Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଏଠାରେ କପେ ଚା’ର ଦାମ୍‌ ୧୦୦୦ ଟଙ୍କା

ନୂଆଦିଲ୍ଲୀ: ଚା ପିଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। କପେ ଚା'ସହିତ ଅନେକ ଲୋକଙ୍କର ସକାଳ ମଧ୍ୟ ଆରମ୍ଭ ହୋଇଥାଏ। କିନ୍ତୁ ଏବେ ଆପଣ ଯାହା ଶୁଣିବାକୁ ଯାଉଛନ୍ତି ତାହା ହୁଏତ ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ। ଏଠାରେ କପେ ଚା' ପିଇବାକୁ ୧୦୦୦ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଥାଏ। ହଁ…

ବୟସକୁ ନେଇ ସୋସିଆଲ ମିଡ଼ିଆରେ ଟ୍ରୋଲ୍ ହେଲେ ଶାହିଦ ଆଫ୍ରିଦି

ନୂଆଦିଲ୍ଲୀ : ଆଜି ଶାହିଦ ଆଫ୍ରିଦିଙ୍କ ଜନ୍ମଦିନ । ନିଜ ଜନ୍ମଦିନ ଅବସରରେ ଆଫ୍ରିଦି ଏକ ଟ୍ୱିଟ କରିଛନ୍ତି । ଏହି ଟ୍ୱିଟ୍ ପରେ ତାଙ୍କ ବୟସକୁ ନେଇ ସୋସିଆଲ ମିଡ଼ିଆରେ ଖୁବ ଟ୍ରୋଲ୍ କରାଯାଉଛି । ପାକିସ୍ତାନ କ୍ରିକେଟରେ ‘ଲାଲା’ ନାମରେ ପ୍ରସିଦ୍ଧ ଆଫ୍ରିଦି ଟ୍ୱିଟରେ ନିଜ ବୟସ ୪୪ ବର୍ଷ ବୋଲି…

ଅକ୍ଟୋବରରେ ହୋଇଥିବା ମୁମ୍ବାଇର ବିଦ୍ୟୁତ କାଟ୍‌ ପଛରେ ରହିଛି ଚୀନ୍‌ର ହାତ!

ନୂଆଦିଲ୍ଲୀ: ଗତ ବର୍ଷ ଜୁନ୍ ମାସରେ ଲଦାଖର ଗାଲଭାନ୍ ଘାଟିରେ ଚୀନ୍‌ ଏବଂ ଭାରତୀୟ ସେନାଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏହି ଘଟଣାର ପ୍ରାୟ ୧୦ ମାସ ପରେ ସୀମାରେ ଥିବା ଉତ୍ତେଜନାକୁ ହ୍ରାସ କରିବାକୁ ଦୁଇ ସୈନ୍ୟଙ୍କ ମଧ୍ୟାର ଏକ ଚୁକ୍ତିନାମା ହୋଇଥିଲା ଯାହାପରେ ସେମାନେ ଏଥିରୁ…

ପୂର୍ବତନ ବୋଲର ସଲିଲ ଅଙ୍କୋଲା କୋଭିଡ ୧୯ରେ ସଂକ୍ରମିତ,ପୋଷ୍ଟ ଲେଖି କହିଲେ- ‘ଏହା ଅତ୍ୟନ୍ତ ଭୟାନକ’

ମୁମ୍ବାଇ: ଅଭିନେତା ତଥା ପୂର୍ବତନ ବୋଲର ସଲିଲ ଅଙ୍କୋଲାଙ୍କ କୋଭିଡ-୧୯ ଟେଷ୍ଟ ପଜିଟିଭ ବୋଲି ଜଣାପଡିଛି । ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ସେ ଏହାର ସୂଚନା ଦେଇଛନ୍ତି । ସଲିଲ ତାଙ୍କ ଇନଷ୍ଟାଗ୍ରାମରେ ହସପିଟାଲର ଏକ ଫଟୋ ସେୟାର କରିଛନ୍ତି । କୋଭିଡ ୧୯ ଦ୍ୱାରା ସଂକ୍ରମିତ ହେବା ପରେ…

ଟିକା ନେବା ପରେ ନର୍ସଙ୍କଠାରୁ ଏହି ବିଷୟରେ ପଚାରି ବୁଝିଥିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ସୋମବାର ଦିନ ଭାରତରେ ଦ୍ବିତୀୟ ପର୍ଯ୍ୟାୟ କରୋନାଭାଇରସ୍ ଟିକାକରଣ ଆରମ୍ଭ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ବ୍ୟକ୍ତି ଭାବରେ କୋଭିଡ୍‌-୧୯ ଟିକା ଗ୍ରହଣ କରିଛନ୍ତି। ଦିଲ୍ଲୀର AIIMS ରେ ଆଜି ଭାରତ ବାୟୋଟେକର କୋଭାକ୍ସିନ ଟିକା ନେଇଛନ୍ତି ପ୍ରଧାନମନ୍ତ୍ରୀ…

