Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମୁମ୍ବାଇ: ବିବାହ ସମାରୋହରେ ସିଲିଣ୍ଡର ଫାଟି ୨୦ ଜଣ ଆହତ

ମୁମ୍ବାଇ: ମୁମ୍ବାଇର ଲାଲବାଗ ଅଞ୍ଚଳରେ ବିବାହ ସମାରୋହରେ ଏକ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ହେତୁ ଅନେକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ସୂଚନାନୁସାରେ, ଗଣେଶ ଗଳିର ସାରଙ୍ଗ ବିଲଡିଂରେ ଏହି ବିସ୍ଫୋରଣ ଘଟିଛି।…

ଭୂକମ୍ପ ପ୍ରତିରୋଧକ, ପେପର ଲେସ୍ ଅଫିସ: ଜାଣନ୍ତୁ ନୂତନ ସଂସଦ ଭବନ ବିଲଡିଂର ବିଶେଷତ୍ୱ

ନୂଆଦିଲ୍ଲୀ: ଆସନ୍ତା ୧୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୦୨୨ ସୁଦ୍ଧା ନୂତନ ସଂସଦ ଭବନ କାର୍ୟ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିବର୍ଷ ସଂସଦ ଅଧିବେଶନ ନୂଆ ବିଲଡିଂରେ ଅନୁଷ୍ଠିତ ହେବ…

ବାବାସାହେବ ଆମ୍ବେଦକରଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପିଏମ୍‌ ମୋଦୀ; କହିଲେ ଆମ୍ବେଦକରଙ୍କ ସ୍ୱପ୍ନକୁ…

ନୂଆଦିଲ୍ଲୀ: ଆଜି ଭାରତର ସମ୍ବିଧାନର ସ୍ଥପତି ଡକ୍ଟର ଭୀମ୍‌ରାଓ ରାମଜୀ ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ। ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ୬୫ ତମ ମହାପରିନିର୍ବାଣ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

କ୍ୟାମେରା ସମ୍ମୁଖରେ କୋଭିଡ୍‌ ଟିକା ନେଲେ ମୁଁ ଖୁସି ହେବି; ହୁ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଶୁକ୍ରବାର କହିଛନ୍ତି ଯେ ଆମେରିକାର ଅନେକ ପୂର୍ବତନ ରାଷ୍ଟ୍ରପତିଙ୍କ ପରି ସେ ମଧ୍ୟ କରୋନାଭାଇରସ୍ ଟିକା ପାଇ ଖୁସି ହେବେ। ହୁ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଗେବ୍ରେଏସସ୍ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ…

‘ଏସିଆନ୍ ଅଫ୍ ଦି ଇୟର’ରେ ସ୍ଥାନ ପାଇଲେ ସେରମ୍ ଇନଷ୍ଟିଚ୍ୟୁଟର ସିଇଓ ଆଦର ପୁନାୱାଲା

ନୂଆଦିଲ୍ଲୀ:କୋଭିଡ୍‌-୧୯ ମହାମାରୀର ମୁକାବିଲା ପାଇଁ ସିଙ୍ଗାପୁରର ଅଗ୍ରଣୀ ଦୈନିକ ଦି ଷ୍ଟ୍ରାଇଟ୍ସ ଟାଇମ୍ସ ଦ୍ୱାରା ପ୍ରକାଶିତ "ଏସିଆନ୍ ଅଫ୍ ଦି ଇୟର"ରେ ୬ ଜଣଙ୍କ ମଧ୍ୟରେ ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

