Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦ୍ୱିତୀୟ ଡୋଜ ଟିକା ନେବା ପରେ ଶରୀରରେ ଉତ୍ପନ ହେଲା ଚୁମ୍ବକୀୟ ଶକ୍ତି; ସହଜରେ ଲାଗି ଯାଉଛି ଷ୍ଟିଲ୍‌ ଓ ଲୁହା ଜିନିଷ

ନାସିକ: କୋଭିଡ୍‌-୧୯ ବିରୁଦ୍ଧରେ ଟିକାକରଣକୁ ‌ସମଗ୍ର ଦେଶରେ ବେଶ୍‌ ଗୁରୁତ୍ବ ଦିଆଯାଉଛି। କୋଭିଡ୍‌ ଟିକା ନେଇଥିବା ଲୋକଙ୍କଠାରେ ଅନେକ ପ୍ରକାରର ପାର୍ଶ୍ବ ପ୍ରତିକ୍ରିୟା ମଧ୍ୟ ଦେଖିବାକୁ ମିଳୁଛି। ଜ୍ୱର, ବାନ୍ତି, ଥଣ୍ଡା, ମୁଣ୍ଡବିନ୍ଧା ଟିକା ନେଲେ ଏମିତି ସବୁ ସାଧାରଣ ପାର୍ଶ୍ବ…

ଟିଏମସି ଫେରିଲେ ମୁକୁଲ ରୟ, ୨୦୧୭ରେ ଛାଡିଥିଲେ

କୋଲକାତା: ବିଜେପି ଛାଡି ପୁଅ ଶୁଭ୍ରାଂଶୁଙ୍କ ସହ ପୂର୍ବ ଦଳ ଟିଏମସି ଫେରିଛନ୍ତି ମୁକୁଲ ରୟ। ଏହି ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ, ଘୋରର ଛେଲେ ଘୋର ଫିରଲୋ। ମୁକୁଲ ଅନ୍ୟମାନଙ୍କ ପରି ଦେଶଦ୍ରୋହୀ ନୁହଁନ୍ତି ବୋଲି ସେ କହିଛନ୍ତି। ଏନେଇ ମୁକୁଲ…

ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ଆଉ ଏକ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ଆଉ ଏକ ସ୍ବତନ୍ତ୍ର ଟ୍ରେନ୍ । ପୁଣି ଏକ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି ରେଳ ମନ୍ତ୍ରଣାଳୟ । ନୂଆ ନିଷ୍ପତ୍ତି ଅନୁସାରେ, ଏଣିକି ଏହି ରୁଟରେ ଚଳାଚଳ କରିବ ସ୍ବତନ୍ତ୍ର ଟ୍ରେନ୍ । ୦୫୬୪୪/୦୫୬୪୩…

ଆମେରିକାର ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର: ଆମେରିକାର ମିନ୍ନେସୋଟାରେ ଶ୍ରୀ ଗୁଣ୍ଡିଚା ମନ୍ଦିରର ଶୁଭ ଉଦଘାଟନ । ହିନ୍ଦୁ ମନ୍ଦିର ପରିସରରେ ନବ ନିର୍ମିତ ଶ୍ରୀଗୁଣ୍ଡିଚା ମନ୍ଦିରର ଶୁଭ ଉଦଘାଟନ ସମାରୋହ ଅନୁଷ୍ଠିତ ହେବ । ଆମେରିକୀୟ ସମୟ ସକାଳ ୧୧.୩୦ ମିନିଟରେ ସିନେଟର ଆମି କ୍ଲୋବୁଚର୍ ଏବଂ ମାପଲଗ୍ରୋଭର ମେୟର ମାର୍କ…

ହୋମ ଡେଲିଭରି ଏଜେଣ୍ଟଙ୍କୁ ଟିକାକରଣ

ଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମଣ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏ ସ୍ଥିତିରେ ବର୍ତ୍ତମାନ ସମସ୍ତ ଟିକା କରଣ ଉପରେ ଧ୍ୟାନ ଦିଆଯାଉଛି । ଏହି ପର୍ଯ୍ୟାୟରେ ଦିଲ୍ଲୀ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ଅନଲାଇନ୍ ସପିଂ କମ୍ପାନୀ ସହିତ ଜଡିତ ହୋମ ଡେଲିଭରି…

କରୋନା ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଚାର ଅଭିଯୋଗରେ ଫିଲ୍ମ ନିର୍ମାତାଙ୍କ ନାଁରେ ମାମଲା ରୁଜୁ

କୋଚି: କରୋନା ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଚାର କରି ଅଡୁଆରେ ଫିଲ୍ମ ନିର୍ମାତା ଆୟେଶା ସୁଲତାନା। ଟିଭି ବିତର୍କ ସମୟରେ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନା ସମ୍ପର୍କରେ ମିଥ୍ୟା ଖବର ପ୍ରସାର କରିଥିବା ଅଭିଯୋଗରେ ତାଙ୍କ ନାଁରେ ଏଫ୍‌ଆଇଆର ଦାଖଲ ହୋଇଛି। ଏହି ଅଭିଯୋଗ ଆଣିଛନ୍ତି ବିଜେପି…

ସ୍ୱର୍ଗତ ବାଲ୍‌ ଠାକରେଙ୍କ ନାମରେ ନାମିତ ହେବ ନାଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର

ମୁମ୍ବାଇ: ନାଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଶିବସେନା ପ୍ରତିଷ୍ଠାତା ସ୍ୱର୍ଗତ ବାଲ୍‌ ଠାକରେଙ୍କ ନାମରେ ନାମିତ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି। ଏହାକୁ ଏକ ସ୍ବତନ୍ତ୍ର ବିମାନ ବନ୍ଦରର ପରିଚୟ ମିଳିବ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ…

ପାଣି ପିଇବା ବେଳେ ହାତୀ ଶୁଣ୍ଢକୁ ମାଡ଼ି ବସିଲା କୁମ୍ଭୀର, ତାପରେ କଣ ହେଲା …

ଓଡ଼ିଶା ସମ୍ବାଦ ବ୍ୟୁରୋ: ମୃତ୍ୟୁ କେତେବେଳେ କେମିତି ଆସିବ କେହି କହି ପାରିବେ ନାହିଁ । କିନ୍ତୁ ଧୈର୍ଯ୍ୟର ସହ ମୁକାବିଲା କଲେ ବେଳେବେଳେ ମୃତ୍ୟୁ ବି ହାର ମାନିଯାଏ । ଏମିତି ଏକ ରୋମାଞ୍ଚକର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ପାଣି ପିଇବା ବେଳେ ହାତୀ ଦଳଙ୍କ ଉପରେ ହଠାତ୍…

ଟିକାକରଣକୁ ନେଇ ବାବା ରାମଦେବଙ୍କ ମନ ପରିବର୍ତ୍ତନ; କହିଲେ ଖୁବ୍‌ ଶୀଘ୍ର ନେବେ ଟିକା

ଡେରାଡୁନ୍‌: କିଛିଦିନ ତଳେ କରୋନା ବିରୋଧରେ ଏଲୋପାଥି ଔଷଧ ପ୍ରୟୋଗକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିଲେ ବାବା ରାମଦେବ। କିନ୍ତୁ ହଠାତ୍‌ ଟିକାକରଣକୁ ନେଇ ବଦଳିଗଲା ଯୋଗ ଗୁରୁ ବାବା ରାମଦେବଙ୍କ ମନ। ସେ ଏବେ ଟିକା ନେବାକୁ ପ୍ରସ୍ତୁତ ଅଛନ୍ତି। ସେ ଖୁବ୍‌ ଶୀଘ୍ର କରୋନା…

୧୨୧ ବର୍ଷ ମଧ୍ୟରେ ଗତ ମେ ମାସରେ ଦ୍ୱିତୀୟ ସର୍ବାଧିକ ବର୍ଷା ରେକର୍ଡ

ନୂଆଦିଲ୍ଲୀ: ୧୨୧ ବର୍ଷ ମଧ୍ୟରେ ଗତ ମେ ମାସରେ ଦ୍ୱିତୀୟ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏକ ମାସିକ ରିପୋର୍ଟ ପ୍ରକାଶ କରିଛି। ମେ ମାସରେ ରେକର୍ଡ ହୋଇଥିବା ସର୍ବନିମ୍ନ ତାପମାତ୍ରା ୧୯୧୭ ମସିହାରେ ୩୨.୬୮ ଡିଗ୍ରୀ ସେଲସିୟସ ଥିଲା। ୨୦୨୧…