Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ଅଭିଯୋଗର ତଦନ୍ତ କରିବ ସିବିଆଇ

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ପୂର୍ବତନ କମିଶନର ପରମବୀର ସିଂ ଆଣିଥିବା ଅଭିଯୋଗର ତଦନ୍ତ କରିବ ସିବିଆଇ । ପ୍ରାଥମିକ ତଦନ୍ତ କରିବା ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ବମ୍ବେ ହାଇକୋର୍ଟ । ୧୫ ଦିନ ଭିତରେ ତଦନ୍ତ ସାରିବାକୁ କହିଛନ୍ତି କୋର୍ଟ । ଏହାପରେ…

ଅକ୍ଷୟଙ୍କ ପରେ ‘ରାମସେତୁ’ର ୪୫ ଜୁନିଅର କଳାକାର କରୋନା ପଜିଟିଭ

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ରବିବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ପରେ ୧୦୦ ଜଣ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୪୫ ଜୁନିଅର କଳାକାର କରୋନା ପଜିଟିଭ ହୋଇଥିବା ସୂଚନା ମିଳିଛି। ଯେଉଁଥିପାଇଁ ‘ରାମ ସେତୁ’ ଫିଲ୍ମର ସୁଟିଂ ସ୍ଥଗିତ ରହିଛି। ତେବେ ଫେଡେରେସନ୍ ଅଫ୍…

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ, ଦିନକରେ ଲକ୍ଷେ ପଜିଟିଭ

ନୂଆଦିଲ୍ଲୀ: ଦେଶରେ ପୁଣି ଉପର ମୁହାଁ ହେଉଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ଧିରେଧିରେ ବଢୁଥିବା ବେଳେ ଆଜି ୧ ଲକ୍ଷ ଟପିଛି ଦୈନିକ ଆକ୍ରାନ୍ତ ମାମଲା। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୦୩ ହଜାର ୫୫୮ ଜଣ ନୂଆ…

ଛତିଶଗଡ଼ ଯିବେ ଅମିତ ଶାହ, ଏନକାଉଣ୍ଟର ସ୍ଥଳରେ ସହିଦଙ୍କୁ ଜଣାଇବେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଛତିଶଗଡ଼ରେ ନକ୍ସଲ ହମଲାରେ ୨୨ ଯବାନ ସହିଦ ହୋଇଛନ୍ତି । ୩୦ ଜଣ ଆହତଙ୍କର ଏବେ ଚିକିତ୍ସା ଚାଲିଛି । ମାଓବାଦୀଙ୍କୁ ମୁହଁତୋଡ ଜବାବ ଦେବାକୁ ପ୍ରସ୍ତୁତ ହେଉଛି ବ୍ଲୁ-ପ୍ରିଣ୍ଟ । ଗତକାଲି ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ଛତିଶଗଡ଼…

ଟିକା ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: କୋଭିଡ୍ ଟିକା ନେଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌ ସ୍ଥିତ ସିଭିଲ୍ ହସ୍ପିଟାଲରେ ସେ ପ୍ରଥମ ଡୋଜ୍ ନେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । ଭାରତୀୟ ଟିକା ସୁରକ୍ଷିତ ଓ ଟିକା ନେବାକୁ ଆଗେଇ ଆସିବା ପାଇଁ ଅନ୍ୟମାନଙ୍କୁ ଅପିଲ୍ କରିଛନ୍ତି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ, କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି 

ନୂଆଦିଲ୍ଲୀ: ସଙ୍ଗୀନ ହେଲାଣି କରୋନା ସେକେଣ୍ଡ ୱେଭ୍ । ଯୁଦ୍ଧକାଳୀନ ଭିତ୍ତିରେ କରୋନା ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି । କରୋନାର ପ୍ରକୋପ ବଢୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରୁଛନ୍ତି । କ୍ୟାବିନେଟ ସଚିବ,…

ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍

ନୂଆଦିଲ୍ଲୀ : ଗତବର୍ଷ ଭଳି ଏଥର ବି ବିନା ଦର୍ଶକରେ ଖେଳାଯିବ ଆଇପିଏଲ୍ । ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣ ବଢୁଥିବାରୁ ବିବାନ ଦର୍ଶକରେ ଆଇପିଏଲ ମ୍ୟାଚ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ । ଦେଶରେ କରୋନାର ଦ୍ବିତୀୟ ଲହରୀ ମାଡି ଚାଲିଥିବା ବେଳେ, ଏପରି ସ୍ଥିତିରେ ଷ୍ଟାଡିୟମରେ ଦର୍ଶକ…

ଛତିଶଗଡରେ ମାଓ ତାଣ୍ଡବ ଘଟଣା: ଆସାମରେ ପ୍ରଚାର ବାତିଲ୍ କରି ଦିଲ୍ଲୀ ଗଲେ ଶାହା, ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ…

ନୂଆଦିଲ୍ଲୀ: ଛତିଶଗଡ ବିଜାପୁରରେ ମାଓ ତାଣ୍ଡବ ଘଟଣା । ମାଓବାଦୀଙ୍କ ବର୍ବରତାର ଖବର ସାରା ଦେଶକୁ ଦୋହଲାଇ ଦେଇଛି । ଯବାନଙ୍କ ସହିତ ରକ୍ତର ହୋଲି ଖେଳିଛନ୍ତି ମାଓବାଦୀ । ଏଥିରେ ୨୪ ଜଣ ଯବାନ ସହିଦ ହୋଇଛନ୍ତି । କିଛି ଯବାନଙ୍କ ପତ୍ତା ମିଳୁନଥିବାରୁ ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି ।…

ମମତାଙ୍କ ରାଲୀରେ ଷଣ୍ଢ ଉପଦ୍ରବ, ଅଳ୍ପକେ ବଂଚିଲେ ମୁଖ୍ୟମନ୍ତ୍ରୀ

କୋଲକାତା: ଚଳିତ ପଶ୍ଚିମବଙ୍ଗ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଜୋର ସୋରରେ ଚାଲିଛି । ତେବେ ଟିଏମସି ମୁଖ୍ୟ ମମତା ବାନାର୍ଜୀ ହାୱାଡାରେ ଏକ ରୋଡ ଶୋ କରୁଥିବା ବେଳେ ହଠାତ୍ ଗୋଟେ ଷଣ୍ଢ ପସି ଆସିଥିଲା । ୧୦୦ ମିଟର ଦୂରରୁ ମମତାଙ୍କ ସୁରକ୍ଷା ପାଇଁ ନିୟୋଜିତ ସୁରକ୍ଷାକର୍ମୀ ଏବଂ…

ମହାରାଷ୍ଟ୍ରରେ ଲାଗିଲା ନାଇଟ୍ କର୍ଫ୍ୟୁ

ମହାରାଷ୍ଟ୍ର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଇଛନ୍ତି ମହାରାଷ୍ଟ୍ର ସରକାର । କରୋନା ସଂକ୍ରମଣ ପାଇଁ ପୂରା ରାଜ୍ୟରେ ଲାଗି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ରାତି ୮ ଟାରୁ ସକାଳ ୭ ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି…