Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆନ୍ଦୋଳନରତ କୃଷକଙ୍କୁ ଗୃହମନ୍ତ୍ରୀଙ୍କ ବାର୍ତ୍ତା, କେନ୍ଦ୍ର ସରକାର ଆଲୋଚନା ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରୁଥିବା କୃଷକଙ୍କୁ ବାର୍ତ୍ତା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି, ଚାଷୀଙ୍କ ସହ ଆଲୋଚନା ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି । କେନ୍ଦ୍ର ସରକାର ଚାଷୀଙ୍କ ପ୍ରତ୍ୟେକ ସମସ୍ୟା ଓ ଦାବି ଉପରେ ବିଚାର କରିବାକୁ…

ମୋଦିଙ୍କ ମିଶନ ଭ୍ୟାକସିନ୍: ଦେଶର ୩ଟି ଲ୍ୟାବରେ ଟିକା ଉତ୍ପାଦନର କଲେ ସମୀକ୍ଷା

ନୂଆଦିଲ୍ଲୀ: କରୋନା ମହାମାରୀରୁ ମୁକୁଳିବା ପାଇଁ ସାରା ବିଶ୍ବ ଟିକା ପ୍ରସ୍ତୁତିରେ ଲାଗିଛି । ଅନେକ ଟିକା ଉତ୍ପାଦନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭାରତରେ ବି ଟିକା ଉତ୍ପାଦନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଦେଶର ତିନିଟି ଲ୍ୟାବରେ ଟିକା ଉତ୍ପାଦନର ସମୀକ୍ଷା…

ବିବେକଙ୍କ ସହ ଅଭିନୟ କରିବେ ଅର୍ବାଜ, ରାଜି ହେବେ ତ ସଲମାନ୍ ?

ମୁମ୍ବାଇ: ଆଗକୁ ଆସୁଛି ବିବେକ ଓବରେୟଙ୍କ ବଲିଉଡ ମୁଭି ରୋଜି - ଦ ସାଫ୍ରୋନ୍ ଚ୍ୟାପ୍ଟର । ଏହି ଫିଲ୍ମ ଜରିଆରେ ଟିଭି ଅଭିନେତ୍ରୀ ସ୍ୱେତା ତିୱାରୀଙ୍କ ଲାଡ୍‌ଲି ପଲକ ବଲିଉଡରେ ଡେବ୍ୟୁ କରୁଛନ୍ତି । ତେବେ ଏହି ଫିଲ୍ମଟି ବଲିଉଡରେ ପଲକଙ୍କ ଡେବ୍ୟୁ କରିବା ନେଇ ଚର୍ଚ୍ଚାରେ ନାହିଁ । ବରଂ ଏଥିରେ…

ଭାରତର କୀଥ ଗୋମ୍ସଙ୍କ ଶେମଲେସ ଫିଲ୍ମକୁ ଓସ୍କାର ଏଂଟ୍ରି

ମୁମ୍ବାଇ: ଲେଖକ ଓ ନିର୍ଦ୍ଦେଶକ କୀଥ ଗୋମ୍ସଙ୍କ ଶେମଲେସ ଫିଲ୍ମ ଓସ୍କାର ପୁରସ୍କାର ପାଇଁ ମନୋନୀତ ହୋଇଛି । ଏହା ଲାଇଭ ଆକ୍ସନ ଶର୍ଟ ଫିଲ୍ମ କାଟାଗୋରିରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବ । କୀଥ ଫିଲ୍ମର କଳାକାରଙ୍କୁ ଏଥିନେଇ ଧନ୍ୟବାଦ ଦେବା ସହ ବ୍ୟକ୍ତିଗତ ଭାବେ ବହୁତ ଖୁସି ଅଛନ୍ତି ବୋଲି…

ଚାଷୀଙ୍କ ବିରୋଧରେ ଏତଲାକୁ ରାହୁଲଙ୍କ ନିନ୍ଦା, କହିଲେ ଆମ ପାଇଁ ଜୟ କିଷାନ ଥିଲେ ରହିବେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଦ୍ବାରା ଅଣାଯାଇଥିବା କୃଷି ଆଇନକୁ ବିରୋଧ କରି କୃଷକ ଏବେ ପ୍ରଦର୍ଶନ ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି । ଏହା ପୂର୍ବରୁ ହରିୟାଣାରେ କୃଷକଙ୍କୁ ଅଟକାଇବା ପାଇଁ ଉଦ୍ୟମ କରାଯାଇଥିଲା । ଅନେକ କୃଷକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଏହାକୁ ନେଇ କଂଗ୍ରେସ ନେତା…

ବିବାହରେ ମିଳିଲା ଏକେ-୪୭ ଉପହାର !

