Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

‘ହ୍ୱାଇଟ୍‌ ଫଙ୍ଗସ୍’ କେବଳ ଏକ ସାଧାରଣ ଫଙ୍ଗଲ୍ ସଂକ୍ରମଣ, ବ୍ଲାକ୍‌ ଫଙ୍ଗସ୍ ଅଧିକ ବିପଜ୍ଜନକ; ରିପୋର୍ଟ

ନୂଆଦିଲ୍ଲୀ: ସମ୍ପ୍ରତି ବିଭିନ୍ନ ରାଜ୍ୟମାନଙ୍କରେ ବ୍ଲାକ୍‌ ଫଙ୍ଗସ୍ ରୋଗର ବୃଦ୍ଧି ଘଟୁଥିବା ଦେଖିବାକୁ ମିଳୁଛି। ଏହି ରୋଗ ମୁଖ୍ୟତଃ କରୋନା ରୋଗୀଙ୍କୁ ଅଧିକ ପ୍ରଭାବିତ କରୁଛି। ବ୍ଲାକ୍‌ ଫଙ୍ଗସ ପରେ ପରେ ଏବେ ହ୍ବାଇଟ୍‌ ଫଙ୍ଗସ୍‌ ସଂକ୍ରମଣର ଖବର ସମସ୍ତଙ୍କ ଚିନ୍ତା ବଢାଇଦେଇଛି।…

ଦେଶରେ ନୂଆ ଆକ୍ରାନ୍ତ କମ୍ ଓ ସୁସ୍ଥ ହେଉଛନ୍ତି ଅଧିକ, ୪୦୦୦ ଉପରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଲକ୍ଷ ତଳେ ରହିଛି । କିନ୍ତୁ ପ୍ରତିଦିନ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ୨୦ଲକ୍ଷ ୬୬ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୫୭ହଜାର ୨୯୯…

ରିୟଲ ହିରୋ ଅଭିନବ…

ଚଣ୍ଡୀଗଡ଼: ଫାଇଟର ବିମାନ ଦୁର୍ଘଟଣାରେ ପାଇଲଟଙ୍କ ମୃତ ଦେହ କ୍ଷେତରୁ ଉଦ୍ଧାର କରଯାଇଛି । ଭାରତୀୟ ବାୟୁ ସେନାର MIG-21 ଫାଇଟର ବିମାନ ପଞ୍ଜାବର ମୋଗା ଜିଲ୍ଲା ସ୍ଥିତ ଲଙ୍ଗିୟାନା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ରାଜସ୍ଥାନର ସୁରତଗଡ଼ ଏୟାରବେସରୁ ଉଡାଣ ଭରି ଥିଲା। ହେଲେ…

ଡିଆରଡିଓର ଆଉ ଏକ ସଫଳତା, ଆଂଟିବଡି ପରୀକ୍ଷା ପାଇଁ ପ୍ରସ୍ତୁତ କଲା କିଟ

ନୂଆଦିଲ୍ଲୀ: ଡିଆରଡିଓକୁ ଶୁକ୍ରବାର ଆଉ ଏକ ବଡ ସଫଳତା ହାସଲ କରିଛି । ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହରୀ ତାଣ୍ଡବ ରଚୁଥିବା ବେଳେ ଏହି କିଟ ବେଶ୍ କାର୍ଯ୍ୟକାରୀ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି । ଏହି କିଟର ନାମ ଡିପକୋଭନ ଏବଂ ଏହା ଜୁନରେ ମାର୍କେଟରେ ଉପଲବ୍ଧ ହେବ । ଅଳ୍ପ ସମୟ…

AIIMS ଡାକ୍ତରଙ୍କ ଦାବି, ବ୍ଲାକ୍ ଫଙ୍ଗସ୍ ପାଇଁ ଦାୟୀ ଇଣ୍ଡଷ୍ଟ୍ରିଆଲ୍ ଅମ୍ଲଜାନ୍

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ଦେଶରେ ଆଉ ଏକ ନୂଆ ବିପଦ ବ୍ଲାକ୍ ଫଙ୍ଗସ ବାଇ ମ୍ୟୁକରମାଇକୋସିସ୍ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । କିଛି ରାଜ୍ୟ ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କରିଥିବା ବେଳେ ଆଉ କିଛି ରାଜ୍ୟ ନୋଟିଫାଏଡ୍ ଡିଜିଜି ଅନ୍ତର୍ଭୁକ୍ତ କରିଛନ୍ତି । ତେବେ କାହିଁକି ବ୍ୟାପୁଛି…

ସିଜଫାୟର ନେଇ ରାଜି ହେଲେ ଇସ୍ରାଏଲ-ହମାସ, ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ୱାଗତ

