Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଗୋଟିଏ ଓଭରରେ ୬ଟି ଛକା: ଯୁବରାଜଙ୍କ ରେକର୍ଡର ସମକକ୍ଷ ହେଲେ କିରଣ ପୋଲାର୍ଡ

ନୂଆଦିଲ୍ଲୀ: ଓ୍ୱେଷ୍ଟଇଣ୍ଡିଜ କ୍ୟାପଟେନ୍ କିରଣ ପୋଲାର୍ଡଙ୍କ ଧମାଲ୍ । ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-ଟ୍ୱେଣ୍ଟିରେ ବିସ୍ଫୋରକ ଇନିଂସ ଖେଳିଛନ୍ତି । ୬ଟି ବଲରେ ମାରିଛନ୍ତି ୬ଟି ଛକା । ଅର୍ଥାତ ଗୋଟିଏ ଓଭରରେ ପୋଲାର୍ଡଙ୍କ ବ୍ୟାଟରୁ ୩୬ ରନ୍ ବାହାରିଛି । ଟି-ଟ୍ୱେଣ୍ଟି ଇତିହାସରେ ଦ୍ୱିତୀୟ…

ସର୍ଜରୀ କରି ସୁନ୍ଦରୀ ହେବାକୁ ଚାହିଁଥିଲ‌େ ଏହି ମଡେଲ୍, ଦେଖନ୍ତୁ ଫ‌ଟ‌ୋ…

ନୂଆଦିଲ୍ଲୀ: ନିଜ ଗାଲକୁ ଦୁନିଆର ସବୁଠୁ ବଡ ଗାଲ ବୋଲି ଦାବି କରୁଥିବା ୟୁକ୍ରେନର ଜଣେ ମଡେଲ ଥ୍ରୋବ୍ୟାକ୍ ଚିତ୍ର ସେୟାର କରିଛନ୍ତି। ଯେଉଁଥିରେ ସେ କସମେଟିକ୍ ସର୍ଜରୀ କରିବା ପୂର୍ବ ଓ ପରର ଫ‌ଟୋ ଶେୟାର କରିଛନ୍ତି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ୟୁକ୍ରେନର ଏହି ମଡେଲଙ୍କ ନାମ…

IED ବିସ୍ଫୋରଣରେ ୨ ଯବାନ ସହିଦ, ୨ ଗୁରୁତର

ରାଞ୍ଚି: ଝାଡ଼ଖଣ୍ଡରେ ଆଇଇଡି ବିସ୍ଫୋରଣ ଘଟିଛି । ପଶ୍ଚିମ ସିଂହିଭୂମର ହୋୟାହତୁ ଗାଁ ନିକଟ ଜଙ୍ଗଲରେ ଏହି ବିସ୍ଫୋରଣ ଘଟିଛି । କମ୍ବିଂ ଅପରେସନ୍ ବେଳେ ହୋଇଥିବା ଆଇଇଡି ବିସ୍ଫୋରଣରେ ୨ ଜଣ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନ ଝାଡ଼ଖଣ୍ଡ ପୋଲିସର ବୋଲି ଜଣାପଡ଼ିଛି । ସୁରକ୍ଷାକର୍ମୀଙ୍କୁ…

କର୍ମଚାରୀଙ୍କ ଟିକା ଖର୍ଚ୍ଚ ବହନ କରିବ ଏହି କମ୍ପାନୀ

ନୂଆଦିଲ୍ଲୀ: ପ୍ରତିଷ୍ଠିତ ଆଇଟି କମ୍ପାନୀ ଇନଫୋସିସ୍ ଲିମିଟେଡ୍ ଏବଂ କନସଲଟିଂ ଓ ଆଉଟସ‌ୋର୍ସିଂ କମ୍ପାନୀ Accenture Plc ଭାରତରେ ସେମାନଙ୍କ କର୍ମଚାରୀଙ୍କ କୋଭିଡ ଟିକାକରଣ ଖର୍ଚ୍ଚ ବହନ କରିବେ ବୋଲି ସୂଚନା ଦେଇଛନ୍ତି। ଭାରତରେ ଟୀକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଠାରୁ…

୭୦ ଏକରରେ ନୁହେଁ ୧୦୭ ଏକର ଜମିରେ ନିର୍ମାଣ ହେବ ରାମ ମନ୍ଦିର ପରିସର

ଅଯୋଧ୍ୟା: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ଚାଲିଛି । ଶ୍ରୀରାମ ଜନ୍ମଭୂମି ଟ୍ରଷ୍ଟ ସୂଚନା ଅନୁସାରେ, ଏବେ ରାମ ମନ୍ଦିର ପରିସର ୧୦୭ ଏକର ଜମିରେ ନିର୍ମାଣ ହେବ । ପୂର୍ବରୁ ୭୦ ଏକର ଜାଗାରେ ନିର୍ମାଣ ନେଇ ସ୍ଥିର ହୋଇଥିଲା । ଟ୍ରଷ୍ଟ ଅନୁସାରେ, ରାମ ଜନ୍ମଭୂମି ପରିସର…

ଦେଶରେ ୧୮ ହଜାର ତଳକୁ ଖସିଲା ଦୈନିକ କର‌ୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କର‌ୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ଦିନକର‌େ ୧୮ ହଜାରରୁ କମ୍ ପଜିଟିଭ ଚିହ୍ନଟ ହ‌ୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ ଦିନକର‌େ ୧୭ ହଜାର ୪୦୭ କରୋନା ସଂକ୍ରମିତ ଚିହ୍ନଟ ହ‌ୋଇଥିବା ବେଳେ…

ସ୍ବାମୀ ସହ ରହିବାକୁ ପତ୍ନୀଙ୍କୁ ବାଧ୍ୟ କରାଯାଇପାରିବ ନାହିଁ: ସୁପ୍ରିମକ‌ୋର୍ଟ

ନୂଆଦିଲ୍ଲୀ: ପତ୍ନୀ କେବେବି ତା’ ସ୍ବାମୀର ଦାସୀ ନୁହେଁ। ଯଦି ଜଣେ ପତ୍ନୀ ନଚାହାଁନ୍ତି ତାହେଲେ ତାଙ୍କୁ ସ୍ବାମୀ ସହ ରହିବା ଲାଗି ବାଧ୍ୟ କରାଯାଇପାରିବ ନାହିଁ। କାରଣ ପତ୍ନୀ ପୁରୁଷର ଦାସୀ କିମ୍ବା ଅସ୍ଥାବର ସମ୍ପତ୍ତି ନୁହେଁ। ସୁପ୍ରିମକୋର୍ଟର ଜଷ୍ଟିସ୍ ସଞ୍ଜୟ କିଷାନ କୌଲ ଓ ହେମନ୍ତ…

ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଟସ୍ ଜିତି ବ୍ୟାଟିଂ କରୁଛି ଇଂଲଣ୍ଡ

ଅହମ୍ମଦାବାଦ: ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚ୍ । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ଇଂଲଣ୍ଡ । ଭାରତ ୨-୧ରେ ସିରିଜ ଆଗୁଆ ରହିଛି । ୫୫୦ତମ ଟେଷ୍ଟ ମ୍ୟାଚ୍ ଖେଳିବ ଭାରତ । ଏହି…

ପେଟ୍ରୋଲ ଓ ଡିଜେଲ ଉପରେ ୮ ଟଙ୍କା ୫୦ପ. ଟିକସ ହ୍ରାସ ସମ୍ଭବ: ରିପୋର୍ଟ

ନୂଆଦିଲ୍ଲୀ: ଯଦି ସରକାର ଚାହାଁନ୍ତି ତାହେଲେ ଅତି ସହଜରେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଲ୍କ ରେ ଲିଟର ପିଛା ୮.୫ ଟଙ୍କା ହ୍ରାସ କରିପାରିବ। ଯାହା ଫଳରେ ସରକାରଙ୍କ ରାଜସ୍ବ ଉପରେ ପ୍ରଭାବ ପଡିବ ନାହିଁ ବୋଲି ଆଇସିଆଇସିଆଇ ସିକ୍ୟୁରିଟିଜ ନିଜ ରିପୋର୍ଟରେ ଦାବି କରିଛନ୍ତି। ଏବେକା…

ନୂଆ ଡିଜିଟାଲ୍ ମିଡିଆ ଗାଇଡଲାଇନରେ ହସ୍ତକ୍ଷେପ କରିପାରିବେନି ରାଜ୍ୟ

ନୂଆଦିଲ୍ଲୀ: ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ସଂସ୍ଥାନ ଲାଗି ଦିଶା-ନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ-୨୦୨୧ର ଭାଗ ୩ ଅଧୀନରେ ସମସ୍ତ କ୍ଷମତା କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଲାଗୁ କରିବ । ଭାଗ-୩ରେ ରାଜ୍ୟ ସରକାର, ଜିଲ୍ଲାପାଳ କିମ୍ବା ପୋଲିସ…