Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନାରୁ ମୁକ୍ତ ହେଲେ ଅକ୍ଷୟ କୁମାର, ରିପୋର୍ଟ ଆସିଲା ନେଗେଟିଭ୍, ଡିସ୍ଚାର୍ଜ ହୋଇ ଫେରିଲେ ଘରକୁ

ମୁମ୍ବାଇ : ସୁସ୍ଥ ଅଛନ୍ତି ବଲିଉଡ ଅଭିନେତା ଅକ୍ଷୟ କୁମାର । ତାଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଛି । ସୁସ୍ଥ ହେବା ପରେ ଆଜି ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ସେ ଘରକୁ ଫେରିଛନ୍ତି । ଏନେଇ ଅକ୍ଷୟଙ୍କ ପତ୍ନୀ ଟ୍ୱିଙ୍କଲ ଖାନ୍ନା ସୂଚନା ଦେଇଛନ୍ତି । ଟ୍ବିଙ୍କଲ ଇନଷ୍ଟାରେ ଏକ ପୋଷ୍ଟ ସେୟାର…

ଟିଏମ୍‌ସି‌ ପରେ ଏବେ ବିଜେପି ପାଇଁ ପ୍ରଚାର କରୁଛନ୍ତି ମହିମା

ନୂଆଦିଲ୍ଲୀ: ବିଜେପି ପଚାର ମଇଦାନରେ ବଲିଉଡ୍‌ ଅଭିନେତ୍ରୀ ମହିମା ଚୌଧୁରୀ। ମହିମା ଚୌଧୁରୀ ସୋମବାର ଦିନ ପଶ୍ଚିମବଙ୍ଗର ଲେକ୍‌ ଟାଉନ୍ ଅଞ୍ଚଳରେ ଭାରତୀୟ ଜନତା ପାର୍ଟି (ବିଜେପି) କୁ ଭୋଟ୍ ଦେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି। ତେବେ କୌତୁହଳର ବିଷୟ ହେଉଛି ଯେ ମହିମା ଚୌଧୁରୀ ଗତ…

ଆଣ୍ଟି-କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମର ବ୍ରାଣ୍ଡ ଆମ୍ବାସଡର ହେଲେ ସୋନୁ ସୁଦ, ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା 

ଚଣ୍ଡିଗଡ଼: ପଞ୍ଜାବର ଆଣ୍ଟି-କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମ ପାଇଁ ବ୍ରାଣ୍ଡ ଆମ୍ବାସଡର ହୋଇଛନ୍ତି ଅଭିନେତା ସୋନୁ ସୁଦ । ଗତବର୍ଷ କରୋନାର ଭୟଙ୍କର ସ୍ଥିତି ନେଇ ଜାରି ହୋଇଥିବା ଲକଡାଉନ୍ ସମୟରେ ପ୍ରବାସୀଙ୍କୁ ନିଜ ଘରକୁ ପଠାଇବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଆଉ…

ଜାଣନ୍ତୁ ନାଇଟ୍‌ ୱାଚ୍‌ମ୍ୟାନ୍‌ରୁ ଆଇଆଇଏମ୍‌ ପ୍ରଫେସର ହୋଇଥିବା ଏହି ନିଆରା ବ୍ୟକ୍ତିତ୍ୱଙ୍କ ସମ୍ପର୍କରେ…

ନୂଆଦିଲ୍ଲୀ: ୨୮ ବର୍ଷିୟ ରଣଜିତ ରାମଚନ୍ଦ୍ରନଙ୍କ ଯାତ୍ରା ଅନେକଙ୍କ ପାଇଁ ଆଜି ପ୍ରେରଣା ହୋଇପାରିଛି। ଅନେକଙ୍କ ଲୋକଙ୍କ ଜୀବନରେ ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ପ୍ରେରଣା ଦେଇପାରିଛନ୍ତି ରଣଜିତ। ଜଣେ ରାତ୍ରି ଜଗୁଆଳୀରୁ ରାଞ୍ଚିରେ ଆଇଆଇଏମ୍ ରେ ସହକାରୀ ପ୍ରଫେସର ଭାବରେ ନିଜ…

ସର୍ବାଧିକ କରୋନା ପ୍ରଭାବିତ ଦେଶ ତାଲିକାରେ ଦ୍ୱିତୀୟରେ ରହିଛି ଭାରତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧,୬୮,୯୧୨ ନୂତନ ସଂକ୍ରମଣ ମାମଲା ଆସିବା‌ ପରେ ଭାରତ ବିଶ୍ବରେ ଦ୍ୱିତୀୟ ସର୍ବାଧିକ କରୋନା ପ୍ରଭାବିତ ଦେଶ ହୋଇଛି। ତଥ୍ୟ ଅନୁଯାୟୀ ବ୍ରାଜିଲର ୧୩.୪୫ ନିୟୁତ ମାମଲାକୁ ଅତିକ୍ରମ କରି ଭାରତର ସମୁଦାୟ ୧୩.୫୩ ମିଲିୟନରେ ପହଞ୍ଚିଛି। ୩୧.୨ ନିୟୁତ ମାମଲା…

