Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

୮ ଏସିଆନ୍ ସିଂହଙ୍କୁ କରୋନା

ହାଇଦ୍ରାବାଦ: ସାରା ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଆଉ ଏକ ଘଟଣା ଚିନ୍ତାର ବିଷୟ ପାଲଟିଛି। ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନର ୮ ଟି ଏସିଆନ୍ ସିଂହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦେଶରେ ପ୍ରଥମଥର ଲାଗି କେହି ପଶୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା…

ଡା. ରଣଦୀପ ଗୁଲେରିଆଙ୍କ ଚେତାବନୀ; ଦେଶ ଦେଖିପାରେ କରୋନାର ତୃତୀୟ ଲହର

ନୂଆଦିଲ୍ଲୀ: ଯଦି ଏହି ଭୂତାଣୁ ଆଗକୁ ବଢିଚାଲେ ଏବଂ ରୋଗ ପ୍ରତିରୋଧକ ଶକ୍ତି ଏହାକୁ ନରୋକିପା‌ରେ ତେବେ ଦେଶ କରୋନାର ତୃତୀୟ ଲହର ଦେଖିବାର ସମ୍ଭାବନା ରହିଛି ବୋଲି ଏମ୍‌ସ ର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ ମଙ୍ଗଳବାର ଚେତାବନୀ ଦେଇଛନ୍ତି। ଏମ୍‌ସର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ…

କରୋନା ପଜିଟିଭ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରକାଶ ପାଦୁକୋନ

ବେଙ୍ଗାଲୁରୁ: କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନ ମଙ୍ଗଳବାର ଦିନ ବେଙ୍ଗାଲୁରୁର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ “ପ୍ରାୟ ୧୦ ଦିନ ପୂର୍ବରୁ ପ୍ରକାଶ, ତାଙ୍କ ପତ୍ନୀ ଏବଂ ଦ୍ୱିତୀୟ ଝିଅ କରୋନାର ଲକ୍ଷଣ…

ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରୁଥିବା ୩୦ ହଜାର ଶ୍ରମିକଙ୍କୁ ଟିକାକରଣର ସୁବିଧା ଯୋଗାଇବ ୟଶ ରାଜ ଫିଲ୍ମସ

ନୂଆଦିଲ୍ଲୀ: କରୋନା ଭୂତାଣୁ ଅନେକ ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ମଧ୍ୟ କ୍ଷତି ପହଞ୍ଚାଇଛି। କରୋନା ଯୋଗୁ ଦେଶର ଅନେକ ସ୍ଥାନରେ ଲକଡାଉନ୍ ଏବଂ କର୍ଫ୍ୟୁ ଭଳି ପରିସ୍ଥିତି ମଧ୍ୟ ସୃଷ୍ଟି କରିଛି। ଏହି କାରଣରୁ, କ୍ଷୁଦ୍ର ଶ୍ରମିକ ଏବଂ ଗରିବ ଲୋକଙ୍କୁ ଆର୍ଥିକ ସଙ୍କଟ ଦେଇ ଗତି କରିବାକୁ ପଡୁଛି।…

ସସ୍‌ପେଣ୍ଡ ହେଲା କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ

ମୁମ୍ବାଇ: ମାଇକ୍ରୋ ବ୍ଲଗିଂ ସାଇଟର ନିୟମ ବିରୁଦ୍ଧରେ କିଛି ଟେକ୍ସଟ ପୋଷ୍ଟ କରିବା ପରେ କଙ୍ଗନା ରାନାୱତଙ୍କ ଟ୍ୱିଟର ଆକାଉଣ୍ଟକୁ ସ୍ଥାୟୀ ଭାବେ ସସ୍‌ପେଣ୍ଡ୍‌ କରାଯାଇଛି। ନିକଟରେ କଙ୍ଗନା ଟୁଇଟ୍ କରି ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଘଟିଥିବା ହିଂସା ଉପରେ ମନ୍ତବ୍ୟ…

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ସହାୟତାର ହାତ ବଢାଇଲେ ସେଫ୍‌ ସଞ୍ଜୀବ କପୁର

ମୁମ୍ବାଇ: ଲୋକପ୍ରିୟ ସେଫ୍‌ ସଞ୍ଜୀବ କପୁର ମଧ୍ୟ କୋଭିଡ୍‌ ଯୋଦ୍ଧାମାନଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଏ ନେଇ ସେ ସୋସିଆଲ୍‌ ମିଡିଆରେ ସୂଚନା ପ୍ରଦାନ କରିଛନ୍ତି। “ଆମେ ଖୁବ ଶୀଘ୍ର ଅହମ୍ମଦାବାଦକୁ ବିସ୍ତାର କରିବୁ ବୋଲି ସେ କହିଛନ୍ତି। ଆମକୁ ସୁରକ୍ଷିତ ରଖିବା ପାଇଁ…

ମେ’ ୧୫ ଯାଏ ବିହାରରେ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କଲେ ନୀତିଶ

ପାଟଣା: ବିହାରରେ କରୋନାର ବୃଦ୍ଧି ପାଉଥିବା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଲକଡାଉନ୍ ଘୋଷଣା କରିଛନ୍ତି । ମେ’ ୧୫ ଯାଏ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ନୀତିଶ ଟ୍ୱିଟ୍ କରି ଲେଖିଛନ୍ତି, ‘ସହଯୋଗୀ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବିହାରରେ ୧୫ ମେ…

ତାମିଲନାଡୁରେ ସାମ୍ବାଦିକଙ୍କୁ ମିଳିଲା କରୋନା ସମ୍ମୁଖ ଯୋଦ୍ଧାର ମାନ୍ୟତା

ଚେନ୍ନାଇ: ତାମିଲନାଡୁର ମନୋନୀତ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମଙ୍ଗଳବାର ଦିନ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଛନ୍ତି। ସାମ୍ବାଦିକମାନେ ବର୍ତ୍ତମାନ କରୋନାଭାଇରସ୍ ପ୍ରତି ପ୍ରାଥମିକ ଟିକାକରଣ ସମେତ ସମସ୍ତ ସୁବିଧା ପାଇବାକୁ ଯୋଗ୍ୟ ହେବେ ବୋଲି ସେ କହିଛନ୍ତି।…

ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୫୭ ହଜାରରୁ ଅଧିକ କରୋନା ସଂକ୍ରମିତ; ୩,୪୪୯ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ବେଗ କମିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ଲକ୍‌ଡାଉନ୍‌ ମଧ୍ୟ ଲାଗୁ କରିସାରିଲେଣି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ୩,୨୦,୨୮୯…

କରୋନାର ବ୍ରାଜିଲ୍ ଭାରିଆଣ୍ଟ ବିରୋଧରେ ପ୍ରଭାବଶାଳୀ ‘କୋଭାକ୍ସିନ୍’

ହାଇଦ୍ରାବାଦ: ଦେଶୀ ଟିକା ‘କୋଭାକ୍ସିନ୍’ କରୋନାର ବ୍ରାଜିଲ୍ ଷ୍ଟ୍ରେନ୍ ଉପରେ ପ୍ରଭାବଶାଳୀ । କରୋନା ଟିକା ‘କୋଭାକ୍ସିନ୍’କୁ ନେଇ ହୋଇଥିବା ନୂଆ ଅଧ୍ୟୟନରୁ ଏହା ଜଣାପଡ଼ିଛି । ପୂର୍ବରୁ କୋଭାକ୍ସିନ୍ ୟୁକେ ଭାରିଆଣ୍ଟ, B.1.1.7 ଏବଂ ମହାରାଷ୍ଟ୍ରର ଡବଲ ମ୍ୟୁଟାଣ୍ଟ କୁହାଯାଉଥିବା B.1.617…