ଭୁବନେଶ୍ୱର: ଏମିତି ଏକ ବିବାହ, ଯେଉଁଠି ଉପହାର ସ୍ୱରୂପ ମିଳୁଛି ଘାତକ ହତିଆର । ମିଳିବନି ବା କେମିତି ? ଯେତେହେଲେ ବି ପାକିସ୍ତାନ ଦେଶ । ଏଠି ଗୁଳିଗୋଳା ସହ ଖେଳିବା ଛୋଟ ପିଲାଙ୍କ କାମ ଓ ଆତଙ୍କବାଦ ଏଠି ଧର୍ମ । ଏମିତିରେ ଜଣେ ବ୍ୟକ୍ତିଙ୍କ ବିବାହରେ ଉପହାର ସ୍ୱରୂପ ବନ୍ଧୁକ ମିଳିବା କିଛି…

[ଭିଡିଓ] ଚୋରି କରି ଚମ୍ପଟ୍ ମାରୁଥିଲେ ଚୋର, ଆଉ ତା ପରେ…

ମାଧବରମ୍‌: ଚେନ୍ନାଇରୁ ଭାଇରାଲ୍ ହୋଇଛି ଏହି ଭିଡିଓ । ଚୋରି କରି ଚମ୍ପଟ୍ ମାରିଥିଲେ ଦୁଇଜଣ ଚୋର । ହେଲେ ଅନ୍ ଦ ସ୍ପଟ୍ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କ ହାତରେ ଧରାପଡିଥିଲେ । ଦୁଇଜଣ ଚୋର ବାଇକରେ ପଳାଉଥିବାବେଳେ ତାଙ୍କୁ ମାଡିବସିଥିଲେ ଏକାକି ପୋଲିସକର୍ମୀ । ସୋସିଆଲ୍ ମିଡିଆରେ ଏହି…

[ଭିଡିଓ] ୯୫ ଲକ୍ଷ ଟଙ୍କାର ମଦ ନଷ୍ଟ କଲେ ମହିଳା

ଭୁବନେଶ୍ୱର: କଥାରେ ଅଛି କ୍ରୋଧ ମଣିଷକୁ ପାଗଳ କରିଦିଏ । ଏହି କଥାକୁ ବ୍ରିଟେନ୍‌ର ଜଣେ ମହିଳା ସତ ପ୍ରମାଣିତ କରିଛନ୍ତି । ମହିଳା ଜଣକ କ୍ରୋଧ ଜର୍ଜରିତ ହୋଇ ନିଜ ଉପରେ ନିୟନ୍ତ୍ରଣ ହରାଇ ୯୫ ଲକ୍ଷ ଟଙ୍କା ମୂଲ୍ୟର ମଦ ନଷ୍ଟ କରିଥିଲେ । ଏକ ସୁପର୍ ମାର୍କେଟରେ ମହିଳା ଜଣକ ୫୦୦ରୁ ଅଧିକ ମଦ ବୋତଲ…

ପରମାଣୁ ବୈଜ୍ଞାନିକ ଫକୀରଜାଦେହଙ୍କ ହତ୍ୟା ପରେ ଇସ୍ରାଏଲ-ଇରାନ ମୁହାଁମୁହିଁ

ତେହେରାନ: ପରମାଣୁ ବୈଜ୍ଞାନିକ ମୋହସୀନ ଫକୀରଜାଦେହଙ୍କ ହତ୍ୟା ପରେ ଇରାନ ଓ ଇସ୍ରାଏଲ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ସମ୍ପୃକ୍ତ ଘଟଣା ପାଇଁ ଇରାନ ସିଧାସଳଖ ଇସ୍ରାଏଲକୁ ଦାୟୀ କରିଛି । ଇରାନ ରାଷ୍ଟ୍ରପତି ହସନ ରୁହାନୀ ବୈଜ୍ଞାନିକଙ୍କ ହତ୍ୟାର ପ୍ରତିଶୋଧ ନିଆଯିବ ବୋଲି…

ମୁଣ୍ଡରୁ ଦୋଷ ଛଡାଉଛି ଚୀନ, ଏବେ କହିଲା ଭାରତରୁ କରୋନା ବ୍ୟାପିଛି

ବେଜିଂ: କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ସମାଲୋଚିତ ହେଉଥିବା ଚୀନ ଏବେ ମୁଣ୍ଡରୁ ଦୋଷ ଛଡାଇବା ଆରମ୍ଭ କରିଛି । ଆମେରିକା ପରେ ଏବେ କରୋନା ଭାରତରୁ ବ୍ୟାପିଛି ବୋଲି ଡ୍ରାଗନ ବିଭ୍ରାନ୍ତିକର ମନ୍ତବ୍ୟ ଦେଇଛି । ଭାରତର ଖରାପ ପରିବେଶ ଏବଂ ସ୍ୱାସ୍ଥ୍ୟ ଯୋଗୁ କରୋନା ଭୂତାଣୁ ଏଠାରେ ପ୍ରଥମେ…