Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମନ୍ଦିରରୁ ପାଣି ପିଇବାକୁ ନେଇ ମୁସଲମାନ ନାବାଳକକୁ ନିର୍ଦ୍ଦୟ ଭାବେ ମାଡ ମାରି ଯୁବକ ଗିରଫ

ଗାଜିଆବାଦ: ସୋସିଆଲ ମିଡିଆରେ ଏକ ଭିଡିଓ ବେଶ୍‌ ଭୟଙ୍କର ଭାବେ ଭାଇରାଲ୍‌ ହେବାରେ ଲାଗିଛି। ଏହି ଭିଡିଓରେ ଉତ୍ତରପ୍ରଦେଶର ଗାଜିଆବାଦର ଜଣେ ବ୍ୟକ୍ତି ନାବାଳକ ମୁସଲମାନ ପୁଅ ହିନ୍ଦୁ ମନ୍ଦିରରେ ପାଣି ପିଇଥିବାରୁ ତାକୁ ନିର୍ଧୁମ୍‌ ପିଟିଥିବାର ଦେଖିବାକୁ ମିଳିଛି। ବ୍ୟକ୍ତି ଜଣକ ପିଲାଟିକୁ ତା…

ଆଜିଠୁ ୪ ଦିନ ଯାଏଁ ବ୍ୟାଙ୍କ ବନ୍ଦ

ନୂଆଦିଲ୍ଲୀ: ୨ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣକୁ ବିରୋଧ କରାଯାଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ ଦ୍ଵାରା ଦୁଇ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟ ୨ ଦିନ ଥିଲେ ମଧ୍ୟ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ ୧୩…

ଟ୍ରେଲର ସହ ଟୁରିଷ୍ଟ ବସ୍ ଧକ୍କା, ୫ ମୃତ ଓ ୧୨ ଗୁରୁତର

ଯୋଧପୁର: ଟ୍ରେଲର ସହ ଟୁରିଷ୍ଟ ବସର ଧକ୍କା । ଦୁର୍ଘଟଣାରେ ୫ ଜଣଙକ୍ର ଜୀବନ ଯାଇଛି । ଗୁରୁତର ଆହତ ହୋଇଛନ୍ତି ୧୨ ଜଣ । ଆହତଙ୍କ ମଧ୍ୟରେ ୬ ଜଣ ଶିଶୁ ଅଛନ୍ତି । ରାଜସ୍ଥାନ ଯୋଧପୁରରେ ଆଜି ସକାଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଲୌଦି ନିକଟରେ ଏକ ମିନି ଟୁରିଷ୍ଟ ବସ୍ ସହ ଟ୍ରେଲରର ଧକ୍କା…

ଭାରତୀୟ ପୋଲିସକୁ କାହିଁକି ଭଲ ପାଆନ୍ତି ଦଲାଇ ଲାମା

ନୂଆଦିଲ୍ଲୀ: ଭାରତୀୟ ପୋଲିସ ଫାଉଣ୍ଡେସନର ନିମନ୍ତ୍ରଣର ଜବାବରେ ନିକଟରେ ଦଲାଇ ଲାମା ଭାରତର ପୋଲିସ ଭ୍ରାତୃତ୍ୱକୁ ସମ୍ବୋଧିତ କରିଥିଲେ। ସେ ପୋଲିସରେ ସହାନୁଭୂତି ଏବଂ କରୁଣା ବିଷୟରେ କହିଥିଲେ। ଭାରତୀୟ ପୋଲିସ ଉପରେ ତାଙ୍କର ମତ ଅତ୍ୟନ୍ତ ସତେଜ ଥିଲା। ତାଙ୍କ ଆଲୋଚନା ଆରମ୍ଭରେ ସେ ଚୀନ୍…

ଦେଶରେ ୨୪ ଘଣ୍ଟାରେ ୨୪ ହଜାର କରୋନା ପଜିଟିଭ୍, କେବଳ ୫ଟି ରାଜ୍ୟରେ ୮୧% ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ଲଗାତାର ତୃତୀୟ ଦିନରେ ପଜିଟିଭ୍ କେସ୍ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୪ହଜାର ୮୮୨ ନୂଆ ଆକ୍ରାନ୍ତ । ମହାରାଷ୍ଟ୍ରରେ ମହାମାରୀ ବ୍ୟାପୁଛି । ଆଜି ଗୋଟିଏ ଦିନରେ ବାହାରିଛନ୍ତି ସର୍ବାଧିକ…

