Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଟ୍ରକ ଓଲଟି ପଡ଼ିବାରୁ ୧୫ ଶ୍ରମିକଙ୍କ ଅକାଳ ବିୟୋଗ

ମୁମ୍ୱାଇ: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓଲଟିବାରୁ ୧୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ଦୁଇ ଜଣ । ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଗତକାଲ ରାତିରେ ଏହି ଦୁର୍ଘଟଣା ଘଟିଛି । କୁହାଯାଉଛି ଟ୍ରକରେ ଯାଉଥିବା ସମସ୍ତ ଲୋକ ଶ୍ରମିକ ଶ୍ରେଣୀର । ଅମୃତଭଣ୍ଡା…

ଉତ୍ତରାଖଣ୍ଡ ଚମୋଲିରେ ମୃତ୍ୟୁସଂଖ୍ୟା ୫୩କୁ ବୃଦ୍ଧି, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଡେରାଡୁନ୍: ଉତ୍ତରାଖଣ୍ଡ ତପୋବନ ପ୍ରାକୃତିକ ବିପର୍ଯ୍ୟୟରେ ଏଯାବତ୍ ୫୩ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ତପୋବନ ଏନଟିପିସି ସୁଡ଼ଙ୍ଗରୁ ଆଉ ୮ ଜଣଙ୍କ ମୃତଦେହ ମିଳିଥିବା ବେଳେ ବାହାରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୁଡ଼ଙ୍ଗ ଭିତରେ ପ୍ରାୟ ୩୫ ଜଣ ଫସି ରହିଥିବା ଆଶଙ୍କା…

ସପ୍ତାହର ପ୍ରଥମ ଦିନରୁ ମହଙ୍ଗା ମାଡ଼, ବଢ଼ିଲା ଏଲପିଜି ସହ ତୈଳଦର

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ଦରବୃଦ୍ଧି । ଗୃହିଣୀଙ୍କ ମୁଣ୍ଡରେ ଚଡ଼କ । ସପ୍ତାହ ଆରମ୍ଭର ପ୍ରଥମ ଦିନରୁ ଦେଶବାସୀଙ୍କ ଉପରେ ମହଙ୍ଗା ମାଡ଼ର ଆଉ ଏକ ପ୍ରହାର ପଡ଼ିଛି । ରୋଷେଇ ସିଲିଣ୍ଡର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ୨୬ ପଇସା ପ୍ରତି ଲିଟର ପିଛା…

୫୦ ଟଙ୍କା ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ : ମହଙ୍ଗା ହେଲା ଏଲପିଜି ଗ୍ୟାସ୍‌ ସିଲିଣ୍ଡର । ଏବେ ସିଲିଣ୍ଡର ପିଛା ଦର ୫୦ ଟଙ୍କା ମହଙ୍ଗା ହୋଇଛି । ସବସିଡି ଗ୍ୟାସ୍‌ ସିଲିଣ୍ଡରରେ ଏହି ମୂଲ୍ୟ ବୃଦ୍ଧି ହୋଇଥିବା ବେଳେ, ରବିବାର ମଧ୍ୟ ରାତ୍ରରୁ ନୂଆଦିଲ୍ଲୀରେ ନୂଆ ଦର ଲାଗୁ ହେବ ବୋଲି ଘୋଷଣା କରାଯାଇଛି । ବର୍ଦ୍ଧିତ ଦର କେବଳ…

୭ ଲକ୍ଷ କୋଟି ଟଙ୍କାର ମହାବିନାଶକ ପରମାଣୁ କ୍ଷମତା ସମ୍ପନ୍ନ ମିସାଇଲ କିଣିବ ଆମେରିକା

ୱାଶିଂଟନ: ଚୀନର ଦୁଃସାହସକୁ ରୋକିବା ପାଇଁ ଆମେରିକା କଡା ପଦକ୍ଷେପ ଗ୍ରହଣ କରିଛି । ରିପୋର୍ଟ ମୁତାବକ ଆମେରିକା ୭ଲକ୍ଷ କୋଟି ଟଙ୍କା ବ୍ୟୟରେ ବେଜିଂ ପର୍ଯ୍ୟନ୍ତ ମାଡ କରିପାରୁଥିବା ମହାବିନାଶକ ପରମାଣୁ ମିସାଇଲ କିଣିବ । ୧୦୦୦୦ କିଲୋମିଟର ଦୂରତା ଯାଇପାରୁଥିବା ଏହି ମିସାଇଲ ପିନ ପଂଏଟ…

ପ୍ରଥମ ଡୋଜ୍ ଟିକା ନେଇ ନଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ବଢ଼ିଲା ଅବଧି

