Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଟୁଇଟ୍ କରି ବିଜେପି ସଭାପତି ଜେ.ପି ନଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ସଭାପତି ଜଗତ ପ୍ରକାଶ ନଡା ଆଜି ୬୦ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଦଳର ବରିଷ୍ଠ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ଯେ…

ଦେଶରେ ଲକ୍ଷେ ୩୮ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ନିୟନ୍ତ୍ରଣ ଭିତରେ ରହିଛି । ଯଦିଓ ନିର୍ଦ୍ଦିଷ୍ଟ ଭାବରେ କିଛି ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ହଜାର ୬୦୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୯୯ହଜାର ୪୨୪କୁ ବୃଦ୍ଧି ପାଇଛି…

ଏମିତି ବି ଆସେ ମୃତ୍ୟୁ: ସ୍କର୍ପିଓ ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ, ୮ ମୃତ

ଲକ୍ଷ୍ନୌ: ବିବାହ ଭୋଜିରେ ଯୋଗ ଦେଇ ହସଖୁସିରେ ଘରକୁ ଫେରୁଥିଲେ । ବାଟରେ ଅନାଇ ବସିଥିଲା ମୃତ୍ୟୁ । ଉତ୍ତରପ୍ରଦେଶର କୌଶାମ୍ବିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଦୁଇ ଜଣ । ସ୍କର୍ପିଓ ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ । ବାଲି ଭିତରେ…

କରୋନା ଆକ୍ରାନ୍ତ ହେଲେ ବଲିଉଡର ଏହି ଲୋକପ୍ରିୟ ଅଭିନେତା

ମୁମ୍ବାଇ: ବଲିଉଡରେ ଜଣଙ୍କ ପରେ ଜଣଙ୍କୁ ଆକ୍ରାନ୍ତ କରିଚାଲିଛି କରୋନା। ବିଗ୍-ବି ଠାରୁ ଆରମ୍ଭ କରି ଅନେକ ନମିଦାମୀ କଳାକାର କରୋନାର ଆକ୍ରାନ୍ତ ହେବା ପରେ ଏବେ ଆଉ ଜଣେ ଲୋକପ୍ରିୟ ଅଭିନେତା ଚିହ୍ନଟ ହୋଇଛନ୍ତି କୋଭିଡ ପଜିଟିଭ। ଅଭିନେତା ତଥା ଭାରତୀୟ ଜନତା ପାର୍ଟିର ସାଂସଦ ସନି ଦେଓଲ୍…

ହ୍ୱାଇଟ ହାଉସରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ

ୱାସିଙ୍ଗଟନ: ଆମେରିକା ରାଷ୍ଟ୍ରପତିଙ୍କ କ୍ୟାବିନେଟରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ନେରା ଟାଣ୍ଡେନ। ନେରାଙ୍କୁ ହ୍ୱାଇଟ୍ ହାଉସ ପରିଚାଳନା ଓ ବଜେଟ୍ ମୁଖ୍ୟ ଦାୟିତ୍ୱ ଦେଇଛନ୍ତି ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡ଼େନ୍। ଏହାପୂର୍ବରୁ କମଲା ହ୍ୟାରିସ ଆମେରିକା ଉପରାଷ୍ଟ୍ରପତି ଭାବେ…

ଦେଶରେ ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ଇଣ୍ଡିଆନ ଅଏଲ ଦ୍ୱାରା ବିକଶିତ ଦେଶର ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଏହି ହାଇଗ୍ରେଡ୍…

ଭାରତରେ ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ

ନୂଆଦିଲ୍ଲୀ: ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ ଭାରତରେ ଆରମ୍ଭ ହୋଇଛି । ଡକ୍ଟର ରେଡ୍ଡିଜ୍ ଲାବରୋଟୋରିଜ୍ ଲିମିଟେଡ ଓ ଆରଡିଆଇଏଫ୍ ଏନେଇ ଘୋଷଣା କରିଛନ୍ତି । ସେଣ୍ଟ୍ରାଲ ଫାର୍ମାସ୍ୟୁଟିକାଲ ଲାବ୍ରୋଟାରୀରୁ ଜରୁରୀ ଅନୁମତି ପାଇବା ପରେ କ୍ଲିନିକାଲ ଟ୍ରାଏଲ ଆରମ୍ଭ ହୋଇଥିବା…

ଇର୍ଫାନ୍‌ଙ୍କ ମୃତ୍ୟୁ ପରେ ସାମ୍ନାକୁ ଆସିଲା ଏହି ତଥ୍ୟ

ମୁମ୍ବାଇ: ଅଭିନେତାଙ୍କୁ ବାଦ୍ ଦେଲେ ଫିଲ୍ମର କାହାଣୀ ଜରିଆରେ ଦର୍ଶକଙ୍କୁ ବାନ୍ଧି ରଖିବା କାଠିକର ପାଠ । ତେବେ ୨୦୧୨ରେ ନିର୍ଦ୍ଦେଶକ ସୁଜୋୟ ଘୋଷ ଫିଲ୍ମ କାହାନୀ ଜରିଆରେ ଦର୍ଶକଙ୍କୁ ସିନେମା ହଲ ସିଟ୍‌ରେ ବସାଇ ରଖିବାକୁ ସକ୍ଷମ ହୋଇଥିଲେ । ଏହି ଫିଲ୍ମର ସିକ୍ୱେଲ୍ ପାର୍ଟ କିନ୍ତୁ ଏତେଟା ସଫଳ…

ଆଲୋଚନାରୁ ବାହାରିପାରିଲାନି ନିଷ୍କର୍ସ: ଜାରି ରହିବ ଆନ୍ଦୋଳନ, ୩ ତାରିଖରେ ପୁଣି ବୈଠକ

ନୂଆଦିଲ୍ଲୀ: ବିଜ୍ଞାନ ଭବନରେ ସରକାର ଓ କୃଷକଙ୍କ ମଧ୍ୟରେ ହୋଇଥିବା ବୈଠକରେ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ୩ ଘଣ୍ଟାରୁ ଅଧିକ ସମୟ ଧରି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓ ୩୫ଟି କୃଷକ ସଂଗଠନର ନେତାଙ୍କ ସହ ବୈଠକ ହୋଇଥିଲା । ବୈଠକ ପରେ କୃଷି ମନ୍ତ୍ରୀ କହିଛନ୍ତି, ସରକାର…

ଦେଶର ସବୁ ନାଗରିକଙ୍କୁ ମିଳିବ ନାହିଁ କରୋନା ଟିକା: ସରକାର କହିଲେ ଆବଶ୍ୟକ ପଡ଼ିବନି

ନୂଆଦିଲ୍ଲୀ: କେବେ ଆସିବ କରୋନା ଟିକା ? କାହାକୁ ମିଳିବ ଭ୍ୟାକସିନ୍ ? ଟିକା ଖବରକୁ ନେଇ ସମସ୍ତଙ୍କ ମନରେ ରହିଛି ଉତ୍ସୁକତା । ଆପଣ ଭାବୁଛନ୍ତି କି, ଟିକା ଆସିବା ପରେ ଆପଣଙ୍କୁ ଦିଆଯିବ । ତାହାଲେ ଆପଣ ଭୁଲ ଭାବୁଛନ୍ତି । କାରଣ ଟିକାକୁ ନେଇ ବଡ଼ ଖବର ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର…