Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନା ମୁକାବିଲା; ଭାରତକୁ ୫୦ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇବ ଷ୍ଟାର ଇଣ୍ଡିଆ

ନୂଆଦିଲ୍ଲୀ: କରୋନା ମୁକାବିଲା ନିମନ୍ତେ ଭାରତକୁ ସହାୟତାର ହାତ ବଢାଇଛି ଷ୍ଟାର ଇଣ୍ଡିଆ। ୫୦ କୋଟି ଟଙ୍କା ଆର୍ଥିକ ସହାୟତା ଦେବାକୁ ପ୍ରତିଶୃତି ଦେଇଛି ଷ୍ଟାର ଇଣ୍ଡିଆ। ଏ‌ ନେଇ ଟ୍ୱିଟର ହ୍ୟାଣ୍ଡେଲ ମାଧ୍ୟମରେ ଏହି ଘୋଷଣା କରିଛି ଷ୍ଟାର ଇଣ୍ଡିଆ। ଭାରତକୁ ସମର୍ଥନ ଜଣାଇ ୱାଲ୍ଟ ଡିଜ୍ନି…

[ଭିଡିଓ] ମାନିଲେନି କରୋନା କଟକଣା, ଶୋଭାଯାତ୍ରା ପାଇଁ ୨୩ ଗିରଫ !

ଅହମଦାବାଦ: କରୋନାର ଦ୍ୱିତୀୟ ଲହରିକୁ ହେୟଜ୍ଞାନ । କରୋନା କଟକଣା ଭାଙ୍ଗି ଶତାଧିକ ଲୋକଙ୍କର ବିଶାଳ ଧାର୍ମିକ ଶୋଭାଯାତ୍ରା । ଗତକାଲି ଅହମଦାବାଦର ନବପୁରା ଗାଁରେ ଶତାଧିକ ମହିଳା ଶ୍ରଦ୍ଧାଳୁଙ୍କ ଶୋଭାଯାତ୍ରାର ଭିଡିଓଟି ଭାଇରାଲ୍ ହୋଇଥିଲା । ଯାହା ପରେ ଆକ୍ସନ ମୋଡକୁ ଆସିଥିଲା ସ୍ଥାନୀୟ ପୋଲିସ…

ଖୁବ୍‌ ଶୀଘ୍ର ଆସୁଛି କେବିସି ସିଜିନ ୧୩; ମେ ୧୦ରୁ ପଞ୍ଜୀକରଣ ଆରମ୍ଭ

ମୁମ୍ବାଇ: ଯେଉଁ ସମୟରେ ଦେଶ କରୋନାଭାଇରସ୍ ଦ୍ବିତୀୟ ତରଙ୍ଗ ଦେଇ ଗତି କରୁଛି, ସେହି ସମୟରେ ବିଗ୍‌ ବିଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ରହିଛି। ଏକ ନୂଆ ସିଜିନ ସହ କୌନ ବନେଗା କରୋଡ୍‌ପତି ମଞ୍ଚକୁ ଫେରୁଛନ୍ତି ଅମିତାଭ ବଚ୍ଚନ। ଏ ନେଇ ଅମିତାଭ ନିଜେ ଘୋଷଣା କରିଛନ୍ତି। ଅମିତାଭ…

କରୋନାରୁ ସୁସ୍ଥ ହେବା ପରେ ଡାକ୍ତରଙ୍କୁ ଧରି କାନ୍ଦି ପକାଇଲେ ବୃଦ୍ଧା

କୋଲକାତା: କରୋନାରୁ ସୁସ୍ଥ ହେବା ପରେ ଜଣେ ବୃଦ୍ଧ ମହିଳା ଡାକ୍ତରଙ୍କୁ ଆଲିଙ୍ଗନ କରିବାର ଏକ ସମ୍ପୂର୍ଣ୍ଣ ହୃଦୟସ୍ପର୍ଶୀ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଚିତ୍ରଟି କୋଲକାତାର ମେଡିକାଲ କଲେଜର। କାରଣ ଏହି ପୋଷ୍ଟକୁ ଫେସବୁକ ବ୍ୟବହାରକାରୀ ତନ୍ମୟ ଦେ ସେୟାର କରିଛନ୍ତି।…

