Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଫେସ୍‌ବୁକ୍‌ର ବଡ ଘୋଷଣା; ବନ୍ଦ ହୋଇଯିବ ଫେସିଆଲ୍‌ ରେକଗ୍‌ନିସନ୍‌ ସିଷ୍ଟମ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସବୁକ ମଙ୍ଗଳବାର ଘୋଷଣା କରିଛି ଯେ ଏହାର ଫେସିଆଲ୍‌ ରେକଗ୍‌ନିସନ୍‌ ସିଷ୍ଟମ ବନ୍ଦ କରୁଛି। ଫେସବୁକର ଉପ-ସଭାପତି ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଜେରୋମ ପେସେଣ୍ଟି ଏହି ଘୋଷଣା କରିଛନ୍ତି। ପେସେଣ୍ଟିଙ୍କ ବିବୃତ୍ତି ଅନୁଯାୟୀ, ଲୋକମାନେ ଆଉ ଫଟୋ…

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ ଏକତା, କରଣ

ନୂଆଦିଲଲୀ: ଜାନୁଆରୀ ୨୬, ୨୦୨୦ ରେ ଏକତା କପୁର, କରଣ ଜୋହର ଏବଂ କଙ୍ଗନା ରାନାୱତଙ୍କୁ ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀ ସମ୍ମାନରେ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଦର୍ଶନ କଳା କ୍ଷେତ୍ରରେ ଅବଦାନ ପାଇଁ ଏହି ତିନିଜଣ ସେଲିବ୍ରିଟିଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ…

ଭଲ ଖବର; ୫ରୁ ୧୧ ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ: ପିଲାମାନଙ୍କ ଲାଗି ଭଲ ଖବର। ଶିଶୁଙକ ଟିକାକରଣକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆମେରିକା ୫ରୁ ୧୧ ବର୍ଷ ବୟସର ପିଲାମାନଙ୍କ ପାଇଁ ଫାଇଜର ଟିକାକୁ ଅନୁମୋଦନ କରିଛି। ଗତ ଶନିବାର ଦିନ ଏଫ୍‌ଡିଏ ୫ରୁ ୧୧ ବର୍ଷ ବୟସର ପିଲାମାନଙ୍କ ଜରୁରୀକାଳୀନ ବ୍ୟବହାର…

କେବେ ମିଳିବ କୋଭାକ୍ସିନକୁ ‘ହୁ’ ର ମଞ୍ଜୁରୀ? ଆଜି ଆସିପାରେ ନିଷ୍ପତ୍ତି

ନୂଆଦିଲ୍ଲୀ: କେବେ ମିଳିବ କୋଭାକ୍ସିନକୁ ହୁର ମଞ୍ଜୁରୀ? ଆଜି ଆସିପାରେ ନିଷ୍ପତ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୁଧବାର ଏକ ସ୍ବତନ୍ତ୍ର ବୈଠକ ଜରିଆରେ ଭାରତ ବାୟୋଟେକ୍ ଆଣ୍ଟି-କୋଭିଡ୍ ଟିକା କୋଭାକ୍ସିନ୍ ପାଇଁ ଜରୁରୀକାଳୀନ ବ୍ୟବହାର ଅନୁମତି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇପାରେ। ଏହି…

ଟିକାକରଣକୁ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷା ବୈଠକ

ଦିଲ୍ଲୀ: ଦେଶର ଟିକାକରଣ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ। ମଧ୍ୟାହ୍ନ ୧୨ଟାରେ ଏହି ବୈଠକ ହେବ। କମ୍ କୋଭିଡ଼-୧୯ ଟିକାକରଣ ପରିମାଣ ଥିବା ଜିଲ୍ଲାମାନଙ୍କ ସହ ଭର୍ଚୁଆଲ ସମୀକ୍ଷା ବୈଠକ କରିବେ ବୋଲି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…

କିସ୍ ଓ ୟୁଏନ୍‍ଡିପି ମଧ୍ୟରେ ବୁଝାମଣା

ଭୁବନେଶ୍ବର : ଓଡ଼ିଶାରେ ଜନଜାତି ଓ ସ୍ଥାୟୀ ବିକାଶ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ଲାଗି କିସ୍‍ ଓ ୟୁଏନ୍‍ଡିପି ମଧ୍ୟରେ ହୋଇଛି ବୁଝାମଣା । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ ୟୁଏନ୍‍ଡିପିର ଭାରତ ମୁଖ୍ୟ ଶୋକା ନୋଡା ଏହି ବୁଝାମଣା ପତ୍ରରେ ସ୍ବାକ୍ଷର କରିଛନ୍ତି ।…

ଫେସବୁକର ପୁନଃନାମକରଣକୁ ନେଇ ବଢ଼ିଲା ବିବାଦ

ନୂଆଦିଲ୍ଲୀ : ଫେସବୁକର ପୁନଃନାମକରଣକୁ ନେଇ ବଢ଼ିଲା ବିବାଦ । ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି ପୂର୍ବତନ ବସ୍ ଫାନସିସ ହ୍ୟୁଜେନ । ଫେସବୁକର ଆଭ୍ୟନ୍ତରୀଣ କାର୍ଯ୍ୟାବଳୀକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଜୁକରବର୍ଗ କମ୍ପାନୀର…

ଫଡନାଭିସଙ୍କ ବିରୋଧରେ ପୁଣି ଗର୍ଜିଲେ ଏନସିପି ନେତା ନବାବ ମଲିକ

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ବିରୋଧରେ ପୁଣି ଗର୍ଜିଲେ ଏନସିପି ନେତା ନବାବ ମଲିକ । କହିଛନ୍ତି ତାଙ୍କ ବିରୋଧରେ ଫଡନାଭିସ ଆଣିଥିବା ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ । ଅଣ୍ଡରଓ୍ବାର୍ଲଡ ସହ ତାଙ୍କର କୌଣସି ସମ୍ପର୍କ ନାହିଁ ବୋଲି କହିଛନ୍ତି ନବାବ…

କାବୁଲରେ ଭୟଙ୍କର ବିସ୍ପୋରଣ : ୧୯ ମୃତ ୫୦ ରୁ ଅଧିକ ଆହତ

ଓଡ଼ିଶା ସମ୍ବାଦ ବ୍ୟୁାରୋ : ଆଫଗାନିସ୍ତାନ ରାଜଧାନୀ କାବୁଲରେ ସର୍ଦ୍ଦାର ମହମ୍ମଦ ଦାଉଦ ଖାନ ମିଲିଟାରୀ ହସ୍ପିଟାଲ ଉପରେ ଭୟଙ୍କର ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନୁସାରେ ୧୯ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୫୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ତାଲିବାନର ଡେପୁଟି ମୁଖପାତ୍ର ବିଲାଲ…

କଂଗ୍ରେସ ଦଳରୁ ଇସ୍ତଫା ଦେଲେ ଅମରିନ୍ଦର ସିଂ

ନୂଆଦିଲ୍ଲୀ: ନିକଟରେ ଏକ ନୂତନ ଦଳ ଗଠନ ଘୋଷଣା କରିଥିବା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀଙ୍କୁ କ୍ୟାପଟେନ ଅମରିନ୍ଦର ସିଂ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ସୋନିଆ…