Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆଜି କେନ୍ଦ୍ର ଏବଂ କୃଷକଙ୍କ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ଆଜି କୃଷି କେନ୍ଦ୍ର ସରକାରଙ୍କ ସହ ନୂତନ କୃଷି ନିୟମକୁ ବିରୋଧ କରି ଅଷ୍ଟମ ପର୍ଯ୍ୟାୟ ଆଲୋଚନା ହେବ। ଗୁରୁବାର ଦିନ କେନ୍ଦ୍ର ସହ ଆଲୋଚନା ପୂର୍ବରୁ ଚାଷୀଭାଇମାନେ ଦିଲ୍ଲୀ ସୀମାରେ ଏକ ପଦଯାତ୍ରା କରି ତାଙ୍କ ଦାବି ପୂରଣ ନହେବା ପର୍ଯ୍ୟନ୍ତ ବିରୋଧ ଜାରି ରଖିବାକୁ ଆହ୍ବାନ…

ସଡିନୀ ଟେଷ୍ଟ: ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୩୩୮ ରନରେ ଅଲଆଉଟ୍

ସିଡନୀ: ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୩୮ ରନରେ ଅଲଆଉଟ୍ ହୋଇଛି ଅଷ୍ଟ୍ରେଲିଆ । ଆଜି ମ୍ୟାଚର ଦ୍ୱିତୀୟ ଦିନ । ଅଷ୍ଟ୍ରେଲିଆ ପକ୍ଷରୁ ଷ୍ଟିଭେନ୍ ସ୍ମିଥ ସର୍ବାଧିକ ୧୩୧ ରନ୍ ହାସଲ କରିଛନ୍ତି । ମାର୍ଣ୍ଣସ ଲାବୁସେନ୍ ୯୧ରନ୍ ଓ ଓ୍ୱିଲ ପୁକୋଭସ୍କି ୬୨ ରନ୍ କରିଛନ୍ତି । ଷ୍ଟିଭେନ୍…

ଦିନକର‌େ ଦେଶରୁ ୧୮ ହଜାରରୁ ଅଧିକ କର‌ୋନା ଆକ୍ରାନ୍ତ ଚିହ୍ନଟ, ୨୩୪ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୩୯ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କ‌ୋଟି ୦୪ ଲକ୍ଷ ୧୩ ହଜାର ୪୧୭କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଆଉ ୨୩୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି…

ଦେଶର ସବୁ ଜିଲ୍ଲାରେ ଆଜି ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍

ନୂଆଦିଲ୍ଲୀ: କରୋନା ଟିକା ଆସିବା ପୂର୍ବରୁ ଅଭ୍ୟାସ । ଆଜି ଦେଶରେ ଟିକାକରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ କରାଯାଉଛି । ଏକାସଙ୍ଗେ ରିହରସାଲ୍ ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସବୁ ଜିଲ୍ଲା ଓ ମହାନଗର ନିଗମରେ ଡ୍ରାଏ ରନ୍ କରାଯିବ । ଉପଖଣ୍ଡ ଚିକିତ୍ସାଳୟ, ଗୋଷ୍ଠୀ…

ମାସୁଦ ଆଝାରଙ୍କ ବିରୋଧରେ ଗିରଫ ୱାରେଂଟ ଜାରି କଲା ଏଟିସି

କରାଚୀ: ଜୈଶ-ଇ-ମହମ୍ମଦ ମୁଖ୍ୟ ତଥା ଆତଙ୍କବାଦୀ ମାସୁଦ ଆଝାରଙ୍କ ବିରୋଧରେ ପାକିସ୍ତାନ ଆତଙ୍କବାଦୀ ନିରୋଧୀ କୋର୍ଟ ଗିରଫ ୱାଂରେଟ ଜାରି କରିଛନ୍ତି । ଗଜରାନୱାଲ ଆତଙ୍କବାଦୀ ନିରୋଧୀ କୋର୍ଟ ଜେଏଏମ ଆଝାରଙ୍କ ସମେତ ଆଉ କେତେକ ସଦସ୍ୟଙ୍କ ବିରୋଧରେ ୱାଂରେଟ ଜାରି କରିଛି । ଫେବୃୟାରୀ ୨୦୧୯ରେ…

ଜୁଲାଇ ୩ରେ ଜେଇଇ ଆଡଭାନ୍ସଡ ପରୀକ୍ଷା

ନୂଆଦିଲ୍ଲୀ: ଜେଇଇ ଆଡଭାନ୍ସଡ ପରୀକ୍ଷା ଆସନ୍ତା ଜୁଲାଇ ୩ ତାରିଖରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ଘୋଷଣା କରିଛନ୍ତି। ଏହି ଅବସରରେ ଗୁରୁବାର ସେ କହିଛନ୍ତି ଯେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ରେ ଆଡମିଶନ ପାଇଁ ଦ୍ୱାଦଶ ଶ୍ରେଣୀ…