ଚିନ୍ତା ବଢ଼ାଉଛି ସଂକ୍ରମଣ, ମହାରାଷ୍ଟ୍ରର ୮ ଜିଲ୍ଲାରେ ଲକଡାଉନ୍

ମୁମ୍ବାଇ: ଦେଶରେ କେତେକ ରାଜ୍ୟରେ କରୋନା ସଂକ୍ରମଣ ପୁଣି ପୂର୍ବ ଭଳି ବଢ଼ି ଚାଲିଛି । ଏହି ତାଲିକାରେ ସବୁଠୁ ଆଗରେ ମହାରାଷ୍ଟ୍ର ଓ କେରଳ ଅଛନ୍ତି । ସଂକ୍ରମଣ ମାମଲା ବଢ଼ୁଥିବାରୁ ପୁଣି ଚିନ୍ତା ବଢ଼ିଛି । ମହାରାଷ୍ଟ୍ରରେ ସଂକ୍ରମଣକୁ ରୋକିବା ଲାଗି ଉଦ୍ଧବ ସରକାର ୮ଟି ଜିଲ୍ଲାରେ ସମ୍ପୂର୍ଣ୍ଣ…

ପତି-ପତ୍ନୀ ଓ ତିନି ଛୁଆଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟନା: ଅଭାବନୀୟ ଘଟଣା । ଘର ଭିତରୁ ଗୋଟିଏ ପରିବାରର ୫ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ସ୍ୱାମୀ-ସ୍ତ୍ରୀ ଓ ତିନି ଜଣ ପିଲା । ଏଭଳି ହୃଦୟ ବିଦାରକ ଘଟଣା ବିହାର ସୁପୋଲ ଜିଲ୍ଲାରୁ ସାମନାକୁ ଆସିଛି । ସନ୍ଦେହଜନକ ଅବସ୍ଥାରେ ସମସ୍ତଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର…

ଅଗଷ୍ଟ ୧ରୁ ନିଟ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ମନ୍ତ୍ରଣାଳୟର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ଦ୍ଵାରା ପରିଚାଳିତ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ଆସନ୍ତା ଅଗଷ୍ଟ ୧ରୁ ନିକ୍ ପରୀକ୍ଷା କରାଯିବ। ଏକ ବିଜ୍ଞପ୍ତିରେ NTA କହିଛି ଯେ NEET (UG)ପରୀକ୍ଷା ଚଳିତ ବର୍ଷ ଅନଲାଇନ୍ ମୋଡରେ ହିନ୍ଦୀ ଏବଂ…

କେମିତି ଆହତ ହେଲେ ମମତା ? ସରକାରଙ୍କ ରିପୋର୍ଟକୁ ନେଇ ସନ୍ତୁଷ୍ଟ ନୁହଁନ୍ତି ନିର୍ବାଚନ କମିଶନ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ ହେବାକୁ ନେଇ ଉଷ୍ଣତା ବଢ଼ିବାରେ ଲାଗିଛି । ଦିଦି କେମିତି ଆହତ ହେଲେ ? ଏହା ଦୁର୍ଘଟଣା ନା ଆକ୍ରମଣ ? ପୋଲିସ ଯାଞ୍ଚରୁ ସେଭଳି କିଛି ସ୍ପଷ୍ଟ ହୋଇନଥିବା ବେଳେ ଦିଦି କରୁଥିବା ଆକ୍ରମଣ ଅଭିଯୋଗର କୌଣସି ପ୍ରମାଣ ବି ନାହିଁ ।…

କ୍ୱାଡ୍ ସମ୍ମିଳନୀରେ ଉଠିଲା ଭାରତ-ଚୀନ ପ୍ରସଙ୍ଗ

ନୂଆଦିଲ୍ଲୀ: ଶୁକ୍ରବାର ଭର୍ଚୁଆଲରେ କ୍ୱାଡ୍ ସମ୍ମିଳନୀ ବୈଠକ ହୋଇଥିଲେ । ଏଥିରେ ଏଲଏସରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା ପ୍ରସଙ୍ଗ ଉଠିଛି । ପ୍ରସଙ୍ଗରେ ସମସ୍ତ ଦେଶର ନେତା ଭାରତକୁ ସମର୍ଥନ କରିବା ସହ ସହାନୁଭୂତି ଜଣାଇଛନ୍ତି । ୨୦୨୧ ଜୁନରେ ବ୍ରିଟେନରେ ଜି୭ ଶିଖର ବୈଠକ ବେଳେ କ୍ୱାଡ୍…