ପୁଣି ହସ୍ପିଟାଲରେ ଆଡମିଟ ହେଲେ ଏନସିପି ସୁପ୍ରିମୋ, ଆଜି ଶରଦ ପାଓ୍ୱାରଙ୍କ ହେବ ଅପରେସନ

ମୁମ୍ୱାଇ: ଏନସିପି ମୁଖ୍ୟ ଶରଦ ପାଓ୍ୱାର ପୁଣିଥରେ ହସ୍ପିଟାଲରେ ଆଡମିଟ ହୋଇଛନ୍ତି । ଗତକାଲି ତାଙ୍କୁ ମୁମ୍ୱାଇ ସ୍ଥିତ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ତାଙ୍କ ଗଲ୍ଫ ବ୍ଲାଡରରେ  ଅପରେସନ ହେବ ବୋଲି ଜଣାପଡିଛି । ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ପାଓ୍ୱାର…

ଅକ୍ଟୋବର ସୁଦ୍ଧା ଭାରତକୁ ମିଳିପାରେ ଆଉ ପାଞ୍ଚ କରୋନା ଟିକା

ନୂଆଦିଲ୍ଲୀ: ଅଧିକରୁ ଅଧିକ ରାଜ୍ୟରେ କରୋନା ଟିକା ଡୋଜର ଅଭାବ ଦେଖାଉଥିବାରୁ କେନ୍ଦ୍ର ସରକାର ଟିକା ଉତ୍ପାଦନକୁ ବହୁଗୁଣିତ କରିବାକୁ ଦାବି କରିଛନ୍ତି। ସରକାରୀ ସୂତ୍ର ମୁତାବିକ ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ଭାରତକୁ ଆଉ ପାଞ୍ଚ କରୋନା ଟିକା ମିଳିବାର ସମ୍ଭାବନା ରହିଛି। ଭାରତ…

ରାଜସ୍ଥାନର ବାରାନରେ ସାମ୍ପ୍ରଦାୟିକ ହିଂସା; କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ସ୍ଥଗିତ

ରାଜସ୍ଥାନ: ରବିବାର ଦିନ ରାଜସ୍ଥାନର ବାରନ ଜିଲ୍ଲାର ଛାବ୍ରା ସହରରେ ସାମ୍ପ୍ରଦାୟିକ ହିଂସା ଆରମ୍ଭ ହେବାପରେ ଗାଡି ଓ ଦୋକାନବଜାରରେ ମାଓବାଦୀମାନେ ଭଙ୍ଗାରୁଜା କରିଥିଲେ। ହିଂସାକୁ ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ଅଞ୍ଚଳରେ କର୍ଫ୍ୟୁ ଲଗାଇବା ସହ ଇଣ୍ଟରନେଟ୍ ସେବାକୁ ସ୍ଥଗିତ ରଖିଥିଲେ।…

ମହାରାଷ୍ଟ୍ରରେ ହୋଇପାରେ ଆଉ ଏକ ଲକ୍‌ଡାଉନ୍‌

ମୁମ୍ବାଇ: ମହାରାଷ୍ଟ୍ରରେ ଆଉ ଏକ ଲକ୍‌ଡାଉନ୍‌ ନେଇ ଏପ୍ରିଲ ୧୪ ପରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ରବିବାର କହିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋଭିଡ୍‌ ଟାସ୍କଫୋର୍ସର ଏକ ଭର୍ଚୁଆଲ୍ ବୈଠକ ପରେ ‌ମନ୍ତ୍ରୀ…

ସେୟାର ମାର୍କେଟରେ କରୋନା କାୟା: ଖସିଲା ସେନସେକ୍ସ ଓ ନିଫଟି

ନୂଆଦିଲ୍ଲୀ: ଦେଶରେ ଲଗାତାର ବଢୁଛି କରୋନା ସଂକ୍ରମଣ । ଏହାର ଜବରଦସ୍ତ ପ୍ରଭାବ ପଡ଼ିଛି ସେୟାର ମାର୍କେଟ ଉପରେ । ଆଜି କାରବାର ଆରମ୍ଭରୁ ଖସିଲା ସେନସେକ୍ସ ଓ ନିଫଟି । ବମ୍ୱେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ସୂଚକାଙ୍କରେ ୧,୪୭୯ ପଏଣ୍ଟ ଅର୍ଥାତ ୨.୯୮ ପ୍ରତିଶତ ହ୍ରାସ ପାଇଛି । କାରବାର ଆରମ୍ଭରେ…