Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭିଡ୍‌ ପରିଚାଳନାରେ ବ୍ୟବହୃତ ସାମଗ୍ରୀ ଉପରୁ ହ୍ରାସ ପାଇଲା ଜିଏସ୍‌ଟି

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆଜି ୪୪ତମ ଜିଏସ୍‌ଟି ପରିଷଦ ବୈଠକ ହୋଇଥିଲା। ଭିଡିଓ କନ୍‌ଫରେନିସଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଆଜି ଏହି ବୈଠକରେ କରୋନା ଲଢ଼େଇକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ବ୍ଲାକ ଫଙ୍ଗସର…

ଦେଶର ଏହି ୩ଟି ବ୍ୟାଙ୍କ୍‌ ଗ୍ରାହକଙ୍କୁ ଦେଉଛି ମାଗଣା ଏଟିଏମ୍‌ ଟ୍ରାନ୍‌ଜାକ୍ସନର ସୁବିଧା

ନୂଆଦିଲ୍ଲୀ: ଦେଶର ଏହି ୩ଟି ବ୍ୟାଙ୍କ୍‌ ଗ୍ରାହକଙ୍କୁ ମାଗଣା ଏଟିଏମ୍‌ ଟ୍ରାନ୍‌ଜାକ୍ସନ ପ୍ରଦାନ କରୁଛି। ନିକଟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଗ୍ରାହକଙ୍କ ଉପରେ ଆଦାୟ ହେଉଥିବା ଏଟିଏମ୍ ଶୁଳ୍କ ବୃଦ୍ଧି କରିବାକୁ ବ୍ୟାଙ୍କଗୁଡିକୁ ଅନୁମତି ଦେଇଛନ୍ତି। ତେବେ ଦେଶରେ ଏହି ତିନୋଟି ଘରୋଇ ବ୍ୟାଙ୍କ…

ବାୟୋଟେକ୍ ଫାର୍ମ ମାଇଲାବ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ଅକ୍ଷୟ କୁମାର

ନୂଆଦିଲ୍ଲୀ: ବାୟୋଟେକ୍ନୋଲୋଜି କମ୍ପାନୀ ମାଇଲାବ ଡିସକଭରି ସଲ୍ୟୁସନ୍ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ ତାର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ଏହା ଏକ ପୁଣେ ଭିତ୍ତିକ ଫାର୍ମ। ନିକଟରେ ଏହା ଦେଶର ପ୍ରଥମ କୋଭିଡ୍‌-୧୯ ସେଲ୍ଫ ଟେଷ୍ଟ କିଟ୍ କୋଭିସେଲଫ୍ ଲଞ୍ଚ କରିଛି।…

ଦିଲ୍ଲୀ ଲଜପତ୍‌ ନଗର ସେଣ୍ଟ୍ରାଲ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଶନିବାର ଦକ୍ଷିଣ ଦିଲ୍ଲୀର ଲଜପତ ନାଗର ସେଣ୍ଟ୍ରାଲ ମାର୍କେଟରେ ଶୋ’ରୁମ ଭିତରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ଅନୁଯାୟୀ, ନିଆଁକୁ ଆୟତ୍ତ କରିବା ପାଇଁ ୩୦ ଟି ଅଗ୍ନିଶମ ଟେଣ୍ଡର ଏବଂ ୭୦ ରୁ ଅଧିକ ଅଗ୍ନିଶମ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସୂଚନା ଅନୁଯାୟୀ, ଏହି ଘଟଣା…

ଆଇଏଏସ୍‌ ପାଇଁ ପ୍ରସ୍ତୁତ ହେବାକୁ ଚାହୁଁଥିବା ଆଶାୟୀ ଛାତ୍ରଛାତ୍ରୀଙ୍କ ଲାଗି ମାଗଣା କୋଚିଂ ଘୋଷଣା କଲେ ସୋନୁ

ନୂଆଦିଲ୍ଲୀ: ଆଇଏଏସ୍‌ ପାଇଁ ପ୍ରସ୍ତୁତ ହେବାକୁ ଚାହୁଁଥିବା ଆଶାୟୀ ଛାତ୍ରଛାତ୍ରୀଙ୍କ ଲାଗି ମାଗଣା କୋଚିଂ ଘୋଷଣା କରିଛନ୍ତି ଅଭିନେତା ସୋନୁ ସୁଦ। ଆଇଏଏସ୍‌ ପାଠ ପଢିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କୁ ସାହାଯ୍ୟ କରିବା ପାଇଁ ସେ ଏକ ନୂତନ ପଦକ୍ଷେପ ନେଇଛନ୍ତି। ସେ 'ସମ୍ଭବମ୍‌' ନାମରେ ଏକ…