ୟୁକେ G7 ସମ୍ମିଳନୀରେ ୨ ଭାରତୀୟ ପ୍ରତିନିଧୀ କୋଭିଡ୍‌ ପଜିଟିଭ

ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ନେତୃତ୍ୱରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ୨ ଭାରତୀୟ ପ୍ରତିନିଧୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଟ୍ୱିଟରରେ ଏହି ଖବରକୁ ନିଶ୍ଚିତ କରି EAM କହିଛନ୍ତି ଯେ ସେ ଭର୍ଚୁଆଲ୍ ମୋଡ୍ ମାଧ୍ୟମରେ ଏହି ସମ୍ମିଳନୀରେ…

[ଭିଡିଓ] କରୋନା ଭୟାବହତାର ଆଉ ଏକ ଉଦାହରଣ…

ଶ୍ରୀକାକୁଲମ୍‌ (ଆନ୍ଧ୍ରପ୍ରଦେଶ): କରୋନାର କରାଘାତରେ ତଳେ ପଡିଥିଲା ବାପା । ସେପଟେ ଝିଅଟି ନିଜ ବାପା ମୁହଁରେ ଟିକେ ପାଣି ଦେବାକୁ ଚାହୁଁଥିଲା । ହେଲେ ଭାଗ୍ୟର ବିଡମ୍ବନା । ଖୋଦ ତଳେ ପଡିଥିବା ବ୍ୟକ୍ତିଙ୍କ ସ୍ତ୍ରୀ ଅର୍ଥାତ ଝିଅଟିର ମାଆ ତା ବାପାକୁ ପାଣି ଦେବାକୁ ମନା କରୁଥିଲା । ହେଲେ…

ୟୁପିରେ ବଢିଲା ଲକ୍‌ଡାଉନ୍‌ ଅବଧି

ଉତ୍ତରପ୍ରଦେଶ: କୋଭିଡ ମାମଲା ବଢିବା ସହ ରାଜ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ଉତ୍ତରପ୍ରଦେଶ ସରକାର ବୁଧବାର ରାଜ୍ୟରେ ଲାଗୁ ହୋଇଥିବା ଆଂଶିକ କର୍ଫ୍ୟୁକୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଗିରଫ ହେଲେ ରେମ୍‌ଡେସେଭିୟର୍ କଳାବଜାରୀ !

ନୂଆଦିଲ୍ଲୀ: ୭୦ ହଜାର ଟଙ୍କାରେ ବିକ୍ରିୟ ହେଉଥିଲା ରେମ୍‌ଡେସେଭିୟର୍ ଇଂଜେକ୍ସନ୍ । କଳାବଜାରୀଙ୍କ ନିକଟରେ ମହଜୁଦ ଥିଲା ଇଂଜେକ୍ସନ ଭାଇଲ୍ । ବହୁ ଖୋଳତାଡ ପରେ ଶେଷରେ ଦିଲ୍ଲୀ ପୋଲିସ ହାତରେ ଧରାପଡିଛନ୍ତି ରେମଡେସେଭିୟର୍ ଇଂଜେକ୍ସନ କଳାବଜାରୀ ଗ୍ୟାଙ୍ଗ । ରେମ୍‌ଡେସେଭିୟର୍ ଇଂଜେକ୍ସନକୁ…

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ବୁଧବାର କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏକ…

ପୁଣି ଉଡିଲା ‘ରାମାୟଣ’ର ରାବଣଙ୍କ ମୃତ୍ୟୁ ଗୁଜବ; ଜାଣନ୍ତୁ କଣ କହିଲେ ଲକ୍ଷ୍ମଣ

ନୂଆଦିଲ୍ଲୀ: ସୋସିଆଲ ମିଡିଆର ଅନେକ ଗୁଜବ ପ୍ରଚାର ହେଉଛି। ଗତକାଲି ରାତିରେ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରିଥିବା ଲୋକପ୍ରିୟ ଅଭିନେତା ଅଭିନେତା ଅରବିନ୍ଦ ତ୍ରିବେଦୀଙ୍କ ମୃତ୍ୟୁ ଖବର ପ୍ରସାରିତ ହୋଇଥିଲା। ଏହାପରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା କଳାକାର ସୁନୀଲ ଲାହିରି ଏହି…