତି । ପିପଲଖୁଟା ଗାଁ ନିକଟରେ ୫ରୁ ଅଧିକ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି ମାଓବାଦୀ । ଏହାପରେ ଠିକାକାମରେ ନିୟୋଜିତ ଜଣେ ସୁପରଭାଇଜରଙ୍କୁ ଅପହରଣ କରି ନେଇଥିବା ସୂଚନା…

[ଭିଡ଼ିଓ ]ବିଦାୟ ବୀର ବିପିନ୍

ଦିଲ୍ଲୀ: ମଝି ଆକାଶରେ ଜଳିଗଲା ହେଲିକପ୍ଟର । ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ତାମିଲନାଡୁର କନ୍ନୁର ଅଞ୍ଚଳରେ ବାୟୁସେନାର ଏମଆଇ-ସେଭେନଟିନ୍-ଭି-ଫାଇବ୍ ହେଲିକପ୍ଟର ହଠାତ୍ ଆକାଶରୁ ଖସିପଡିଲା । ଏକ ଗଛରେ ପିଟି ହୋଇ ନିଆଁ ପିଣ୍ଡୁଳାରେ…

କଳା ଦିନ: ବୀର ପୁତ୍ର ବିପିନଙ୍କ ନିଧନରେ ସାରା ଭାରତ ମର୍ମାହତ

ଦିଲ୍ଲୀ: ପରଲୋକରେ ଭାରତର ପ୍ରଥମ ଚିଫ୍ ଡିଫେନ୍ସ ଷ୍ଟାଫ୍ ବିପିନ୍ ରାଓ୍ୱତ । ତାମିଲନାଡୁର କୁନ୍ନୁରରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ସିଡିଏସ୍ ବିପିନ୍ ରାଓ୍ୱତ । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ କୁନ୍ନୁରରେ ବିପିନ ରାଓ୍ୱତଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…

ଜନ୍ମଦିନ ପାଳନ କରିବେନି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ତାମିଲନାଡୁର କନ୍ନୁର ନିକଟରେ ଘଟିଥିବା ମର୍ମନ୍ତୁଦ ହେଲିକପ୍ଟର ଦୁର୍ଘଟଣା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କ ୭୫ତମ ଜନ୍ମଦିନ (ଡିସେମ୍ବର ୯) ପାଳନ କରିବେ ନାହିଁ ବୋଲି ଘୋଷଣା କରିଛନ୍ତି । ସମସ୍ତ ପ୍ରକାର ଉତ୍ସବଠାରୁ ଏଡାଇବାକୁ ସେ ଦଳୀୟ କର୍ମୀମାନଙ୍କୁ ଅନୁରୋଧ…

ଶୌର୍ଯ୍ୟଚକ୍ର ଗ୍ରୁପ କ୍ୟାପଟେନ ବରୁଣ ସିଂ ଜୀବିତ

ନୂଆଦିଲ୍ଲୀ:ତାମିଲନାଡୁ କନ୍ନୁରରେ ଘଟି ଯାଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଚିଫ ଅଫ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାୱତଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ଘଟିଛି । ତେବେ ଏହି ଦୁଃଖଦ ଘଟଣା ଭିତରେ ଏକମାତ୍ର ବ୍ୟକ୍ତି ଭାବେ ଶୌର୍ଯ୍ୟଚକ୍ରରେ ସମ୍ମାନିତ ହୋଇଥିବା ଗ୍ରୁପ କ୍ୟାପଟେନ ବରୁଣ ସିଂ ଜୀବିତ…

[ଭିଡିଓ] ପ୍ରଶାନ୍ତ ମହାସାଗର ଉପରେ କ’ଣ ଉଡୁଥିଲା, ୟୁଏଫ୍‌ଓ ନା ଆଉ କିଛି ?

ଭୁବନେଶ୍ୱର: ଏଲିଅନ୍ସକୁ ନେଇ ମାନବ ଜାତି ମନରେ ରହିଛି ଅସରନ୍ତି ପ୍ରଶ୍ନ ଓ କୌତୁହଳ । ଅନେକ ସମୟରେ ଭିନ୍ନଭିନ୍ନ ଲୋକ ଏଲିଅନ୍ସ କିମ୍ବା ୟୁଏଫ୍‌ଓ ଦେଖିଥିବା ନେଇ ଦାବି କରିଆସିଛନ୍ତି । ହେଲେ କେବେ ବି ସେମାନଙ୍କ ଦାବିକୁ ବିଜ୍ଞାନ ସହଜରେ ଗ୍ରହଣ କରିପାରିନି । ତେବେ ନିକଟରେ ୟୁଏଫ୍‌ଓ…

ଦିଲ୍ଲୀ ହିଂସା: ହତ୍ୟା ଉଦ୍ୟମ ନେଇ ଦୋଷୀ ସାବ୍ୟସ୍ତ ହେଲେ ଶାହାରୁଖ୍ ପଠାନ

ନୂଆଦିଲ୍ଲୀ: ହତ୍ୟା ଉଦ୍ୟମ ନେଇ ଦୋଷୀ ସାବ୍ୟସ୍ତ ହେଲେ ଶାହାରୁଖ୍ ପଠାନ । ୨୦୨୦ରେ ଦଙ୍ଗା ସମୟରେ ଦିଲ୍ଲୀ ପୋଲିସ୍ ଅଧିକାରୀଙ୍କୁ ହତ୍ୟା ଉଦ୍ୟମ କରିଥିବା ଶାହାରୁଖ ପଠାନ ଦୋଷୀ ବୋଲି କହିଛନ୍ତି କୋର୍ଟ । ଶାହାରୁଖଙ୍କ ଆବେଦନକୁ ଖାରଜ କରିବା ସହ ତାଙ୍କ ବିରୋଧରେ ଦଙ୍ଗା କରିବା ଏବଂ ହତ୍ୟା…

ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ପରଲୋକ । ହେଲିକପ୍ଟର ଦୁର୍ଘଟଣାରେ ସିଡିଏସଙ୍କ ବିପିନ ରାୱତଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲା ବାୟୁସେନା । ଟ୍ୱିଟ୍ ଯୋଗେ ସ୍ପଷ୍ଟ କଲା ଭାରତୀୟ ବାୟୁସେନା । ସିଡିଏସ୍ ବିପିନ ରାୱତଙ୍କ ପତ୍ନୀ ମଧୁଲିକା ରାୱତଙ୍କ ମଧ୍ୟ ପରଲୋକ ।…