Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଉତ୍ତର ପ୍ରଦେଶର ଏହି ସବୁ ସ୍ଥାନରେ ବଢିଲା ନାଇଟ୍‌‌ କର୍ଫ୍ୟୁର ଅବଧି

ଉତ୍ତରପ୍ରଦେଶ: ଯୋଗୀ ଆଦିତ୍ୟନାଥ ସରକାର ଉତ୍ତରପ୍ରଦେଶ ଜିଲ୍ଲାରେ ୫୦୦ ରୁ ଅଧିକ ସକ୍ରିୟ କୋଭିଡ ମାମଲା ସହ ରାତ୍ରି କର୍ଫ୍ୟୁ ଘୋଷଣା କରିଛନ୍ତି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ କୋଚିଂ ସେଣ୍ଟର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ…

କେନ୍ଦ୍ର ସରକାର ସବୁ ବୟସ ବର୍ଗଙ୍କ ନିମନ୍ତେ ଟିକାକରଣ ଉନ୍ମୁକ୍ତ କରିଦେବା ଉଚିତ: ମୁଖ୍ୟମନ୍ତ୍ରୀ କେଜ୍ରିଓ୍ଵାଲ୍‌ 

ନୂଆଦିଲ୍ଲୀ: ଟିକାକରଣ ଉପରୁ ବୟସ କଟକଣା ହଟାଯାଉ । କେନ୍ଦ୍ରକୁ ଅରବିନ୍ଦ କେଜ୍ରିଓ୍ଵାଲ୍‌ଙ୍କ ନିବେଦନ । ଦିଲ୍ଲୀରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢିବା କାରଣରୁ ଟିକାକରଣ ଉପରୁ ବୟସ କଟକଣା ହଟାଇ ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ୍‌ କେନ୍ଦ୍ର ସରକାରଙ୍କୁ ନିବେଦନ…

୩୦ଟି ଏପିସୋଡ୍‌ ଦେଖିଲେ ମିଳିବ ନଗଦ ୧୦୦୦ ଡଲାର୍‌

ନୂଆଦିଲ୍ଲୀ: ଆପଣ ଜାଣନ୍ତି ଗୋଟିଏ ମାସରେ ୩୦ଟି ଏପିସୋଡ୍ ଦେଖିଲେ ମିଳିବ ୧୦୦୦ ଡଲାର୍‌। ଏହା ଶୁଣି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚିତ କିନ୍ତୁ ଏହା ଏକ୍‌ଦମ ସତ। ଏକ ହୋମ ୱାରେଣ୍ଟି ରିଭ୍ୟୁ ୱେବସାଇଟ୍ ଏହି ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି। ଏକ ମାସରେ ଅତି କମରେ ୩୦ ଟି ଏପିସୋଡ୍…

୨୫ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌; ୧୨ ମୃତ ୪୩ ଆହତ

ଇଟାୱା: ଉତ୍ତରପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା। ଶନିବାର ଉତ୍ତରପ୍ରଦେଶର ଇଟାୱା ଜିଲ୍ଲାର ଉଦି କ୍ରସିଂ ନିକଟ ଚକର୍‌ନଗର ରାସ୍ତାରେ ୨୫ ଫୁଟ ତଳକୁ ଖସିପଡିଛି ଡିସିଏମ ଟ୍ରକ। ଏହି ଦୁର୍ଘଟଣାରେ ଅତି କମରେ ୧୨ ଜଣ ପ୍ରାଣ ହରାଇଥିବା ବେଳେ ୪୩ ଜଣ ଆହତ ହୋଇଛନ୍ତି। ଏସଏସପି ବ୍ରିଜେଶ କୁମାର…

ଦିନକରେ ଦେଶରେ ଲକ୍ଷେ ୫୨ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୮୩୯ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୫୨ ହଜାର ୮୭୯ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ ହଜାର ୮୦୫କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ଚିକିତ୍ସାଧୀନ…

