Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଟିଭି ସିରିଜ୍ ଯୋଦ୍ଧା ଅକବରର ଅଭିନେତ୍ରୀ ମନୀଷାଙ୍କ ଦେହାନ୍ତ

ମୁମ୍ବାଇ: ଟେଲି ନଗରୀରେ ଦୁଃଖଦ ଖବର । ଆଉ ନାହାଁନ୍ତି ଚର୍ଚ୍ଚିତ ଅଭିନେତ୍ରୀ ମନୀଷା ଯାଦବ । ଟିଭି ସିରିଜ୍ ଯୋଦ୍ଧା ଅକବରରେ ତାଙ୍କ ନିପୁଣ ଅଭିନୟ ଦର୍ଶକଙ୍କ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା । ଅଭିନେତ୍ରୀ ମନୀଷା ସିରିଜ୍ ଯୋଦ୍ଧା ଅକବରରେ ସଲିମା ବେଗମ ଭାବେ ଦର୍ଶକଙ୍କ ସାମ୍ନାକୁ…

ସମନ୍ଥା ଓ ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦ ପାଇଁ ଅମୀରଙ୍କୁ ଦାୟୀ କଲେ କଙ୍ଗନା

ନୂଆଦିଲ୍ଲୀ: ଟଲିଉଡର ତାରକା ଦମ୍ପତି ସମନ୍ଥା ଓ ନାଗା ଚୈତନ୍ୟ ସୋସିଆଲ ମିଡିଆରେ ସେମାନଙ୍କ ଛାଡପତ୍ର ବିଷୟରେ ଘୋଷଣା କରିବା ପରେ ଅଭିନେତ୍ରୀ କଙ୍ଗନା ରାନାୱତ ଏ ସଂକ୍ରାନ୍ତରେ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ସମନ୍ଥା ଓ ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦ ପାଇଁ ସେ ଅମୀରଙ୍କୁ ଦାୟୀ…

ପୁଣି ବଢିଲା ତୈଳ ଦର

ନୂଆଦିଲ୍ଲୀ: ରବିବାର ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯଥାକ୍ରମେ ୨୫ ପଇସା ଏବଂ ୩୦ ପଇସା ବୃଦ୍ଧି ପାଇବା ପରେ ସାରା ଦେଶରେ ନୂଆ ରେକର୍ଡ ବୃଦ୍ଧି ପାଇଛି। ରାଷ୍ଟ୍ରାୟତ୍ତ ଇନ୍ଧନ ଖୁଚୁରା ବ୍ୟବସାୟୀଙ୍କ ମୂଲ୍ୟ ବିଜ୍ଞପ୍ତି ଅନୁଯାୟୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ସର୍ବାଧିକ ଲିଟର ପିଛା…

ସରିନି ଲଢେଇ; ପୁଣି ଫେରିପାରେ କରୋନା; ଏମ୍‌ସ ଟାସ୍କ ଫୋର୍ସ ମୁଖ୍ୟଙ୍କ ଚେତାବନୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍‌ସର କରୋନା ଟାସ୍କ ଫୋର୍ସର ଚେୟାରମ୍ୟାନ୍ କହିଛନ୍ତି ଯେ କରୋନା ବିରୋଧରେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ। ପୁଣି ଫେରିପାରେ କରୋନା। ଏ ନେଇ କରୋନା ଟାସ୍କ ଫୋର୍ସର ଚେୟାରମ୍ୟାନ୍ ଚେତାବନୀ ଦେଇଛନ୍ତି। "ଆମକୁ ୧୦୦ କୋଟି ଠାରୁ ବହୁ ଆଗକୁ ଯିବାକୁ ପଡିବ ଏବଂ…

ଜାହାଜରେ ଡ୍ରଗ୍ସ ପାର୍ଟି: ଶାହାରୁଖଙ୍କ ପୁଅ ଆର୍ୟନକୁ ଏନସିବିର ପଚରାଉଚରା

ମୁମ୍ବାଇ: ଜାହାଜରେ ଡ୍ରଗ୍ସ ପାର୍ଟି । ଅଚାନକ ଚଢ଼ାଉ କଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି ଟିମ୍ । ମୁମ୍ବାଇରେ ଏକ ଜାହାଜରେ ଏହି ଡ୍ରଗ୍ମ ପାର୍ଟି ଚାଲିଥିଲା । ଏହି ଘଟଣାରେ ବଲିଉଡ୍ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ ନାଁ ସାମନାକୁ ଆସିଛି । ତାଙ୍କୁ ପଚରାଉଚରା କରୁଛି…