ଟିଏମସି ସାଂସଦ ନୁସରତ ଜହାନ କରୋନା ସଂକ୍ରମିତ, ସମସ୍ତ କାର୍ଯ୍ୟକ୍ରମ ବାତିଲ

ନୂଆଦିଲ୍ଲୀ: ବଙ୍ଗଳା ନିର୍ବାଚନ ପୂର୍ବରୁ ଅଭିନେତ୍ରୀ ତଥା ଟିଏମସି ସାଂସଦ ନୁସରତ ଜହାନ କୋଭିଡ୍ ୧୯ ରେ ସଂକ୍ରମିତ ହୋଇଛନ୍ତି । ଏହି ଖବର ସାମ୍ନାକୁ ଆସିବା ପରେ ନୁସରତଙ୍କର ସମସ୍ତ ମିଟିଙ୍ଗ୍ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ନୁସରତଙ୍କର କରୋନା ପଜିଟିଭ୍ ହେବାର ପ୍ରଭାବ…

ପୁଣି ବଢ଼ିଲା ଏଲପିଜି ଗ୍ୟାସ୍ ସିଲିଣ୍ଡର୍ ଦାମ୍

ନୂଆଦିଲ୍ଲୀ: ଏଲପିଜି ଗ୍ୟାସ ସିଲିଣ୍ଡର ଦାମ ପୁଣିଥରେ ବୃଦ୍ଧି ପାଇଛି । ଯେଉଁଥିପାଇଁ ସାଧାରଣ ଜନତାଙ୍କୁ ଝଟକା ଲାଗିଛି । ସୋମବାର ମାର୍ଚ୍ଚ ୧ ତାରିଖକୁ ଏଲ୍ପିଜି ଗ୍ୟାସ ସିଲିଣ୍ଡର ଦାମ ପୁଣି ୨୫ ଟଙ୍କା ବୃଦ୍ଧି ପାଇଛି । ସପ୍ତାହେ ମଧ୍ୟରେ ଦୁଇଥର ସିଲିଣ୍ଡର ଦାମ ବୃଦ୍ଧି ପାଇଛି । ଦର ଦାମ…

ସର୍ଜରୀ ପରେ ଫଟୋ ସେୟାର କଲେ ବିଗ୍ ବି

ମୁମ୍ୱାଇ: ସର୍ଜରୀ ସସପେନ୍ସ ଉପରୁ ପରଦା ହଟାଇଲେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ । ବ୍ଲଗ ଯୋଗେ ନିଜ ଫ୍ୟାନଙ୍କ ସହ ସ୍ୱାସ୍ଥ୍ୟବସ୍ଥା ସେୟାର କରିଛନ୍ତି । ବିଗ ବି କହିଛନ୍ତି ତାଙ୍କ ଆଖିରେ ସେ ଅସ୍ତ୍ରୋପଚାର କରାଇଛନ୍ତି । ଏବେ ସେ ସୁସ୍ଥ ଅଛନ୍ତି । ସୁସ୍ଥତା କାମନା ସହ ତାଙ୍କ ପାଇଁ…

ମାର୍ଚ୍ଚ ୩୧ ଯାଏଁ ବଢିଲା ଲକଡାଉନ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବାକୁ ଯାଇ ତାମିଲନାଡୁ ସରକାର ମାର୍ଚ୍ଚ ୩୧ ଯାଏଁ ଲକଡାଉନ ବୃଦ୍ଧି କରିଛନ୍ତି। ହେଲେ ଅଫିସ, ଦୋକାନ, ଶିଳ୍ପ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡିକରେ କାର୍ଯ୍ୟ ଜାରି ରହିବ। ରାଜ୍ୟ ସରକାର ନୂଆ ନିର୍ଦ୍ଦେଶରେ କରୋନା କଟକଣାକୁ କଡାକଡି ଭାବେ ପାଳନ…

ଦେଶରେ ଦିନକରେ ୧୫ ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୧୧ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି କରୋନା । ଦୈନିକ ସଂକ୍ରମିତ ଓ କୋଭିଡ୍ ଆକ୍ଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ହଜାର ୫୧୦ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୨୮୮ ସଂକ୍ରମିତ । ଦେଶରେ କରୋନା…