ଆଜିଠାରୁ ଇନ୍ଦୋର ଅନଲକ୍

ଇନ୍ଦୋର : ମଧ୍ୟପ୍ରଦେଶର ଇନ୍ଦୋର ଆଜିଠାରୁ ଅନଲକ୍ । ଆଜିଠାରୁ ସହରର ସମସ୍ତ ଧାର୍ମିକ ସ୍ଥାନ, ହୋଟେଲ, ମଲ୍, ରେଷ୍ଟୁରାଣ୍ଟ ଖୋଲିବ । ତେବେ ସରକାର ଶିକ୍ଷାନୁଷ୍ଠାନ ଉପରେ ପ୍ରତିବନ୍ଧକ  ।  ଅନଲକ୍ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯାହା ଅନୁଯାୟୀ ସହର ଖୋଲାଯିବ, କିନ୍ତୁ ସହରର…

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ନେପାଳ ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ହତ୍ୟା ଧମକ। ନେପାଳରେ ଚାଲିଥିବା ରାଜନୈତିକ ଅସ୍ଥିରତାକୁ କେନ୍ଦ୍ର କରି ଏଭଳି ଆକ୍ରମଣାତ୍ମକ ଧମକ ପ୍ରଧାନମନ୍ତ୍ରୀଙ୍କୁ ଦିଆଯାଇଥିବା ସୂଚନା ମିଳିଛି। ରାଜନୈତିକ ହଟ୍ଟଗୋଳ ମଧ୍ୟରେ ବିରୋଧୀ ନେପାଳ କଂଗ୍ରେସର ଜଣେ ପ୍ରାଦେଶିକ ଆଇନଜୀବୀ…

ଟିକା ନ ନେଲେ ବ୍ଲକ୍‌ ହୋଇଯିବ ସିମ୍‌ କାର୍ଡ

ନୂଆଦିଲ୍ଲୀ: ଟିକାକରଣକୁ ନେଇ ଏକ ନୂଆ ଉପାୟ ବାହାର କରିଛନ୍ତି ପାକିସ୍ତାନ ପଞ୍ଜାବର ପ୍ରାଦେଶିକ ସରକାର। ରିପୋର୍ଟ ମୁତାବକ ଯେଉଁ ବ୍ୟକ୍ତି ଟିକା ନେବାକୁ ମନା କରିବେ ସେମାନଙ୍କ ସିମ୍ କାର୍ଡକୁ ବ୍ଲକ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ସୂଚନା ଅନୁଯାୟୀ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର…

କିଛି ଲୋକଙ୍କଠାରେ ଟିକା ନେବା ପରେ କାହିଁକି ଦେଖାଯାଏ ପାର୍ଶ୍ୱ ପ୍ରତିକ୍ରିୟା?

ନୂଆଦିଲ୍ଲୀ: କରୋନା ଟିକା ନେବା ପରେ ଅନେକ ଲୋକଙ୍କଠାରେ ଥକ୍କା, ଜ୍ୱର, ମୁଣ୍ଡବିନ୍ଧା, ଶରୀରରେ ଯନ୍ତ୍ରଣା, ବାନ୍ତି ଭଳି ପାର୍ଶ୍ବ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିନ୍ତୁ କିଛି ଲୋକଙ୍କଠାରେ କୌଣସି ପ୍ରତିକ୍ରିୟା ଦେଖାଯାଉ ନଥିବା ମଧ୍ୟ ଜଣାପଡ଼ିଛି। ତେବେ, କାହିଁକି କୋଭିଡ-୧୯ ଟିକା…

ଦୀର୍ଘ ୭୦ ଦିନ ପରେ ଦେଶରେ ଖସିଲା ଦୈନିକ ସଂକ୍ରମଣ, ୮୪ ହଜାର ପଜିଟିଭ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦୀର୍ଘ ୭୦ ଦିନ ପରେ ସଂକ୍ରମଣ ମାମଲା ଖସିଥିବା ନଜର ଆସିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୫୯ ହଜାର ୧୫୫କୁ ବୃଦ୍ଧି ପାଇଛି।…