Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବନ୍ଦ ହୋଇଗଲା ଏସବିଆଇ ୟୋନୋ ଆପ୍

ମୁମ୍ବାଇ: ବନ୍ଦ ହୋଇଗଲା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସବିଆଇ)ର ମୋବାଇଲ ବ୍ୟାଙ୍କିଙ୍ଗ ଆପ୍‌ ‘ୟୋନୋ' । ଏନେଇ ଏସବିଆଇ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ସିଷ୍ଟମରେ ବୈଷୟିକ ତ୍ରୁଟି ଯୋଗୁ ସର୍ଭିସ୍‌ରେ ଅବ୍ୟବସ୍ଥା ହୋଇଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ବ୍ୟାଙ୍କିଙ୍ଗ ଆପ୍‌ ନ…

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ସହ ମିଶି ଭାରତ ବିରୋଧରେ ଭୟାନକ ଷଡଯନ୍ତ୍ର ରଚୁଛି ତୁର୍କୀ!

ଏଥେନ୍ସ: କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ସହ ମିଶି ଭାରତ ବିରୋଧରେ ଭୟାନକ ଷଡଯନ୍ତ୍ର ରଚୁଛନ୍ତି ତୁର୍କୀ ରାଷ୍ଟ୍ରପତି ରିକେପ ଟାଇପ ଏରୋଡଗାନ । ଗ୍ରୀସର ଜଣାଶୁଣା ପତ୍ରକାର ଆଣ୍ଡ୍ରିଆନ୍ସ ମାଉଂଟଜରୋଲିଙ୍କ ପ୍ରକାଶିତ ରିପୋର୍ଟ ଅନୁସାରେ ସିରିୟାର ଆତଙ୍କବାଦୀଙ୍କୁ ପଠାଇବା…

କରୋନା ଟିକା ନେବେ ପୂର୍ବତନ ରାଷ୍ଟ୍ରପତି, ଟିଭିରେ ହେବ ଲାଇଭ୍ !

ଓ୍ୱାସିଂଟନ୍: ଲୋକଙ୍କ ପାଖରେ ପହଞ୍ଚିବ କରୋନା ଭ୍ୟାକସିନ୍ । ଏନେଇ ବିଭିନ୍ନ ଦେଶ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଲୋକଙ୍କ କରୋନା ଟିକା ନେବା ସମୟ ଆସିଗଲାଣି । ବ୍ରିଟେନରେ କିଛି ଦିନରେ ଟୀକାକରଣ କରାଯିବ । ଫାଇଜର ଭ୍ୟାକସିନ୍ ବ୍ୟବହାର କରିବା ପାଇଁ ବ୍ରିଟେନ ସରକାର ଅନୁମତି ଦେଇଛନ୍ତି ।…

ଭାରତରେ କେବେ ମିଳିବ କରୋନା ଭ୍ୟାକସିନ; ଉତ୍ତର ଦେଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଭାରତରେ କରୋନା ଟିକା ମିଳିବା ନେଇ ଖୁସି ଖବର ଦେଇଛନ୍ତି ଏମ୍ସ ଦିଲ୍ଲୀର ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ। ସେ ସୂଚନା ଦେଇ କହିଛନ୍ତି ଯେ ଭାରତରେ କରୋନା ଟିକା ପରୀକ୍ଷା ଶେଷ ପର୍ଯ୍ୟାୟରେ ଅଛି। ଏହି ମାସ ଶେଷ କିମ୍ବା ଆସନ୍ତା ମାସ ଆରମ୍ଭରେ ସଫଳତା ମିଳିବାର ଆଶା ରହିଛି।…

ସରକାରଙ୍କ ତରଫରୁ ଦିଆଯାଇଥିବା ଖାଦ୍ୟ ଖାଇଲେନି ଚାଷୀ ନେତା, ସିଂଘୁ ବୋର୍ଡରରୁ ଆସିଲା ଲଞ୍ଚ

ନୂଆଦିଲ୍ଲୀ: କୃଷକ ଓ ସରକାରଙ୍କ ମଧ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ଆଲୋଚନା । ଦୀର୍ଘ ସମୟ ହେବ ମାରାଥନ ବୈଠକ କରାଯାଉଛି । ବୈଠକ ବେଳେ ଲଞ୍ଚ ବ୍ରେକ୍ ହୋଇଥିଲା । ଏହି ସମୟରେ ସରକାରଙ୍କ ପକ୍ଷରୁ କୃଷକ ନେତାଙ୍କୁ ଭୋଜନ ଖାଇବାକୁ ଦିଆଯାଇଥିଲା । ହେଲେ ଚାଷୀନେତା ସରକାରଙ୍କ ଭୋଜନକୁ…

