Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭାଶିଲ୍ଡକୁ ୭ ୟୁରୋପିଆନ୍ ଦେଶ ଦେଲେ ଗ୍ରୀନପାସ୍‌

ନୂଆଦିଲ୍ଲୀ: ଭାରତୀୟ ଟୀକାକୁ ୟୁରୋପିଆନ ୟୁନିୟନ ଅନୁମତି ଦେଉ ନ ଥିବାରୁ ସରକାର ଖୋଲାଖୋଲି ଭାବେ ଅସନ୍ତୋଷ ବ୍ୟକ୍ତ କରିଥିଲେ । ଏହାର ପ୍ରଭାବ ପଡିବା ଆରମ୍ଭ ହୋଇଛି । ଗୁରୁବାର ୟୁରୋପିଆନ ୟୁନିୟନର ୭ଟି ଦେଶ ଭାରତର କୋଭାଶିଲ୍ଡ ଟୀକା ନେଇଥିବା ବ୍ୟକ୍ତିଙ୍କୁ ଗ୍ରୀନ ପାସ ଦେବେ ବୋଲି ନିଷ୍ପତି…

ଆଜିଠୁ ଏଲପିଜି ସିଲିଣ୍ଡର ପିଛା ୨୫ ଟଙ୍କା ମହଙ୍ଗା

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦାମରେ ଲଗାମ ଲାଗୁନି । ଆଜି ବଢ଼ିଛି ଏଲପିଜି ଦାମ୍ । ବିନା ସବସିଡିଯୁକ୍ତ ସିଲିଣ୍ଡର ପିଛା ଦାମ ୨୫ ଟଙ୍କା ମହଙ୍ଗା ହୋଇଛି । ଦେଶର ରାଜଧାନୀ ଦିଲ୍ଲୀରେ ଏଲପିଜି ସିଲିଣ୍ଡର ପ୍ରତି ଦାମ ୮୩୪ ଟଙ୍କା ହୋଇଛି । ପୂର୍ବରୁ ଦାମ୍ ୮୦୯ ଟଙ୍କା ଥିଲା । ଏପ୍ରିଲ ମାସରେ…

ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ପାଇଁ ଡକ୍ଟର ରେଡ୍ଡୀଜକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ: ଦେଶରେ କାବୁ ପାଇଛି କରୋନାର ସେକେଣ୍ଡ ଓ୍ୱେଭ୍ । ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ଟିକାକରଣ ଅଭିଯାନକୁ ଜୋରଜାର କରିଛନ୍ତି ସରକାର । ଦେଶବ୍ୟାପୀ ମାଗଣା ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରୁଷ୍ ଟିକା ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ହାଇଦ୍ରାବାଦ ସ୍ଥିତ…

ଜୁଲାଇରେ ୧୫ ଦିନ ବ୍ୟାଙ୍କ ବନ୍ଦ

ମୁମ୍ବାଇ: ଜୁଲାଇ ମାସରେ ବିଭିନ୍ନ ସରକାରୀ ଓ ବେସରକାରୀ ବ୍ୟାଙ୍କ ୧୫ ଦିନ ବନ୍ଦ ରହିବ। ରିଜର୍ଭ ବ୍ୟାଙ୍କ ଦ୍ଵାରା ଜାରି ଛୁଟି ତାଲିକାରେ ବିଭିନ୍ନ ଧାର୍ମିକ ଉତ୍ସବ ପାଇଁ ୯ଟି ଛୁଟି ଦିନ ରହିଛି। ଅବଶ୍ୟ ଏଗୁଡ଼ିକ ଭିନ୍ନ ଭିନ୍ନ ରାଜ୍ୟ ପାଇଁ ରହିଛି। କିନ୍ତୁ ସମୁଦାୟ ଛୁଟିକୁ ହିସାବ କଲେ ୧୫…

ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକା ଟ୍ରାଏଲ୍ ପାଇଁ ସେରମକୁ ନା

ନୂଆଦିଲ୍ଲୀ: ସେରମ୍ ଇନିଷ୍ଟିଚ୍ୟୁଟକୁ ଝଟକା । ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକାର କ୍ଲିନିକାଲ୍ ଟ୍ରାଏଲକୁ ମିଳିଲାନି ଅୁମତି । କେନ୍ଦ୍ର ସରକାରଙ୍କ ବିଶେଷଜ୍ଞ କମିଟି ଅନୁମତି ଦେଇ ନାହିଁ । ୨-୧୭ ବର୍ଷ ଭିତରେ ପିଲାଙ୍କ ଉପରେ କୋଭୋଭାକ୍ସ ଟିକାର ଟ୍ରାଏଲ୍ ପାଇଁ ଆବେଦନ କରିଥିଲା ସେରମ୍ ।…

