Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆଜି ମଧ୍ୟପ୍ରଦେଶର ଏହି ତିନୋଟି ସହର ଲକ୍‌ଡାଉନ୍‌

ଭୋପାଳ: ଆଜି ମଧ୍ୟ ପ୍ରଦେଶରେ ଲକଡାଉନ୍। ଗୋଟିଏ ବର୍ଷ ପରେ ଆଜି ମଧ୍ୟପ୍ରଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଆଜି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ସମେତ ତିନୋଟି ସହରରେ କରୋନା ଦ୍ରୁତ ଗତିରେ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ଗୋଟିଏ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ମଧ୍ୟପ୍ରଦେଶର…

ଭାରତର ଭ୍ୟାକ୍ସିନ୍ କୂଟନୀତି, ଫେଲ୍ ମାରୁଛି ସେରମ !

ନୂଆଦିଲ୍ଲୀ: ଭାରତର ଭ୍ୟାକ୍ସିନ କୂଟନୀତିକୁ ଝଟକା ! ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ତିନି ଗୋଟି ରାଷ୍ଟ୍ରକୁ ଚିଠି ଲେଖିଛି । ଆଗାମୀ ମାସରେ ଭ୍ୟାକ୍ସିନ୍ ଯୋଗାଣ କରିବା ନେଇ ଅସମର୍ଥତା ଦର୍ଶାଇଛି ସେରମ । ବିଦେଶକୁ ଭ୍ୟାକ୍ସିନ୍ ରପ୍ତାନୀ ନେଇ ଥିବା ନୀତି ଏବଂ ଅନ୍ୟ ଦେଶର ଭ୍ୟାକ୍ସିନ୍…

ଆଦିତ୍ୟ ଠାକରେ କରୋନା ପଜିଟିଭ୍

ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ପଜିଟିଭରେ ସଂକ୍ରମିତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଆଦିତ୍ୟ ଠାକରେ । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି । ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା…

ରୋହିତ ଓ କୋହଲି ଦମଦାର ଅର୍ଦ୍ଧଶତକ, ଇଂଲଣ୍ଡ ଆଗରେ ୨୨୫ ରନର ଟାର୍ଗେଟ୍

ଅହମ୍ମଦାବାଦ : ନରେନ୍ଦ୍ର ମୋଦି କ୍ରିକେଟ୍ ଷ୍ଟାଡିୟମରେ ଚାଲିଛି ଭାରତ-ଇଂଲଣ୍ଡ ପଞ୍ଚମ ତଥା ଶେଷ ଟି-ଟ୍ବେଣ୍ଟି । ସିରିଜର ଶେଷ ମ୍ୟାଚରେ ଇଂଲଣ୍ଡ ଆଗରେ ୨୨୫ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ଓଭରରେ ୨…

ଭାଇରାଲ୍ ପୋଷ୍ଟମୋର୍ଟମ: ଦରଘା ନିର୍ମାଣ, ୧୦୦ କୋଟି ଟଙ୍କା ଓ ରାଜସ୍ଥାନ ସରକାର

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଦରଘା ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ମଂଜୁର କରିଛନ୍ତି । ଅନ୍ୟପଟେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକେ ଘରଦୁଆର ବୁଲିବୁଲି ଅର୍ଥ ଆଦାୟ କରୁଛନ୍ତି । ହେଲେ କେତେ ସତ ଗେହଲୋଟଙ୍କ ବିରୋଧରେ ଏଭଳି ଆରୋପ ? ସତ୍ୟତା ଜାଣିବା ପାଇଁ ଦେଖନ୍ତୁ ଭାଇରାଲ୍…

ପରମବୀର ସିଂଙ୍କୁ ମହାରାଷ୍ଟ୍ର ଗୃହମନ୍ତ୍ରୀ କହିଥିଲେ, ପ୍ରତି ମାସରେ ୧୦୦ କୋଟି ଯୋଗାଡ କର !

ମୁମ୍ବାଇ: ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ଏକ ବୟାନ ଏବେ ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି । ଏପରି କି ଏହି ଝଡ ମହାରାଷ୍ଟ୍ର ସରକାର ପତନର କାରଣ ହୋଇପାରେ ବୋଲି ଅନୁମାନ କରାଯାଉଛି । ପରମବୀର କହିଛନ୍ତି ସଚିନ ବଝେଙ୍କୁ ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଥିଲେ, ପ୍ରତି ମାସରେ…

ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର

ଗୌହ୍ବାଟି : ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ଇସ୍ତାହାର ଜାରି କରିଛନ୍ତି । ଇସ୍ତାହାରରେ ଦଳ କ୍ଷମତାକୁ ଆସିଲେ ୫ ଲକ୍ଷ ସରକାରୀ ଚାକିରି ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ରାହୁଲ ଗାନ୍ଧି । ଏହାସହ ମହିଳାଙ୍କୁ ପ୍ରତି…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ସହିତ ଭାରତର ପ୍ରଥମ ମହିଳା ସବିତା କୋବିନ୍ଦ ମଧ୍ୟ ଏହି ଗସ୍ତରେ ଆସିଛନ୍ତି । ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ…

ଛତିଶଗଡ଼ ଦାନ୍ତେଓ୍ବାଡାରେ ଏନକାଉଣ୍ଟର, ୨ ହାର୍ଡକୋର ମାଓବାଦୀ ମୃତ

ଛତିଶଗଡ଼ : ଛତିଶଗଡ଼ର ଦନ୍ତେୱାଡାରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରୁ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଜବତ କରିଥିବା ବେଳେ, ଟିଫିନ୍ ବୋମା, ବନ୍ଧୁକ ସହ ମାଓ ସାମଗ୍ରୀ ଜବତ କରାଯାଇଛି ।…

ମୁମ୍ବାଇ ମାନିଆ, ଚୁଲିକି ଯାଉ କରୋନା ସଚେତନତା !

ମୁମ୍ବାଇ: କରୋନା ମହାମାରୀରେ ଛଟପଟ ହେଉଥିଲା ସାରା ବିଶ୍ୱ । କିଛିଦନର ତ୍ରାହି ପରେ ପୁଣି କଡ ଲେଉଟିଲାଣି କରୋନା । ତଥାପି ସଚେତନ ହେବାକୁ ନାରାଜ ଆଜିର ଆଧୁନିକ ମଣିଷ । ମାସ୍କ ପିନ୍ଧିବାକୁ କହିବାରୁ ପୌରପାଳିକା ମହିଳା କର୍ମଚାରୀ ନିସ୍ତୁକ ମାଡ ମାରିଛନ୍ତି ଅନ୍ୟ ଜଣେ ମହିଳା । ମୁମ୍ବାଇ…