ଶାହରୁଖଙ୍କ ଫିଲ୍ମରେ ଡେବ୍ୟୁ କରିଥିଲେ , ଏବେ ୱେବ୍ ସିରିଜ୍ ସାହା

ମୁମ୍ବାଇ: ବଲିଉଡରେ ପରିଶ୍ରମ ଓ ଭାଗ୍ୟ ଏକାସହ ତାଳ ଦେଇ ଚାଲିଥାନ୍ତି । ଏମିତି ଅନେକ ଉଦାହରଣ ରହିଛି, ଯେଉଁଠି ଜଣେ କଳାକାରକୁ ବଡ ଫିଲ୍ମରେ ବ୍ରେକ୍ ମିଳିଥିଲେ ବି ସେମାନେ ନିଜକୁ ପ୍ରତିଷ୍ଠିତ କରାଇପାରିନଥିଲେ । ଅନ୍ୟପକ୍ଷେ ତାଙ୍କ ବନ୍ଧୁ, ସାଙ୍ଗ କି ପରିବାର ଲୋକ ସେହି ସୋପାନରେ…

୮୦ ପ୍ରତିଶତ ଯାତ୍ରୀ କ୍ଷମତା ସହ ଉଡିପାରିବ ଘରୋଇ ବିମାନ

ନୂଆଦିଲ୍ଲୀ: ଏଣିକି ୮୦ ପ୍ରତିଶତ ଯାତ୍ରୀ କ୍ଷମତା ସହ ଉଡିବ ଘରୋଇ ବିମାନ । ଏନେଇ ଆଜି ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ । ମନ୍ତ୍ରୀ କହିଛନ୍ତି, ଘରୋଇ ଉଡାଣ ସଂଚାଳନ ସଂଖ୍ୟା କୋଭିଡ୍ ପୂର୍ବ ସ୍ତର ଅନୁସାରେ ୭୦ ପ୍ରତିଶତରୁ ୮୦ ପ୍ରତିଶତକୁ ବୃଦ୍ଧି…

କ୍ୟାଟ୍ରିନାଙ୍କ ଭଉଣୀ ମୋହରେ ସଲମାନ ଖାନ୍

ମୁମ୍ବାଇ: ବଲିଉଡରେ ଅଭିନେତ୍ରୀ କ୍ୟାଟ୍ରିନା କୈଫ କିଛି ନୂଆ ଚେହେରା ନୁହଁନ୍ତି । ନିଜ ଅଭିନୟ ତଥା ଲୁକ୍ସ ଜରିଆରେ ସେ ଦର୍ଶକଙ୍କ ମନ ଜିଣିପାରିଛନ୍ତି । ଆଉ ଏବେ କ୍ୟାଟ୍ରିନାଙ୍କ ପଥକୁ ଅନୁସରଣ କରିବା ପାଇଁ ଅଣ୍ଟା ଭିଡିଛନ୍ତି ତାଙ୍କ ଭଉଣୀ ଇସାବେଲ୍ କୈଫ । ନିକଟରେ ଇସାବେଲ୍‌ଙ୍କର ଏକ…

ଗ୍ୟାଙ୍ଗସ୍ ଅଫ୍ ୱାସେପୁର ଅଭିନେତାଙ୍କ ବିରୋଧରେ ଠକେଇ ଅଭିଯୋଗ

ମୁମ୍ବାଇ: ଅନୁରାଗ କଶ୍ୟପଙ୍କ ବହୁଚର୍ଚ୍ଚିତ ଫିିଲ୍ମ "ଗ୍ୟାଙ୍ଗସ୍ ଅଫ୍ ୱାସେପୁର" । ଏହି ଫିଲ୍ମର କାହାଣୀ ଭାର ସମ୍ଭାଳିବା ସହ ଅଭିନୟରେ ନଜର ଆସିଥିଲେ ଜୀଶନ୍ କାଦ୍ରୀ । ଫିଲ୍ମରେ ତାଙ୍କ ଡେଫିନାଇଟ୍ କିର୍ଦାରକୁ ଲୋକେ ଖୁବ ପସନ୍ଦ ବି କରିଥିଲେ । ହେଲେ ନିକଟରେ ଏହି ଅଭିନେତାଙ୍କ ବିରୋଧରେ…

ଫେସ୍‌ବୁକ୍ ଫ୍ରେଣ୍ଡ ପାଇଁ ଘରେ କଳାକନା ବୁଲାଇଲେ ବିବାହିତା ମହିଳା

ଚେନ୍ନାଇ: ଘରୁ ୪୩.୦୯ ଲକ୍ଷ ଟଙ୍କା ଚୋରି ହୋଇଥିବା ନେଇ ପୋଲିସରେ ଏତଲା ଦେଇଥିଲେ ଚେନ୍ନାଇର ଜଣେ ବ୍ୟବସାୟୀ । ହେଲେ ତଦନ୍ତରେ ଯାହା ସାମ୍ନାକୁ ଆସିଥିଲା, ତାହା ପୋଲିସ ନୁହେଁ ବରଂ ଅଭିଯୋଗକାରୀଙ୍କୁ ତାଜୁବ କରିଥିଲା । ନଭେମ୍ବର ୨୪'ରେ ମାଣ୍ଡଭେଲୀ ଅଂଚଳର ଥମିମ୍ ଅନସାରୀ ନାମକ ଜଣେ…