ଗୋଟିଏ ଗଛରେ ୧୨୧ ପ୍ରକାର ଆମ୍ବ

ଶାହରନପୁର( ଉତ୍ତରପ୍ରଦେଶ): ବିଭିନ୍ନ ପ୍ରଜାତିର ଆମ୍ବ ଖାଇଥିବେ। ବର୍ଷକୁ ଏକାଧିକ ଥର ଫଳୁଥିବା ଆମ୍ବଗଛ ବି ଅଛି। ହେଲେ ଗୋଟିଏ ଗଛରେ ଏକାଧିକ ପ୍ରକାର ଆମ୍ବ ଫଳିବା ନିଶ୍ଚିତ ଭାବେ ଅଧିକାଂଶଙ୍କ ପାଇଁ ନୂଆକଥା। ଉତ୍ତରପ୍ରଦେଶର ଶାହରନପୁରର କମ୍ପାନିବାଗ ଅଞ୍ଚଳର ଏହି ଆମ୍ବଗଛ ଏବେ ଲୋକଙ୍କ…

କରୋନା ଟିକାର ଜରୁରିକାଳୀନ ବ୍ୟବହାର ପାଇଁ DCGI ଅନୁମତି ଲୋଡ଼ିଲା ଜାୟଜସ୍ କାଡିଲା

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶକୁ ମିଳିପାରେ ଆଉ ଗୋଟିଏ କରୋନା ଟିକା । ମହାମାରୀ ବିରୋଧ ଲଢ଼େଇରେ ସାମିଲ ହେବ ଜାୟଡସ୍ କାଡିଲାର କରୋନା ଭ୍ୟାକସିନ୍ । ଜରୁରିକାଳୀନ ବ୍ୟବହାର ପାଇଁ ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆକୁ (DCGI) ଅନୁମତି ମାଗିଛି ଜାୟଡସ୍ କାଡିଲା । ଭାରତରେ ୫୦ଟି…

ଆଜିଓ ନେଇ ଆସିଛି ଭାରତର ହଟେଷ୍ଟ ଫ୍ୟାସନ ସେଲ୍‌ : ଆଜିଓ ବିଗ୍ ବୋଲ୍ଡ ସେଲ୍‌

ମୁମ୍ବାଇ : ଗ୍ରାହକଙ୍କ ପାଇଁ ଅକ୍ସକ୍ଲ୍ୟୁସିଭ୍ ଅଫର । ଭାରତର ଅଗ୍ରଣୀ ଅନଲାଇନ୍ ଫ୍ୟାସନ ଇ-ରିଟେଲର ଏବଂ ନୂତନ ଟ୍ରେଣ୍ଡ୍‌, ସଦ୍ୟତମ ଷ୍ଟାଇଲ୍ ଓ ହାଇ-ଅନ୍ ଫ୍ୟାସନ ପାଇଁ ଲୋକପ୍ରିୟ ଆଜିଓ ନେଇ ଆସିଛି ବିଗ୍ ବୋଲ୍ଡ ସେଲ୍‌ । ଯେଉଁଥିରେ ୬ ଲକ୍ଷରୁ ଅଧିକ ଷ୍ଟାଇଲ୍ ଓ ୨୫୦୦ରୁ ଅଧିକ ବ୍ରାଣ୍ଡ୍…

ଏଣିକି ମନ ଇଚ୍ଛା କରୋନା ଟିକା କିଣି ପାରିବେନି ଘରୋଇ ହସପିଟାଲ

ନୂଆଦିଲ୍ଲୀ : ଏଣିକି ମନ ଇଚ୍ଛା କରୋନା ଟିକା କିଣି ପାରିବେନି ଘରୋଇ ମେଡିକାଲ । ଟିକା କ୍ରୟ ଉପରେ କେନ୍ଦ୍ର ସରକାର ଜାରି କରିଛନ୍ତି ନୂଆ ଏସଓପି । ମେଡିକାଲରେ ଏକ ସପ୍ତାହରେ ହୋଇଥିବା ଟିକାକରଣର ଦୈନିକ ଅନୁପାତର ଦୁଇ ଗୁଣା ହିଁ କିଣିପାରିବେ ମେଡିକାଲ କର୍ତ୍ତୃପକ୍ଷ । ଆସନ୍ତାକାଲି ଠାରୁ…

ଓଡ଼ିଶାର ମୋନା ବିଶ୍ବରୂପା ମହାନ୍ତିଙ୍କୁ ମିଳିଲା ଦୁବାଇର ‘ଗୋଲ୍ଡେନ୍ ଭିସା’

ଭୁବନେଶ୍ବର : ଓଡ଼ିଶା ଲାଗି ଗର୍ବ ଆଣିଲେ ମୋନା ବିଶ୍ବରୂପା ମହାନ୍ତି । ମୟୂରଭଞ୍ଜର ମୋନାଙ୍କୁ ମିଳିଛି ୟୁନାଇଟେଡ ଆରବ ଏମିରେଟସର ଗୋଲ୍ଡେନ ଭିସା । ଏହି ଭିସା ଯୋଗୁ ସେ ୧୦ ବର୍ଷ ଲାଗି ଦୀର୍ଘସ୍ଥାୟୀ ଯୋଜନାରେ ସେଠାରେ ରହିପାରିବେ । ଏହା ସହ ତାଙ୍କୁ ଅନ୍ୟାନ୍ୟ ସୁବିଧା ବି ମିଳିବ । କଳା,…