Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଅନୁମତି ବିନା ଆମେରିକା ନୌସେନାର ଭାରତୀୟ ସମୁଦ୍ର ସୀମାରେ ଅଭ୍ୟାସ

ନୂଆଦିଲ୍ଲୀ: ଆମେରିକା ନୌସେନା ଭାରତୀୟ ଲକ୍ଷାଦ୍ୱୀପର ବିନା ଅନୁମତିର ଅଭ୍ୟାସ କରିଛି । ଭାରତ ଏକସକ୍ଲ୍ୟୁଜିଭ ଇକୋନୋମିକ ଜୋନରେ ସମର ଅଭ୍ୟାସ ପାଇଁ ଭାରତର ଅନୁମତି ନେବା ଆବଶ୍ୟକ ନାହିଁ ବୋଲି ଆମେରିକା ପକ୍ଷରୁ କୁହାଯାଇଛି । ଆନ୍ତର୍ଜାତୀୟ ନିୟମ ଅନୁସାରେ ଏ ଭଳି ଅଭ୍ୟାସ ଆଗକୁ ମଧ୍ୟ ଜାରି…

ଦିଲ୍ଲୀ (AIIMS)ର ୩୫ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ: ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (AIIMS) ରେ ୩୫ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହାପୂର୍ବରୁ ଗୁରୁବାର ଦିନ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲର ୩୭ ଜଣ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଥିବା…

‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ 'ଓଡିଶା ଇତିହାସ'ର ହିନ୍ଦୀ ସଂସ୍କରଣ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକଟି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବ ଲେଖିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ…

୨୫ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବି ଶୀଘ୍ର ଦିଆଯାଉ କରୋନା ଟିକା: ସରକାରଙ୍କୁ ସୋନୁଙ୍କ ଅପିଲ

ମୁମ୍ବାଇ: ଦେଶରେ କରୋନା ପୁଣି କାୟା ବିସ୍ତାର କରୁଛି । ଦିନକୁ ଦିନ ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଟେନସନ ଦେଉଛି । ମୁମ୍ବାଇ ଓ ଦିଲ୍ଲୀରେ କରୋନା ସ୍ଥିତି ଭୟଙ୍କର । ଦେଶରେ କରୋନାକୁ ନିୟନ୍ତ୍ରଣକୁ ଆଣିବାକୁ ଟୀକାକରଣ ଜାରି ରହିଛି ।  ୪୫ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ଟିକା ଦିଆଯାଉଛି ।…

ନ୍ୟୁୟର୍କରେ ଶୁଭିବ ପ୍ରିୟବ୍ରତ ପାଣିଗ୍ରାହୀଙ୍କ ସଙ୍ଗୀତ

ବଲାଙ୍ଗୀର : ଆନ୍ତର୍ଜାତିକ ସଙ୍ଗୀତ ନିର୍ଦ୍ଦେଶକ ତଥା ବଲାଙ୍ଗୀର ମାଟିର ପୁଅ ପ୍ରିୟବ୍ରତ ପାଣିଗ୍ରାହୀ, ଷ୍ଟାରଶେଫ ତଥା ଫିଲ୍ମ ନିର୍ଦ୍ଦେଶକ ବିକାଶ ଖନ୍ନାଙ୍କ ସାଂସ୍କୃତିକ ଅନୁଷ୍ଠାନ ବାଇଣ୍ଡର ତରଫରୁ ନ୍ୟୁୟର୍କରେ ଆୟୋଜିତ ହେବାକୁ ଥିବା 'ଟ୍ରିବ୍ୟୁଟ ଟୁ ଲତା ମଙ୍ଗେସକର' ସଙ୍ଗୀତ…

ଆଲିଆଙ୍କ ଟଲିଉଡ୍‌ ଫ୍ୟାନ୍ସଙ୍କ ମନ ମୋହୁଛି ‘ଗଙ୍ଗୁବାଇ କାଥିଆୱାଡି’ର ତେଲୁଗୁ ଟିଜର

ନୂଆଦିଲ୍ଲୀ: ଏପ୍ରିଲ୍ ୯ରେ, ଆଲିଆ ଭଟ୍ଟଙ୍କ 'ଗଙ୍ଗୁବାଇ କାଥିଆୱାଡି' ତେଲୁଗୁ ଟିଜର ବଡ ପରଦାରେ ମୁକ୍ତିଲାଭ କରିଛି। ତେଲୁଗୁ ଅଭିନେତା ପୱନ କଲ୍ୟାଣ ଏବଂ ଟଲିଉଡର ପ୍ରଶଂସକମାନେ ଏହି ଫିଲ୍ମର ଟିଜରକୁ ବେଶ୍‌ ପ୍ରଶଂସା କରିଛନ୍ତି। ମୁମ୍ବାଇର ହୁସେନ୍ ଜାଇଦିଙ୍କ ପୁସ୍ତକ ମାଫିଆ କୁଇନ୍ସ ଉପରେ…

ଭାରତରେ ବଢୁଛି ଦୈନିକ ସଂକ୍ରମଣ, ୧ ଲକ୍ଷ ୩୧ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୩୦,୬୦,୫୪୨କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର…

ଓଡ଼ିଶା ସମେତ ଦେଶର ୫ ରାଜ୍ୟରେ କୋଭିଡ୍ ଟିକା ଅଭାବ

ଭୁବନେଶ୍ୱର/ନୂଆଦିଲ୍ଲୀ: ଦେଶରେ କରୋନାର ବଢ଼ୁଥିବା ମାମଲା ମଧ୍ୟରେ ଦେଖା ଦେଇଛି ଟିକା ଅଭାବ । ଓଡ଼ିଶା ସମତେ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଅନ୍ୟ କିଛି ରାଜ୍ୟରେ କମ୍ ଭ୍ୟାକ୍ସିନ୍ ରହିଛି । ଭ୍ୟାକ୍ସିନ୍ ଅଭାବ ପାଇଁ ରାଜ୍ୟରେ କେତେକ କେନ୍ଦ୍ରରେ…

ସୋପିଆନରେ ସୁରକ୍ଷାବାହିନୀ ଗୁଳିଲେ ଟଳିଲେ ୩ ଆତଙ୍କୀ

ସୋପିଆନ(ଜମ୍ମୁ କାଶ୍ମୀର): ସୋପିଆନରେ ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ଏନକାଉଣ୍ଟରେ ଟଳିଲେ ୩ ଆତଙ୍କୀ । ଏକ ମସଜିଦରେ ଏହି ଗୁଳି ବିନିମୟ ହୋଇଛି । ଆଉ ଦୁଇ ଜଣ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି । ଏବେ ବି(ଖବର ଲେଖାଯିବା ବେଳକୁ) ଅପରେସନ୍ ଜାରି ରହିଛି । ଏନକାଉଣ୍ଟରରେ…

ଆଜିଠାରୁ ଏହି ସହର ଲକ୍‌ଡାଉନ୍‌

ନୂଆଦିଲ୍ଲୀ: ଆଜି ରାତି ୮ ସମୟରୁ ମୁମ୍ବାଇ, ପୁଣେ, ନାଗପୁର ଏବଂ ମହାରାଷ୍ଟ୍ରର ସମସ୍ତ ସହର ଏବଂ ଜିଲ୍ଲା ସୋମବାର ସକାଳ ୭ ଟା ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ରହିବ। ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକୁ ଅନୁମତି ଦିଆଯିବ ନାହିଁ। ମୁମ୍ବାଇ କର୍ତ୍ତୃପକ୍ଷ ସହର ପାଇଁ ପୃଥକ…