ପଶ୍ଚିମବଙ୍ଗ ଉପନିର୍ବାଚନ ଭୋଟ୍ ଗଣତି: ଭବାନୀପୁରରେ ମମତାଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ

କୋଲକାତା: ପଶ୍ଚିମବଙ୍ଗର ୩ଟି ବିଧାନସଭା ଆସନ ଉପନିର୍ବାଚନରେ ଭୋଟ୍ ଗଣତି ଚାଲିଛି । ଭବାନୀପୁର, ସାମଶେରଗଞ୍ଜ ଓ ଜଙ୍ଗିପୁରରେ ଉପନିର୍ବାଚନ ହୋଇଛି । ସମସ୍ତଙ୍କ ନଜର ରହିଛି ଭବାନୀପୁର ଉପରେ । ଏଠାରୁ ପ୍ରାର୍ଥୀ ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଜଣା ପଡ଼ିବ…

ନିଖୋଜ ୬ ନୌସେନା ଅଧିକାରୀଙ୍କ ମଧ୍ୟରୁ ୪ଜଣଙ୍କ ଶବ ମିଳିଲା

ନୂଆଦିଲ୍ଲୀ: ଉତରାଖଣ୍ଡ ଚମୋଲୀରେ ଶନିବାର ତ୍ରିଶୂଳ ପର୍ବତରୁ ବରଫଗଦା ମଧ୍ୟରୁ ନିଖୋଜ ୬ ନୌସେନା ଅଧିକାରୀଙ୍କ ମଧ୍ୟରୁ ୪ଜଣଙ୍କ ଶବ ମିଳିଛି । ଶୁକ୍ରବାର ନୌସେନାର ଏକ ୨୦ ଜଣିଆ ଟିମ ପର୍ବତାରୋହଣ କରୁଥିବା ବେଳେ ହିମସ୍ଖଳନ ଯୋଗୁ ଅସୁବିଧାରେ ପଡି ଯାଇଥିଲେ । ବହୁ କଷ୍ଟରେ ଅନ୍ୟମାନଙ୍କୁ ବଂଚା…

ଆଫଗାନିସ୍ତାନ ସୀମାରେ ସ୍ୱତନ୍ତ୍ର ଆତ୍ମଘାତୀ ସେନା ନିୟୋଜିତ କରିବ ତାଲିବାନ

ଭୁବନେଶ୍ୱର: ସୁଇସାଇଡ୍ ବମ୍ବର୍‌ଙ୍କୁ ନେଇ ଏକ ସ୍ୱତନ୍ତ୍ର ସେନା ଗଠନ କରିଛି ତାଲିବାନ ଶାସନ । ସେହି ଆତ୍ମଘାତୀ ସେନାକୁ ଆଫଗାନିସ୍ତାନ ସୀମା ତଥା ଖାସ କରି ବଦଖାସନ୍ ଇଲାକାରେ ନିୟୋଜିତ କରିବାକୁ ତାଲିବାନ ଯୋଜନା କରିଥିବା ଜଣାପଡିଛି । ଆଫଗାନିସ୍ତାନର ଦ ଖାମା ପ୍ରେସ୍ ନ୍ୟୁଜ ଏଜେନ୍ସି…

ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ବ

ଭୁବନେଶ୍ବର : ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ କୁମାର ପଟ୍ଟନାୟକଙ୍କୁ ମିଳିଛି ବଡ଼ ଦାୟିତ୍ବ । ତାଙ୍କୁ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଓଡ଼ିଆ ଭାବେ ଏୟାର ମାର୍ଶାଲ ଦିଲ୍ଲୀପ ପଟ୍ଟନାୟକଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।…

କକା, ପୁତୁରା ଲଢେଇ ଜାରୀ: ନିର୍ବାଚନ ଚିହ୍ନ ଫ୍ରିଜ କଲେ ଇସି

ପାଟନା: ଲୋକ ଜନଶକ୍ତି ପାର୍ଟିରେ କକା ଓ ପୁତୁରା ଲଢ଼େଇର ସମାଧାନ ହୋଇପାରୁ ନ ଥିବାରୁ ଶେଷରେ ରଦ୍ଦ ହୋଇଯାଇଛି ନିର୍ବାଚନ ଚିହ୍ନ । ନିର୍ବାଚନ କମିଶନ ଚିରାଗ ପାଶୱାନ ଏବଂ କକା ପଶୁପତି ପାରସଙ୍କ ବିବାଦର ସମାଧାନ ହୋଇପାରୁ ନ ଥିବାରୁ ଶେଷ ରାୟ ଆସିବା ପର୍ଯ୍ୟନ୍ତ ଚିହ୍ନକୁ ଫ୍ରିଜ କରି ଦେଇଛନ୍ତି…