Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ ସୈନ୍ୟବାହିନୀଙ୍କ ସମ୍ମାନାର୍ଥେ ଟ୍ୱିଟ୍‌ କରି ଅଭିନନ୍ଦନ ଜଣାଇଲେ ପିଏମ୍‌…

ନୂଆଦିଲ୍ଲୀ: ଦେଶର ସୀମା ସୁରକ୍ଷିତ କରିବାରେ ସର୍ବଦା ବ୍ୟସ୍ତ ଥିବା ସୈନ୍ୟବାହିନୀଙ୍କ ସମ୍ମାନାର୍ଥେ ଆଜି ସଶସ୍ତ୍ର ବାହିନୀ ପତାକା ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଦେଶର ବହୁ ବରିଷ୍ଠ ନେତା ଏହି ଅବସରରେ ସେନାଙ୍କୁ…

ଆଗ୍ରା ମେଟ୍ରୋ ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭର୍ଚୁଆଲ୍ ମାଧ୍ୟମରେ ଆଗ୍ରା ମେଟ୍ରୋ ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ଉଦଘାଟନ କରିଛନ୍ତି। ଦୁଇଟି କରିଡର ସହିତ ଏହି ପ୍ରକଳ୍ପ ପର୍ଯ୍ୟଟକମାନଙ୍କୁ ସାହାଯ୍ୟ କରିବ। ଏହି ପ୍ରକଳ୍ପ ମାଧ୍ୟମରେ ତାଜମହଲ, ଆଗ୍ରା ଦୁର୍ଗ, ସିକଚନ୍ଦ୍ର ପରି…

ଗୁଜୁରାଟରେ ସାମାନ୍ୟ ଭୂକମ୍ପ ଅନୁଭୂତ; କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ଗୁଜୁରାଟର ଗିର୍ ସୋମନାଥ ଜିଲ୍ଲାରେ ୧.୭ ରୁ ୩.୩ ତୀବ୍ରତା ମଧ୍ୟରେ ୧୯ ଟି ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି କିମ୍ବା ଧନସମ୍ପତ୍ତି ନଷ୍ଟ ହୋଇନଥିବା ସୂଚନା ମିଳିଛି। ଗାନ୍ଧିନଗର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ସେସମୋଲୋଜିକାଲ୍…

ଆସନ୍ତାକାଲି କୃଷକଙ୍କ ଭାରତ ବନ୍ଦ ଡାକରାକୁ ଖୋଲାଖୋଲି ସମର୍ଥନ ଜଣାଇଲେ ସିଏମ୍‌ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ ଚାଷୀଙ୍କ ପ୍ରତିବାଦ ଜାରି ରହିଛି। ସୋମବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସିନ୍ଧୁ ସୀମାରେ ପହଞ୍ଚିଛନ୍ତି। ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବାକୁ ଥିବା କୃଷକ ଭାରତ ବନ୍ଦ ଡାକରା ସମର୍ଥନ କରିବାକୁ ଘୋଷଣା କରିଛନ୍ତି।…

କାନପୁରରେ ସ୍ପୁଟିନିକ୍‌-ଭିର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ; ୧୩ ସ୍ୱ‌େଚ୍ଛାସେବୀଙ୍କୁ ଦିଆଗଲା ଟିକା

ନୂଆଦିଲ୍ଲୀ: କରୋନା ସଙ୍କଟକୁ ଦୂର କରିବା ପାଇଁ ଦେଶରେ କ୍ରମାଗତ ଭାବରେ କରୋନା ଟିକା ପରୀକ୍ଷଣ ଚାଲିଛି। ଉତ୍ତରପ୍ରଦେଶର କାନପୁରରେ ଋଷିଆର ସ୍ପୁଟିନିକ୍‌-ଭି ଟିକା ପରୀକ୍ଷା କରାଯାଇଛି। କାନପୁରର ଜିଏସଭିଏମ ମେଡିକାଲ କଲେଜରେ ସ୍ପୁଟନିକ-ଭି ପରୀକ୍ଷଣର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପରୀକ୍ଷା…

ନାର୍କୋ ଆତଙ୍କବାଦ ଅଭିଯୋଗରେ ଦିଲ୍ଲୀରୁ ପାଞ୍ଚ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀ ପୋଲିସ ପାଞ୍ଚ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଶାକରପୁରରେ ଏନକାଉଣ୍ଟର ପରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଏହି ପାଞ୍ଚ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏଥି ସହ ଦିଲ୍ଲୀ ପୋଲିସ ମଧ୍ୟ ଏହି ଆତଙ୍କବାଦୀଙ୍କ ନିକଟରୁ…

ଆଜି ଆଗ୍ରା ମେଟ୍ରୋ ପ୍ରକଳ୍ପ ଉଦ୍‌ଘାଟନ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଆଗ୍ରା ମେଟ୍ରୋ ପ୍ରକଳ୍ପ ନିର୍ମାଣର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିବେ। ଏହି ଉଦ୍‌ଘାଟନୀ ଉତ୍ସବରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ରହିବେ। ଏହି ଉନ୍ମୋଚନ ପ୍ରଥମେ ଡିସେମ୍ବର ୧ ରେ ଧାର୍ଯ୍ୟ…

ଦେଶରେ ୪ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, କମୁଛି ଦୈନିକ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ କମିବାରେ ଲାଗିଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୨ହଜାର ୯୮୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୭୭ହଜାର ୨୦୩କୁ ବୃଦ୍ଧି ପାଇଛି । ଦେଶରେ…

ଦିଲ୍ଲୀରୁ ୫ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ, ଅସ୍ତ୍ରଶସ୍ତ୍ର ଜବତ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ବଡ଼ ସଫଳତା । ଧରାପଡ଼ିଲେ ୫ ସନ୍ଦିଗ୍ଧ ଆତଙ୍କବାଦୀ । ଦିଲ୍ଲୀ ଶାକରପୁର ଅଞ୍ଚଳରୁ ସେମାନଙ୍କୁ ଗିରଫ କରାଯାଇଛି । ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍ ସେମାନଙ୍କୁ ଧରିଛି । ତାପୂର୍ବରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗିରଫ ଆତଙ୍କୀଙ୍କ ମଧ୍ୟରେ ଦୁଇ…

ଭାରତରେ ‘କୋଭିସିଲଡ୍’ ଟିକାର ଜରୁରିକାଳୀନ ବ୍ୟବହାର ଅନୁମତି ମାଗିଲା ସେରମ୍ ଇନଷ୍ଟିଚ୍ୟୁଟ

ନୂଆଦିଲ୍ଲୀ: ଫାଇଜର ପରେ ସେରମ୍ ଇନଷ୍ଟିଚ୍ୟୁଟ୍ । ଭାରତରେ କୋଭିସିଲ୍ଡ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ସହ ମିଶି କୋଭିସିଲ୍ଡ ଟିକା ବିକଶିତ କରୁଛି ସେରମ୍ । ଜରୁରୀ ବ୍ୟବହାର କରିବାକୁ କମ୍ପାନୀ ଡ୍ରଗ୍ସ…