ଟ୍ରମ୍ପଙ୍କ ଅସୁବିଧା ବଢ଼ିଲା, ଗିରଫ ୱାରେଂଟ ଜାରି କଲା ଇରାକ କୋର୍ଟ

ୱାଶିଂଟନ: ଆମେରିକା ସଂସଦ ଉପରେ ହିଂସାତ୍ମକ ଆକ୍ରମଣ ନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅସୁବିଧାରେ ପଡିଥିବା ବେଳେ ଏବେ ଆଉ ଘଟଣା ଏହାକୁ ଦ୍ୱିଗୁଣିତ କରିଛି । ଇରାକ କୋର୍ଟ ଇରାନର ପ୍ରଭାବଶାଳୀ ଜେନେରାଲ କ୍ୱାସିମ ସୁଲେମାନ ଓ ନିଜ ଦେଶର ମିଲିଶିୟା ନେତାଙ୍କ ହତ୍ୟା ପଛରେ…

ବ୍ୟାଙ୍କରେ ଟଙ୍କା ଉଠାଣ ପାଇଁ ପହଂଚିଲା ମୃତକ

ପାଟନା: ବିହାରର ରାଜଧାନୀ ପାଟନାର ଏକ ଗାଁରେ ଚକିତର ଘଟଣା ସାମ୍ନାକୁ ଆସିଛି । ଟଙ୍କା ଉଠାଇବାକୁ ଜଣେ ମୃତ ବ୍ୟକ୍ତି ବ୍ୟାଙ୍କରେ ପହଂଚିଥିଲା । ଏପରି ଘଟଣା ବ୍ୟାଙ୍କ କର୍ମଚାରୀଙ୍କ ହୋସ୍ ଉଡାଇଥିଲାବଳେ ଏହା ପଛର କାରଣ ଜାଣିଲେ ଆପଣ ବି ତାଜୁବ ହୋଇଯିବେ । ସିଗରିୟାୱାଁ ଗାଁରେ ବାସିନ୍ଦା…

କୃଷକ ଆନ୍ଦୋଳନ ନେଇ ଚିନ୍ତା ବ୍ୟକ୍ତ କଲେ ସୁପ୍ରିମକୋର୍ଟ, ଆନ୍ଦୋଳନ ଯୋଗୁ ତବଲିଘ ଜମାତ ଭଳି ପରିସ୍ଥିତି ସୃଷ୍ଟି ନ ହେଉ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ କୃଷି ନିୟମକୁ ନେଇ କୃଷକ ଆନ୍ଦୋଳନ ଜୋର ଧରିଛି । ଏ ନେଇ ଗୁରୁବାର ମାନ୍ୟବର ସୁପ୍ରିମକୋର୍ଟ ଚିନ୍ତା ବ୍ୟକ୍ତ କରିଛନ୍ତି । ସିଘୁଂ ସୀମାରେ ଯେଉଁଭଳି ଢ଼ଙ୍ଗରେ ଆନ୍ଦୋଳନ ଚାଲିଛି ଏହା ତବଲିଘ ଜମାତ ଭଳି ପରିସ୍ଥିତି ସୃଷ୍ଟି କରିବା ଆଶଙ୍କା ରହିଛି । ଆନ୍ଦୋଳନ…

ଜାତୀୟ ସଙ୍ଗୀତ ଗାଉଥିଲାବେଳେ କାହିଁକି କାନ୍ଦିଥିଲେ ସିରାଜ ?

ଭୁବନେଶ୍ୱର: ସିଡନୀରେ ଖେଳିବା ପୂର୍ବରୁ ଚର୍ଚ୍ଚାରେ ରହିଥିଲେ ଭାରତୀୟ କ୍ରିକେଟ୍ ଦଳର ଦୃତ ବୋଲର୍ ମହମ୍ମଦ ସିରାଜ । ଅଷ୍ଟ୍ରେଲିଆ ବିରୋଧରେ ଆଜିଠୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଥିଲାବେଳେ ସିରାଜ ପ୍ରଥମ ୱିକେଟ୍ ଅକ୍ତିଆର କରିଥିଲେ । ତେବେ ମ୍ୟାଚ୍ ପୂର୍ବରୁ ଜାତୀୟ ସଙ୍ଗୀତ…