Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଭାଙ୍ଗିଗଲା ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଗୋଡ଼; ଜାଣନ୍ତୁ କିପରି

ୱାଶିଂଟନ: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନଙ୍କ ଗୋଡ଼ରେ ଫ୍ୟାକଚର୍। ତାଙ୍କ ଡାହାଣ ଗୋଡର ହାଡରେ ସାମାନ୍ୟ ଫାଟ ସୃଷ୍ଟି ହୋଇଛି। ତେବେ ସେ ଆଗାମୀ କିଛି ସପ୍ତାହ ପର୍ଯ୍ୟନ୍ତ  ବିନା ସହାୟତାରେ ଚାଲି ପାରିବେ ନାହିଁ ବୋଲି ଡାକ୍ତର କହିଛନ୍ତି। ସୂଚନାନୁସାରେ, ଜୋ ବିଡେନ…

ବଙ୍ଗୋପସାଗରରେ ଅବପାତ, ନେଇପାରେ ସାଇକ୍ଲୋନିକ ଷ୍ଟର୍ମ ରୂପ

ଭୁବନେଶ୍ୱର: ଡିପ୍ରେସନ୍ ପରେ ଡିପ୍ରେସନ୍ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଇଛି ଅବପାତର ରୂପ । ଆଗକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଡିପ ଡିପ୍ରିସେନରେ ପରିଣର ହେବ । ଏହି ମଡେଲ୍ ପଶ୍ଟିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା…

ଗୁରୁ ନାନକ ଦେବଙ୍କ ୫୫୧ ତମ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଗୁରୁ ନାନକ ଜୟନ୍ତୀ ଉପଲକ୍ଷେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ପଞ୍ଜାବୀ ଭାଷାରେ ଟ୍ୱିଟରରେ ଅଭିନନ୍ଦନ ବାର୍ତ୍ତା ଲେଖି ଶିଖ୍‌ ଗୁରୁ ନାନକ ଦେବଙ୍କୁ ସ୍ମରଣ କରିଛନ୍ତି। ଆଜି ଗୁରୁ ନାନକ ଦେବଙ୍କ ୫୫୧ ତମ…

ଦେଶରେ ୯୪ ଲକ୍ଷ ଟପିଲା କରୋନା ପଜିଟିଭ୍ ସଂଖ୍ୟା, ମୃତ୍ୟୁସଂଖ୍ୟା ଲକ୍ଷେ ୩୭ ହଜାର

ନୂଆଦିଲ୍ଲୀ: ଦେଶରେ ଆଜି କମିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୮ ହଜାର ୭୭୨ ନୂଆ ଆକ୍ରାନ୍ତ । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇଛି ।…

ଆଜି ବର୍ଷର ଶେଷ ଚନ୍ଦ୍ରଗ୍ରହଣ, ଖାଲି ଆଖିଲେ ଦେଖିବା ସମ୍ଭବ ନୁହେଁ

ନୂଆଦିଲ୍ଲୀ: ଆଜି ପଡୁଛି ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଏହି ଗ୍ରହଣ ଭାରତ ସମେତ କିଛି ଦେଶରେ ଦେଖିବାକୁ ମିଳିବ । ଆଜି ଦିନ ୧.୦୨ ମିନିଟ୍ ୨୨ ସେକେଣ୍ଡରୁ ଆରମ୍ଭ ହୋଇ ଅପରାହ୍ଣ ୫.୨୩ ସେକେଣ୍ଡ ପର୍ୟ୍ୟନ୍ତ ଚାଲିବ । ଭାରତ, ଆମେରିକା, ଅଷ୍ଟ୍ରେଲିଆ ସମେତ ଏସିଆ ମହାଦେଶ ଅଞ୍ଚଳରେ ଦେଖାଯିବ…

କୋଭିଡ୍ ଟିକା ନିର୍ମାତା ୩ଟି କମ୍ପାନୀ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୋଭିଡ୍‌ ଟିକା ପ୍ରସ୍ତୁତ କରୁଥିବା ୩ଟି କମ୍ପାନୀ ସହ ଆଲୋଚନା କରିବେ । ଭର୍ଚ୍ଚୁଆଲ ମିଟିଂରେ ଜେନୋଭା ବାୟୋଫାର୍ମା, ବାୟୋଲୋଜିକାଲ-ଇ’ ଓ ଡକ୍ଟର ରେଡ୍ଡି ଫାର୍ମା ପ୍ରତିନିଧି ଯୋଗଦେବେ । ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ଜାଇଡସ…