ଭୁବନେଶ୍ୱର : ପ୍ରଥମ ଡୋଜ୍ ଟିକା ନେଇ ନଥିବା ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବଢ଼ିଲା ଟିକାକରଣ ଅବଧି । ଫେବ୍ରୁଆରୀ ୨୫ ସୁଦ୍ଧା ଏମାନଙ୍କୁ ଟିକା ନେବାକୁ କୁହାଯାଇଛି । ଫେବ୍ରୁଆରୀ ୧୩ ତାରିଖ ସୁଦ୍ଧା ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ୍ କୋଭିଡ୍ ଟିକା ଦେବା ପାଇଁ ଲକ୍ଷ୍ୟ ରକ୍ଷାଯାଇଥିଲା…

ନ୍ୟୁଜିଲ୍ୟାଣ୍ଡରେ ନୂଆ ଭାଇରସ, ଅକଲ୍ୟାଣ୍ଡରେ ଲାଗୁହେଲା ଲକଡାଉନ୍

ନ୍ୟୁଜିଲ୍ୟାଣ୍ଡ : ନ୍ୟୁଜିଲ୍ୟାଣ୍ଡର ସବୁଠୁ ବଡ଼ ସହର ଅକଲ୍ୟାଣ୍ଡରେ ଲାଗୁ ହେଲା ତିନି ଦିନଆ ଲକଡାଉନ୍ । ଆଜି ମଧ୍ୟରାତ୍ରରୁ ତିନି ଦିନ ପାଇଁ ଲକଡାଉନ୍ ଘୋଷଣା କରାଯାଇଛି । ନୂଆ ଭାଇରସ ସାମ୍ନାକୁ ଆସିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜସିଣ୍ଡା ଆର୍ଡର୍ଣ୍ଣ…

FASTag ନାହିଁ କି ? ଫେବ୍ରୁଆରୀ ୧୬ରୁ ଟୋଲ୍ ପ୍ଲାଜାରେ ଦେବେ ଦୁଇ ଗୁଣା ଟଙ୍କା

ନୂଆଦିଲ୍ଲୀ: ଜାତୀୟ ରାଜପଥରେ ଥିବା ଟୋଲଗେଟ୍ ଦେଇ ଯାଉଛନ୍ତି କି ? ଆପଣଙ୍କ ଗାଡ଼ିରେ ଫାଶଟ୍ୟାଗ ଥିବା ନିହାତି ଆବଶ୍ୟକ । ନଚେତ୍ ଆପଣଙ୍କୁ ଦୁଇ ଗୁଣା ଟଙ୍କା ଦେବାକୁ ପଡ଼ିବ । କାରଣ ଫେବ୍ରୁଆରୀ ୧୫ ତାରିଖ ମଧ୍ୟରାତ୍ରୀରୁ ଲାଗୁ ହେବ ଫାଶଟ୍ୟାଗ ଲାଗୁ ହେବ । ଅର୍ଥାତ ୧୬ ତାରିଖରୁ ଫାଶଟ୍ୟାଗ…

ସେନାରେ ସାମିଲ ହେଲା ୧୧୮ ଅର୍ଜୁନ ଟ୍ୟାଙ୍କ

ନୂଆଦିଲ୍ଲୀ : ଶତୃଙ୍କୁ ସାବାଡ କରିବା ପାଇଁ ସଶକ୍ତ ହେଉଛି ଭାରତୀୟ ସେନା । ଏଥିପାଇଁ ଭାରତୀୟ ସେନାରେ ସାମିଲ ହୋଇଛି ଶକ୍ତିଶାଳୀ ଯୋଦ୍ଧା ଟ୍ୟାଙ୍କ ଅର୍ଜୁନ ମାର୍କ (1A)। ଚେନ୍ନାଇର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ଉଦେଶ୍ୟରେ ଅର୍ଜୁନ ଟ୍ୟାଙ୍କକୁ…

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତ୍ୟୁସଂଖ୍ୟା ୫୦କୁ ବୃଦ୍ଧି

ଚମୋଲି : ଉତ୍ତରାଖଣ୍ଡର ଚମୋଲିରେ ଭୁସ୍ଖଳନ ଘଟଣାରେ ମୃତ୍ୟୁସଂଖ୍ୟା ୫୦କୁ ବୃଦ୍ଧି ପାଇଛି । ଆଜି ମଧ୍ୟାହ୍ନ ସୁଦ୍ଧା ତପୋବନ ଟନେଲରୁ ଆଉ ୧୨ଟି ଶବ ଉଦ୍ଧାର କରାଯିବା ପରେ ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି । ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସହ ଅନେକ କାଦୁଅରେ ଫସି ରହିଥିବା…