Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆରଏସଏସ୍ ମୁଖ୍ୟ ମୋହନ ଭଗବତଙ୍କୁ କରୋନା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ରାଷ୍ଟ୍ରିୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭଗବତ ଶୁକ୍ରବାର ଦିନ କୋଭିଡ -୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ନାଗପୁରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଷ୍ଟ୍ରିୟ ସ୍ବୟ ସେବକ ସଂଘର ମୁଖ୍ୟ ମୋହନଜୀ ଭଗବତ ଜୀ କରୋନା…

ଚିନ୍ତା ବଢ଼ାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୧ ଲକ୍ଷ ୪୫ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ସର୍ବାଧିକ…

କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ: ମହାରାଷ୍ଟ୍ରର ନାଗପୁର ସହରର ୱେଲଟ୍ରିଟ୍ କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ କିଛି ଜଣ ଆହତ ହୋଇଛନ୍ତି । ଏହାକୁ ନେଇ ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ; ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଚତୁର୍ଥ ମତଦାନ ସକାଳ ୭ଟାରୁ ଚାଲିଛି । ୫ ଜିଲ୍ଲାର ୪୪ଟି ଆସନ ପାଇଁ ହେଉଛି ଭୋଟ୍ ଗ୍ରହଣ । ମୈଦାନରେ ୩୭୩ ଜଣ ପ୍ରାର୍ଥୀ ନିଜ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି । ଚତୁର୍ଥ ପର୍ଯ୍ୟାୟରେ ହାଇପ୍ରୋଫାଇଲ୍ ମୁକାବିଲାରେ ବିଜେପିର ୨ ସାଂସଦ, ବିଧାୟକ…

କମେଡି କିଙ୍ଗ କପିଲ ଶର୍ମାଙ୍କ ବିଷୟରେ ପଢିବେ ସ୍କୁଲ ପିଲା, ଜାଣିବେ ତାଙ୍କ ପିଲାଦିନର କାହାଣୀ

ମୁମ୍ବାଇ: ଏଣିକି କପିଲ ଶର୍ମାଙ୍କ ବିଷୟରେ ପାଠ ପଢିବେ ଚତୁର୍ଥ ଶ୍ରେଣୀ ପିଲା । ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ପାଠ୍ୟପୁସ୍ତକରେ କପିଲଙ୍କ ବିଷୟରେ ଉଲ୍ଲେଖ କରାଯାଇଛି । କପିଲଙ୍କ ପିଲାଦିନର କାହାଣୀ ସହ ତାଙ୍କ ସଂଘର୍ଷମୟ ଯାତ୍ରା ବାବଦରେ ପଢି ଜାଣିବେ ପିଲାମାନେ । ଏନେଇ କପିଲ ନିଜ…

ପରଲୋକରେ ବ୍ରିଟେନ ରାଣୀ ଏଲିଯାବେଥ-୨ୟଙ୍କ ସ୍ବାମୀ ପ୍ରିନ୍ସ ଫିଲିପ

ଇଂଲଣ୍ଡ: ବ୍ରିଟେନର ପ୍ରିନ୍ସ ଫିଲିପଙ୍କ ଦେହାନ୍ତ ହୋଇଛି । ବ୍ରିଟେନର ରାଣୀ ଏଲିଜାବେଥ-୨ୟଙ୍କ ସ୍ବାମୀ ତଥା ଡ୍ୟୁକ୍ ଅଫ ଏଡିନବରୋ ପ୍ରିନ୍ସ ଫିଲିପଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା । ପ୍ରିନ୍ସ ଫିଲିପଙ୍କର ମୃତ୍ୟୁ ନେଇ ବକିଙ୍ଗହମ ପ୍ୟାଲେସ ତରଫରୁ…

ସାହାରାର ସୁବ୍ରତ ରାୟଙ୍କୁ କରୋନା

ନୂଆଦିଲ୍ଲୀ: ସାହାରା ସମୂହର ମୂଖ୍ୟ ସୁବ୍ରତ ରାୟ କରୋନା ସଂକ୍ରମିତ ହୋଇଛନ୍ତି । ସେ ଅସୁସ୍ଥ ଅନୁଭବ କରିବାରୁ ଡାକ୍ତରଙ୍କ ନିକଟକୁ ଯାଇଥିଲେ । ସେଠାରେ ପରୀକ୍ଷଣ ପରେ ସେ କରୋନା ପଜିଟିଭ ଥିବା ଜଣା ପଡିଥିଲା । ଏଥିନେଇ ସେ ଏକ ବିଜ୍ଞପ୍ତି ଜାରୀ କରିଛନ୍ତି । ବିଜ୍ଞପ୍ତିରେ ସେ କରୋନା ସଂକ୍ରମିତ…

ଦିଲ୍ଲୀରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ।…

ଦିଲ୍ଲୀ ଏମସର ୩୫ ଜଣ ଡାକ୍ତରଙ୍କୁ କରୋନା

ନୂଆଦିଲ୍ଲୀ : ଦେଶରେ ଦୃତ ଗତିରେ ବ୍ୟାପୁଛି ମହାମାରୀ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିଲାଣି । ଦେଶରେ କରୋନା ଦିନକୁ ଦିନ ଭୟାବହ ରୂପ ନେଉଥିବା ବେଳେ, ମହାମାରୀ କବଳରେ କରୋନା ଯୋଦ୍ଧା । ସାର୍ ଗଙ୍ଗାରାମ, କେଜିଏମୟୁ ହସ୍ପିଟାଲ ପରେ ଏବେ ଦିଲ୍ଲୀ…

ଆମେରିକାରେ ଭାରତୀୟ ଦମ୍ପତ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ 

ମୁମ୍ବାଇ: ଆମେରିକାରେ ଭାରତୀୟ ଦମ୍ପତ୍ତିଙ୍କୁ ହତ୍ୟା ଅଭିଯୋଗ । ଘର ଭିତରେ ମୃତ ଦେହ ପଡ଼ିଥିବା ବେଳେ ପାଖରେ ବସି କାନ୍ଦୁଥିଲା ଚାରି ବର୍ଷର ଝିଅ । ଅନେକ ସମୟ ପର୍ଯ୍ୟନ୍ତ କୁନି ଝିଅଟିର କାନ୍ଦ ଶୁଣିବା ପରେ ପଡୋଶୀମାନେ ପୋଲିସ ଓ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଘର ଖୋଲି ଦେଖିବାରୁ ବାଲାଜୀ…