କେନ୍ଦ୍ରର ପ୍ରସ୍ତାବକୁ କୃଷକଙ୍କ ପ୍ରତ୍ୟାଖ୍ୟାନ: ବୁରାଡି ମୈଦାନ ନୁହଁ, ଓପନ ଜେଲ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା କୃଷକ ପଛକୁ ହଟିବାକୁ ପ୍ରସ୍ତୁତ ନାହାନ୍ତି । ଅପରାହ୍ଣରେ କୃଷକ ସଂଘ ପକ୍ଷରୁ ଦ୍ବିତୀୟ ଥର ବୈଠକ ହୋଇଛି । ବୈଠକ ପରେ କୃଷକଙ୍କ ପକ୍ଷରୁ ପ୍ରେସ୍ କନଫରେନ୍ସ କରାଯାଇ ସରକାରଙ୍କୁ ଟାର୍ଗେଟ୍ କରାଯାଇଥିଲା । କହିଛନ୍ତି, ସରକାର ଆମ…

ଅଶୁଭ ଦୁର୍ଗ: ଆତ୍ମହତ୍ୟା ପାଇଁ ଉସୁକାଇଥାଏ

ମୁମ୍ବାଇ: ମହାରାଷ୍ଟ୍ରର ମାଥେରନ ଓ ପନବେଲ ମଧ୍ୟରେ ରହିଛି ଅଭିଷପ୍ତ ଦୁର୍ଗ । ସେଠାକୁ ପ୍ରାୟତଃ ଏକୁଟିଆ କେହି ଯାଆନ୍ତି ନାହିଁ । ଏହି ଦୁର୍ଗ ଉପରକୁ ଗଲେ ଏହା ଆତ୍ମହତ୍ୟା କରିବା ପାଇଁ ପ୍ରବର୍ତାଇଥାଏ । ଦୁର୍ଗଟି ୨୩୦୦ ଫୁଟ ଉଚ୍ଚର ଏକ ପାହାଡ ଉପରେ ନିର୍ମିତ । କଳାୱନ୍ତି ନାମରେ ଖ୍ୟାତି ଲାଭ…

ଅଭିନେତା ରାହୁଲ ରୟଙ୍କୁ ବ୍ରେନ୍ ଷ୍ଟ୍ରୋକ୍ !

ମୁମ୍ବାଇ: ବର୍ଷ ୨୦୨୦ରେ ଯେମିତି ବଲିଉଡକୁ ଅମାବାସ୍ୟାର କଳା ବାଦଲ ଘେରି ରହିଛି । ଚଳିତବର୍ଷ ଅନେକ ଜଣାଶୁଣା କଳକାରଙ୍କ ନିଧନ ହୋଇଥିଲାବେଳେ ଅଭିନେତା ରାହୁଲ ରୟ ବ୍ରେନ୍ ଷ୍ଟ୍ରୋକର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କାର୍ଗିଲରେ ଏକ ଫିଲ୍ମର ସୁଟିଂ ଚାଲିଥିଲାବେଳେ ସୁଟିଂ…

ଏହି ଦେଶରେ କରୋନାଠାରୁ ବଳିଗଲା ଆତ୍ମହତ୍ୟାର ପ୍ରକୋପ; ଏଠାରେ ଆତ୍ମହତ୍ୟା ଯୋଗୁ ଯାଉଛି ହଜାର ହଜାର ଲୋକଙ୍କ ଜୀବନ

ନୂଆଦିଲ୍ଲୀ: କରୋନା ଭୂତାଣୁ ସଂକ୍ରମଣ ହେତୁ ବର୍ତ୍ତମାନ ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ ଏହି ମହାମାରୀ ହେତୁ ଅନେକ ଲୋକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମୟ ମଧ୍ୟରେ ଜାପାନରେ ଏକ ଆଶ୍ଚର୍ଯ୍ୟଜନକ କଥା ସାମ୍‌ନାକୁ ଆସିଛି। ସୂଚନାଯୋଗ୍ୟ ଯେ ଗତ ମାସରେ ଜାପାନରେ…