ତେଲ ଅଭିଭ: ୧୨ ଦିନ ପରେ ଇସ୍ରାଏଲ ଏବଂ ହମାସ ସିଜଫାୟାର ପାଇଁ ରାଜି ହୋଇଛନ୍ତି । ମିଳିତ ଜାତିସଂଘ ସମେତ ଅନେକ ଦେଶ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି । ଆମେରିକା ଚାପ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନେହୁ ସାମରିକ କାର୍ଯ୍ୟକୁ ବନ୍ଦ କରିବା ପାଇଁ କହିଥିଲେ । ଆମ ଉପରେ…

ଟୁଲକିଟ ମାମଲା: ମେନିପ୍ୟୁଲେଟଡ ଟ୍ୟାଗ ହଟାଇବାକୁ ଟ୍ୱିଟରକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଟୁଲକିଟ ମାମଲାରେ ଟ୍ୱିଟରର ପଦକ୍ଷେପ ନେଇ କେନ୍ଦ୍ର ସରକାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଘଟଣାର ତଦନ୍ତ ଚାଲିଥିବା ବେଳେ ବିଜେପି ନେତାଙ୍କ ଟ୍ୱିଟକୁ ଟ୍ୱିଟର ମେନିପ୍ୟୁଲେଟଡ ମିଡିଆ ଭାବେ ବ୍ୟବହାର କରିଛି । ଯାହାକୁ ତୁରନ୍ତ ହଟାଇବା ପାଇଁ ସରକାର ଟ୍ୱିଟରକୁ କହିଛନ୍ତି । ତଦନ୍ତ…

କରୋନା ରୋଗୀଙ୍କ ସହାୟତା ଲାଗି ‘କୋଭିଡ୍‌-୧୯ ପରାମର୍ଶ’ ହେଲ୍ପଲାଇନ୍‌ ଆରମ୍ଭ କଲା ଆୟୁଷ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: କରୋନା ରେଗୀଙ୍କ ଲାଗି ସମସ୍ୟାର ସମାଧାନ ପ୍ରଦାନ କରିବାକୁ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଏକ ସହାୟତା ହେଲ୍ପଲାଇନ ଆରମ୍ଭ ହୋଇଛି। ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ୧୪୪୪୩ ବୋଲି ମନ୍ତ୍ରଣାଳୟ ଶୁକ୍ରବାର ଦିନ କହିଛି। ଏହି ହେଲ୍ପଲାଇନ ସପ୍ତାହର ସମସ୍ତ ଦିନରେ ସକାଳ ୬ ଟାରୁ…

ଫଟୋସୁଟ୍‌ ପାଇଁ ୧୮ ମିନିଟ ମହୁମାଛିଙ୍କ ମେଳରେ ବସିଲେ ହଲିଉଡ୍‌ ଅଭିନେତ୍ରୀ ଆଞ୍ଜେଲିନା ଜୋଲି

ନୂଆଦିଲ୍ଲୀ: ହଲିଉଡ୍‌ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ନିକଟରେ ଏକ ମାଗାଜିନ କଭର ପାଇଁ ସୁଟିଂ କରିଥିଲେ। ସେଥିପାଇଁ ତାଙ୍କୁ ପ୍ରାୟ ୧୮ ମିନିଟ ଧରି ଦେହରେ ମହୁମାଛି ଘୋଡାଇ ବସିବାକୁ ପଡ଼ିଥିଲା। ବିଶ୍ୱ ମହୁମାଛି ଦିବସରେ ମହୁମାଛି ସଂରକ୍ଷଣର ପଦକ୍ଷେପକୁ ପ୍ରୋତ୍ସାହିତ କରିବା ପାଇଁ ସେ…

ଇସ୍ତଫା ଦେଲେ ଟିଏମ୍‌ସି ବିଧାୟକ ସୋଭନଦେବ ଚଟ୍ଟୋପାଧ୍ୟାୟ

ପଶ୍ଚିମବଙ୍ଗ: ଟିଏମସି ନେତା ସୋଭନଦେବ ଚଟ୍ଟୋପାଧ୍ୟାୟ ଆଜି ଭବାନୀପୁର ନିର୍ବାଚନମଣ୍ଡଳୀରୁ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଠିକ୍ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭବାନୀପୁରରୁ ସୋଭନଦେବ ବିଜେତା ପ୍ରତିଦ୍ୱନ୍ଦ୍ୱୀ ରୁଦ୍ରନିଲ ଘୋଷଙ୍କୁ ପ୍ରାୟ ୨୮,୦୦୦ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି।…