Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭିଶିଲ୍ଡ ଟିକା ନେଇ ଆଦର ପୁନାୱାଲାଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ

ଲକ୍ଷ୍ନୌ: ଲକ୍ଷ୍ନୌର ଜଣେ ବ୍ୟକ୍ତି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଏବଂ ଅନ୍ୟମାନଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଯେ କୋଭିଶିଲ୍ଡ ଡୋଜ ନେବା ସତ୍ତ୍ବେ ବି ତାଙ୍କର ଆଣ୍ଟିବଡି ବିକଶିତ ହୋଇନାହିଁ। ଲକ୍ଷ୍ନୌର ଆଶିଆନା ପୋଲିସ ଷ୍ଟେସନରେ ଆଦର ପୁନାୱାଲାଙ୍କ…

କୋଭିଡ୍‌ ଲକ୍‌ଡାଉନ୍‌ ଯୋଗୁ କମିଛି ଜୀବାଣୁ ଜନିତ ସଂକ୍ରମଣ; ରିପୋର୍ଟ

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭରସିଟିର ଏକ ଅଧ୍ୟୟନରୁ ଜଣାପଡିଛି ଯେ ନିମୋନିଆ, ମେନିଞ୍ଜାଇଟିସ୍ ଏବଂ ସେପସିସ୍ ଭଳି ଜୀବାଣୁ ଜନିତ ରୋଗ କୋଭିଡ-୧୯ କାରଣରୁ ଲଗାଯାଇଥିବା ଲକଡାଉନ୍ ଦ୍ୱାରା ହ୍ରାସ ପାଇଛି। ସଂକ୍ରାମକ ରୋଗ ବିଶେଷଜ୍ଞ ତଥା ଓଟାଗୋ ବିଶ୍ୱବିଦ୍ୟାଳୟର ଖ୍ରୀଷ୍ଟଚର୍ଚର ଡିନ୍…

ଭାରତରୁ ବିମାନ ଚଳାଚଳ ଉପରେ କଟକଣା ବଢାଇଲା ୟୁଏଇ

ଦୁବାଇ: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରବିବାର ଦିନ କରୋନାଭାଇରସ ମହାମାରୀର ମୁକାବିଲା କରିବା ପାଇଁ ଭାରତରୁ ଯାତ୍ରୀ ବିମାନ ଚଳାଚଳକୁ ସ୍ଥଗିତ ରଖିଛି। ଭାରତରେ କରୋନା ମାମଲାରେ ବୃଦ୍ଧି ପାଇବା ପରେ ପ୍ରଥମେ ଏପ୍ରିଲ୍ ୨୫ ରେ ଏହି ପ୍ରତିବନ୍ଧକ ଲାଗୁ କରାଯାଇଥିଲା। ୟୁଏଇର ନିଜ…

ଆଜିଠୁ ଦିଲ୍ଲୀରେ ଆରମ୍ଭ ହେଲା ‘ଅନଲକ୍‌’ ପ୍ରକ୍ରିୟା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କ୍ରମାଗତ ଭାବେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଯେଉଁଥିପାଇଁ ସୋମବାର ଠାରୁ ଦିଲ୍ଲୀରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସମ୍ପୂର୍ଣ୍ଣ ଲକଡାଉନ୍ ପ୍ରକ୍ରିୟାକୁ ଆଂଶିକ ଭାବେ କୋହଳ କରାଯାଇଛି। ନିର୍ମାଣ କ୍ଷେତ୍ର ଏବଂ କାରଖାନାଗୁଡ଼ିକରେ…

ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ ଆଜି ଦିଲ୍ଲୀ ଯିବେନି !

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରଣାଳୟ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟଙ୍କୁ ଆଜି ଦିଲ୍ଲୀ ଆସିବାକୁ କୁହାଯାଇଥିଲା । ମାତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୈଠକରେ ବାତ୍ୟା ୟାସ ଓ କରୋନା ସମ୍ପର୍କରେ ଆଲୋଚନା ହେବାକୁ ଥିବାରୁ ଯାଇପାରିବେନି ବୋଲି ଜଣାପଡିଛି ।…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୫୨ହଜାର କରୋନା ପଜିଟିଭ୍, ୫୦ ଦିନରେ ସବୁଠୁ କମ୍ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନାର ସେକେଣ୍ଡ ଓ୍ୱେଭ୍ ପିକ୍ ସରିଛି । ପ୍ରଦିନି କମୁଛି ସଂକ୍ରମିତଙ୍କ ସଂଖ୍ୟା । ଏବେ ୨ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୫୨ହଜାର ୭୩୪ ନୂଆ ଆକ୍ରାନ୍ତ । ଗତ ସପ୍ତାହେ ଭିତରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…

ୟୁକ୍ରେନରୁ ଭାରତ ଆସିଲା ୧୮୪ ଅକ୍ସିଜେନ କନସେଣ୍ଟ୍ରେଟର

ନୂଆଦିଲ୍ଲୀ: ଭାରତରେ କରୋନା ସକ୍ରମଣର ଦ୍ବିତୀୟ ପ୍ରବାହ ଜାରି ରହିଥିବା ବେଳେ ବିଦେଶରୁ ମଧ୍ୟ ସହାୟତା ଆସୁଛି। ଭାରତର ବନ୍ଧୁତ୍ବପୂର୍ଣ୍ଣ ମନୋଭାବ ଯୋଗୁଁ ଏହି ସଙ୍କଟ ସମୟରେ ଅନେକ ଦେଶ ଭାରତକୁ ମେଡିସିନ ଓ ଅକ୍ସିଜେନ କନସେଣ୍ଟ୍ରେଟର ପଠାଉଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ କରି ୧୮୪…

ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହେଲେ ମିଲ୍ଖା ସିଂ

ଚଣ୍ଡିଗଡ଼: ଲିଜେଣ୍ଡାରୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍ଖା ସିଂ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ କିଛି ଦିନ ହେବ ସେ କରୋନା ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ। ପରିବାରର ଅନୁରୋଧ କ୍ରମେ ୯୧ ବର୍ଷୀୟ ମିଲ୍ଖାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ମହାରାଷ୍ଟ୍ର ସଚିବାଳୟରେ ବୋମା ଥିବା ନେଇ ଫୋନ କଲ, ତନ୍ନ ତନ୍ନ କରି ଖୋଜୁଛନ୍ତି ସୁରକ୍ଷାବଳ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ବୋମା ଖଂଜା ଯାଇଥିବା ନେଇ ଫୋନ କଲ ଆସିବା ପରେ ଏଠାରେ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । ବୋମା ଚିହ୍ନଟ ଏବଂ ନିଷ୍କ୍ରିୟକାରୀ ଟିମ୍ ସଚିବାଳୟ ଓ ଏହାର ଆଖ ପାଖ ଅଂଚଳକୁ ତନ୍ନ ତନ୍ନ କରି ଖୋଜୁଛନ୍ତି । କଲ କେଉଁଠାରୁ ଆସିଥିଲା ତାହାର ମଧ୍ୟ ତଦନ୍ତ…