ଭାରତରେ ଜରୁରୀ ଟିକାକରଣ ଅନୁମତି ମାଗିଲା ଫାଇଜର୍

ନୂଆଦିଲ୍ଲୀ: ଭାରତରେ ଟିକାକରଣ ପାଇଁ ଅନୁମତି ମାଗିଛି ଆମେରିକୀୟ ଟିକା ନିର୍ମାତା କମ୍ପାନୀ ଫାଇଜର। ଏନେଇ ଡ୍ରଗ୍‌ସ୍‌ କଣ୍ଟ୍ରୋଲର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ(DCGI) ଅନୁମୋଦନ ପାଇଁ ଆବେଦନ କରିଛି ଫାଇଜର । ଏହି ଟିତା ୯୫ ପ୍ରତିଶତ ସୁରକ୍ଷିତ ବୋଲି ଟ୍ରାଏଲ ବେଳେ ଦାବି କରିଥିଲା କମ୍ପାନୀ ।…

ଦିନକରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୩୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ଏବେ ଦୈନିକ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ଲକ୍ଷ ୧ହଜାର ୬୩ଟି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୩୬ହଜାର ୧୧ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୪୪ହଜାର ୨୨୨କୁ…

କଂଗ୍ରେସ ସହ ମେଣ୍ଟ କରି ପଶ୍ଚାତାପ କରୁଛନ୍ତି ଏଚ୍. ଡି. କୁମାରସ୍ୱାମୀ

ନୂଆଦିଲ୍ଲୀ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍. ଡି. କୁମାରସ୍ୱାମୀଙ୍କ ବଡ଼ ବୟାନ । କଂଗ୍ରେସ ଉପରେ ଲଗାଇଛନ୍ତି ଗୁରୁତର ଅଭିଯୋଗ । କଂଗ୍ରେସ ସହ ମେଣ୍ଟ କରି ସେ ବରବାଦ ହୋଇଛନ୍ତି । ସବୁ କିଛି ହରାଇଛନ୍ତି । ବିଜେପିକୁ ସମର୍ଥନ ଦେଇଥିଲେ ଓ ସମ୍ପର୍କ ଭଲ ରଖିଥିଲେ ଏବେ ବି…

ନେଦରଲ୍ୟାଣ୍ଡରେ ବୋଇତ ବନ୍ଦାଣ ଉତ୍ସବ ପାଳିତ

ଆମଷ୍ଟରଡ଼ମ : ନେଦରଲ୍ୟାଣ୍ଡ ସ୍ଥିତ ଓଡ଼ିଆ ସାମାଜିକ ଓ ସାଂସ୍କୃତିକ ସଂଘ (ଓ ସ କା ନ ) ତରଫରୁ ଚଳିତ ବର୍ଷ ପବିତ୍ର କାର୍ତିକ ପୁର୍ଣିମା ପର୍ବ ଏବଂ ବୋଇତ ବନ୍ଦାଣ ଉତ୍ସବ ଏକ ଅନନ୍ୟ ଶୈଳୀରେ ପାଳନ କରାଯାଇଥିବା ଜଣାଯାଇଛି | ବିଗତ ୪ବର୍ଷ ହେଲା ଏଠାକାର ପ୍ରବାସୀ ଓଡ଼ିଆ ମାନେ ସପରିବାର ସହିତ…

ଘରୋଇ ଟିଭି ଚ୍ୟାନେଲ ପାଇଁ ସରକାର ଜାରି କଲେ ମାର୍ଗଦର୍ଶିକା

ନୂଆଦିଲ୍ଲୀ:ଘରୋଇ ଟିଭି ଚ୍ୟାନେଲଗୁଡ଼ିକ ପାଇଁ ସରକାର ଜାରି କରିଛନ୍ତି ମାର୍ଗଦର୍ଶିକା। ଘରୋଇ ଟିଭି ଚ୍ୟାନେଲରେ ପ୍ରଦର୍ଶିତ ହେଉଥିବା ଅନଲାଇନ ଗେମିଂ, ଫାଣ୍ଟାସି ସ୍ପୋର୍ଟସ ଆଦି ସହିତ ଜଡ଼ିତ ସମସ୍ତ ବିଜ୍ଞାପନରେ ଭାରତୀୟବିଜ୍ଞାପନ ମାନକ ପରିଷଦ (ଏଏସସିଆଇ) ପକ୍ଷରୁ ଜାରିକରାଯାଇଥିବା…