ମହାରାଷ୍ଟ୍ରରେ ଲାଗିବ ଲକଡାଉନ୍ ? ଆଜି ଟାକ୍ସଫୋର୍ସ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ମୁମ୍ୱାଇ: ମହାରାଷ୍ଟ୍ରରେ ସଂକ୍ରମଣ ମହାରୂପ ଧାରଣ କରିଛି । ଦୈନିକ ୫୦ ହଜାରରୁ ଅଧିକ ସଂକ୍ରମିତ ହେଉଛନ୍ତି । ନିୟନ୍ତ୍ରଣ ବାହାରକୁ ଯାଉଛି ସ୍ଥିତି । ରାଜ୍ୟରେ ଲକଡାଉନ୍ ଲାଗୁ ହେବ କି ? ଏସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ଆଜି…

ସୋପିଆନରେ ପୁଣି ଏନକାଉଣ୍ଟର, ଟଳିଲେ ୨ ଆତଙ୍କୀ

ସୋପିଆନ୍: ଜମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର । ସୋପିଆନରେ ଆତଙ୍କାବୀଦ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିପେ ନିହତ ହୋଇଛନ୍ତି ଦୁଇ ଜଣ ଆତଙ୍କବାଦୀ । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳି ପାରି ନାହିଁ । ତେବେ ସେମାନେ ଅଲ୍-ବଦ୍ରି ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣା…

ଆଜିଠାରୁ ଦେଶବ୍ୟାପୀ ୫ଦିନିଆ ଟିକା ଉତ୍ସବ, ଅଧିକରୁ ଅଧିକ ଟିକାକରଣ ଲକ୍ଷ୍ୟ

ନୂଆଦିଲ୍ଲୀ: ଆଜିଠାରୁ ଦେଶବ୍ୟାପୀ ଆରମ୍ଭ ହେଉଛି ପାଞ୍ଚ ଦିନିଆ ଟିକା ଉତ୍ସବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଆସନ୍ତା ୧୪ ତାରିଖ ଯାଏ ଚାଲିବ । ଦେଶର ସବୁ ରାଜ୍ୟରେ ଏହି ଟିକା ଉତ୍ସବ ପାଳନ ନେଇ ବ୍ୟାପକ ପ୍ରସ୍ତୁତି ହୋଇଛି । ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରିବା ଏହି…

ଭାରତ-ଚୀନ ୧୧ତମ କମାଣ୍ଡରସ୍ତରୀୟ ବୈଠକ: ସୈନ୍ୟ ଅପସାରଣ କରିବାକୁ ଡ୍ରାଗନ ମନା କଲା

ନୂଆଦିଲ୍ଲୀ: ଭାରତ-ଚୀନ ୧୧ତମ କମାଣ୍ଡରସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଡ୍ରାଗନର ଏକଚାଟିଆ ନୀତି ଯୋଗୁ ବୈଠକ ବିଶେଷ ଫଳପ୍ରଦ ହୋଇ ନ ଥିଲା । ପୂର୍ବ ଲଦାଖର ଗୋଗ୍ରା ଏବଂ ହଟ ସ୍ପ୍ରିଙ୍ଗସ ସଂଘର୍ଷ ସ୍ଥାନରୁ ସୈନ୍ୟ ହଟାଇବା ପାଇଁ ଚୀନ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଥିଲା । ଲଦାଖର…

‘ମହାଭାରତ’ ଆକ୍ଟର ସତୀଶ କୌଲଙ୍କ ପରଲୋକ

ନୂଆଦିଲ୍ଲୀ: ଆରପାରିରେ ଭେଟେରାନ୍ ଅଭିନେତା ସତୀଶ କୌଲ। ସେ ପ୍ରାୟ ୩୦୦ ପଞ୍ଜାବୀ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଲୋକପ୍ରିୟ ଟିଭି ଶୋ ମହାଭାରତରେ ପ୍ରଭୁ ଇନ୍ଦ୍ରଙ୍କ ଭୂମିକାରେ ଅଭିନୟ କରି ସେ ପ୍ରସିଦ୍ଧିତା ଲାଭ କିଥିଲେ। ଶନିବାର ଦିନ ଲୁଧିଆନାରେ ୭୪ ବର୍ଷ ବୟସରେ…