Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୧୩୪୧ ଛୁଇଁଲା

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୩୪ ହଜାର ୬୯୨ ଜଣ। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୧୩୪୧ କରୋନା…

ଗର୍ଭବତୀ ମହିଳା ନେଇପାରିବେ ଫାଇଜର୍‌ କିମ୍ବା ମଡର୍ନା ଟିକା

ନୂଆଦିଲ୍ଲୀ: ବ୍ରିଟେନରେ ଗର୍ଭବତୀ ମହିଳାମାନେ ଫାଇଜର୍‌ କିମ୍ବା ମଡର୍ନା ଟିକା ନେବା ଉଚିତ ବୋଲି ବ୍ରିଟିଶ ବିଶେଷଜ୍ଞ ମତ ଦେଇଛନ୍ତି। (JCVI) କହିଛି ଯେ ଆମେରିକାରେ ପ୍ରାୟ ୯୦,୦୦୦ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯାଇଛି। ଏଥିରେ କୁହାଯାଇଛି ଯେ ଏହି ତଥ୍ୟକୁ ଆଧାର କରି ଜେସିଭିଆଇ…

ସନ୍ଥଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ, କରୋନା ସଂକ୍ରମଣ ଲାଗି ପ୍ରତୀକାତ୍ମକ ହେଉ କୁମ୍ଭମେଳା

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ହରିଦ୍ୱାରରେ ଚାଲିଥିବା କୁମ୍ଭମେଳାରେ ଶତାଧିକ ସାଧୁସନ୍ଥ ଓ ଶ୍ରଦ୍ଧାଳୁ କରୋନା ସଂକ୍ରମିତ ହୋଇଥିବା ଖବର ପରେ ପ୍ରଶାସନ ଚିନ୍ତାରେ ପଡ଼ିଛି । କେତେକ ଆଖଡ଼ା କୁମ୍ଭରୁ ଫେରି ଯାଇଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ଚିନ୍ତାବ୍ୟକ୍ତ କରିବା ସହ ଆଚାର୍ଯ୍ୟ…

ପଶ୍ଚିମବଙ୍ଗରେ ପଞ୍ଚମ ପର୍ଯ୍ୟାୟ ଭୋଟ୍, ୪୫ ଆସନ ପାଇଁ ଚାଲିଛି ଭୋଟିଂ

କୋଲକାତା: କରୋନା ସଂକଟ ମଧ୍ୟରେ ପଶ୍ଚିମବଙ୍ଗରେ ଚାଲିଛି ମତଦାନ । ପଞ୍ଚମ ପର୍ଯ୍ୟାୟରେ ଆଜି ୪୫ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ବୁଥର ୨୦୦ ମିଟର ପରିଧିରେ ଲାଗୁ ହୋଇଛି ୧୪୪ ଧାରା । ୪୫ ଆସନରେ ୩୪୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା…

ଭାରତ ଫେରିବ ପଳାତକ ନୀରବ ମୋଦି !

ନୂଆଦିଲ୍ଲୀ : ଭାରତ ଫେରିବ ବହୁ ଚର୍ଚ୍ଚିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଋଣ ଜାଲିଆତିର ମୁଖ୍ୟ ଅଭିଯୁକ୍ତ ନୀରବ ମୋଦି । ନୀରବ ମୋଦିଙ୍କ ଭାରତ ପ୍ରତ୍ୟର୍ପଣ ମଞ୍ଜୁରୀ ଦେଇଛନ୍ତି ବ୍ରିଟେନ୍ ଗୃହ ମନ୍ତ୍ରଣାଳୟ । ଭାରତରେ ଋଣ ଜାଲିଆତି କରିଥିବା ନୀରବ ମୋଦି ଏବେ ବ୍ରିଟେନରେ ଅଛନ୍ତି ।…

କରୋନା ପାଇଁ କଠୋର ହେଲେ ନିର୍ବାଚନ କମିଶନ, ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଭୟଙ୍କର ରୂପ ନେଉଛି ମହାମାରୀ କରୋନା । ବଢୁଥିବା ଆକ୍ରାନ୍ତ ସଂଖ୍ୟାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ । ରାଜନୀତିକ ଦଳ ଗୁଡ଼ିକ ସନ୍ଧ୍ୟା ୭ଟାରୁ ସକାଳ ୧୦ଟା ମଧ୍ୟରେ କୌଣସି ପ୍ରକାରର ରାଲି କରିପାରିବେ ନାହିଁ ବୋଲି କମିଶନ…

ହାଓଡ଼ାରୁ ମହୀଶୂର ଓ ଭାସ୍କୋ-ଡ଼ା-ଗାମା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା, ଜାଣନ୍ତୁ କେଉଁ ସମୟରେ ଚାଲିବ ଟ୍ରେନ୍ …

ନୂଆଦିଲ୍ଲୀ:ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଅଧିକ ଦୁଇଟି ବିଶେଷ ଟ୍ରେନ୍ ଚଳାଚଳ କରିବ । ପୂର୍ବତଟ ରେଳପଥ ମଧ୍ୟଦେଇ ହାଓଡ଼ା ଠାରୁ ମହୀଶୂର ଓ ଭାସ୍କୋ-ଡ଼ା-ଗାମା ମଧ୍ୟରେ ଦୁଇଯୋଡ଼ା ବିଶେଷ ଟ୍ରେନ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।…

କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ । ଏନେଇ ନିଜେ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି,  ମୋର ଆଜି କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସମ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି…

ଛତିଶଗଡ ସୁକୁମାରେ ପୁଣି ମାଓ ହିଂସା, ଜଣେ ଶ୍ରମିକଙ୍କୁ ତୀର ମାରି ହତ୍ୟା, ପୋଡିଦେଲେ ଦୁଇଟି ଗାଡ଼ି 

ସୁକୁମା: ଛତିଶଗଡ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା । ଠିକା କମ୍ପାନୀର ଦୁଇଟି ଗାଡିକୁ ନିଆଁ ଲଗାଇ ପୋଡିବା ସହ ରାସ୍ତା କାମରେ ନିୟୋଜିତ ହୋଇଥିବା ଜଣେ ଶ୍ରମିକଙ୍କୁ ତୀର ମାରି ହତ୍ୟା କରିଛନ୍ତି ମାଓବାଦୀ । ଉନ୍ନୟନମୂଳକ କାମକୁ ବିରୋଧ କରି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ସୂଚନା…

ନଦୀରୁ ମିଳିଲା ହଜିଯାଇଥିବା ୱେଡିଙ୍ଗ୍‌ ରିଙ୍ଗ୍‌; ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଆପଣଙ୍କ ର ଏକ ଗୁରୁତ୍ୱପୂର୍ଣ୍ଣ ଜିନିଷଟେ ହଜିଗଲେ ଆପଣଙ୍କୁ ଲାଗେ ଯେପରି ସବୁକିଛି ହଜିଯାଇଛି। ତେବେ କାଲିଫର୍ଣ୍ଣିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଆଦାମ ପାପିନି ନାମକ ଜଣେ ବ୍ୟକ୍ତିଙ୍କ ସହ ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବ୍ୟକ୍ତି ଜଣଙ୍କ…