Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଇଣ୍ଡିଆନ ଏୟାର ଲାଇନ୍ସରେ ପ୍ରଥମଥର ପାଇଁ ମହିଳା ସିଇଓ ନିଯୁକ୍ତ

ନୂଆଦିଲ୍ଲୀ: ଭାରତୀୟ ବିମାନ କ୍ଷେତ୍ରରେ ଇତିହାସ ରଚିଲେ ହରିପ୍ରିତ ସିଂହ । ଏୟାର ଲାଇନ୍ସର ପ୍ରଥମ ମହିଳା ସିଇଓ ଭାବରେ ସେ ନିଯୁକ୍ତ ହୋଇଛନ୍ତି। ହରପ୍ରିତଙ୍କୁ ଏୟାର ଇଣ୍ଡିଆର ସହାୟକ ଆଲାୟନ୍ସ ଏୟାରର ସିଇଓ ଭାବେ ନିଯୁକ୍ତ କରାଯାଇଛି । ଏବେ ସେ ଏୟାର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ (ଉଡାଣ…

ଆଉ ନାହାନ୍ତି ‘ଜେମ୍ସ ବଣ୍ଡ’

ଲଣ୍ଡନ: ସାତ ସାତ ଥରର ‘ଜେମ୍ସ ବଣ୍ଡ’ ଆଉ ନାହାନ୍ତି । କିମ୍ବଦନ୍ତୀ ହଲିଉଡ ଅଭିନେତା ସିନ୍ କନେରୀଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ସହ ଅଭିନେତା ଭାବେ ସିନ୍ କନେରୀ ଓସ୍କାର ପୁରସ୍କାର ଜିତିଥିଲେ । ଏଥିସହ ୨ଟି ବାଫ୍ଟା ଓ ୩ଟି ଗୋଲ୍ଡେନ୍ ଗ୍ଲୋବ…

ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତି, କ୍ଲିନଚିଟ୍ ଦେଲା ଇସି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତିକୁ କ୍ଲିନଚିଟ୍ ଦେଲେ ନିର୍ବାଚନ କମିଶନର । ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତି କୌଣସି ପ୍ରକାରର ଆଚରଣ ବିଧି ଉଲ୍ଲଂଘନ କରୁନାହିଁ ବୋଲି ଆଜି ନିର୍ବାଚନ କମିଶନର କହିଛନ୍ତି । ନିକଟରେ…

ହେଲିକପ୍ଟରରେ ଆସିଥିଲେ ଭୋଜି ଖାଇ, ଅଟକ ରଖିଲା ପୋଲିସ !

ଆନ୍ଧ୍ରପ୍ରଦେଶ: ଏକ ବିବାହ ଉତ୍ସବରେ ସାମିଲ ହେବାକୁ ହାଇଦ୍ରାବାଦରୁ ନେଲୋରକୁ ଆସିଥିଲେ କିଛି ପୁରୁଷ ଓ ମହିଳା । ବିବାହ ଉତ୍ସବ କଥା ଛାଡନ୍ତୁ ହେଲିକପ୍ଟର ଲ୍ୟାଣ୍ଡ କରିବା ମାତ୍ରେ ସେମାନଙ୍କୁ ଥାନାକୁ ଭିଡି ନେଇଥିଲା ପୋଲିସ । ଦୁଇଦିନ ତଳେ ଘଟିଥିବା ଏହି ଘଟଣାରେ ସ୍ଥାନୀୟ ପ୍ରଶାସନଠୁ…

ଆରମ୍ଭ ହେଲା ଦେଶର ପ୍ରଥମ ସି-ପ୍ଲେନ ସେବା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର ପ୍ରଥମ ସି ପ୍ଲେନ୍ ସେବାର ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୫ତମ ବାର୍ଷିକୀ ଏବଂ ରାଷ୍ଟ୍ରିୟ ଏକତା ଦିବସ ଅବସରରେ ଏହି ସେବାର ଶୁଭାରମ୍ଭ କରାଯାଇଛି। ଏହି ପ୍ଲେନ୍‌ କେଓ୍ୱାଡ଼ିଆଠାରୁ ସାବରମତି ମଧ୍ୟରେ ଚଳାଚଳ…

ଡି’ଭିଲିୟର୍ସଙ୍କ ମ୍ୟୁଜିକ ଭିଡିଓରେ କୋହଲି ଓ ଚହଲ୍‌ !

ଭୁବନେଶ୍ୱର: ନିଜ ଦେଶ ପାଇଁ କ୍ରିକେଟ୍ ଖେଳିବା ଛାଡିଛନ୍ତି ହେଲେ ଗାଇବା ନୁହେଁ । ନିକଟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଏ.ବି ଡି'ଭିଲିୟର୍ସ ନିଜର ଲେଟେଷ୍ଟ ମ୍ୟୁଜିକ ଭିଡିଓ ଆଲବମ୍ ରିଲିଜ କରିଛନ୍ତି । ଏହାର ଟାଇଟଲ ରହିଛି "ଦ ଫ୍ଲେମ୍" । ଗୁରୁବାର ରିଲିଜ୍ ହୋଇଥିବା ଏହି ଭିଡିଓର ଭିୟର୍ସିପ୍…

ଏନକାଉଣ୍ଟରକୁ ଡରି ଜଜ୍‌ଙ୍କୁ ଚିଠି ଲେଖିଲା ଦାଗୀ !

କର୍ଣ୍ଣାଟକ: ଅଣ୍ଡରୱାର୍ଲଡ୍ ଡନ୍ ଭିକି ସେଟ୍ଟିର ସହଯୋଗୀ ଆକାଶଭବନ ସାରନ୍ । ବହୁଚର୍ଚ୍ଚିତ ଟୁଲୁ ଅଭିନେତା ସୁରେନ୍ଦ୍ର ବନ୍ତୱଲ ହତ୍ୟା ମାମଲାରେ ଏହି ଅପରାଧୀକୁ ପୋଲିସ ଗିରଫ କରିଥିଲା । ତେବେ ଗୋଟିଏ ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତରିତ ହେବା ଜାଣି ଭୟଭୀତ ହୋଇ ସାରନ୍ ଜଜଙ୍କୁ ଚିଠି…

କେରଳ ଶ୍ରେଷ୍ଠ ଶାସିତ ରାଜ୍ୟ, ଓଡ଼ିଶାକୁ ନେଗେଟିଭ୍ ର‌୍ୟାଙ୍କ

ବେଙ୍ଗଳୁରୁ: ଦେଶରେ କେରଳ ହେଉଛି ଶ୍ରେଷ୍ଠ ଶାସିତ ରାଜ୍ୟ । ଏହି କ୍ଷେତ୍ରରେ ଓଡିଶାର ସ୍ଥିତି ନୈରାଶ୍ୟଜନକ । ନେଗେଟିଭ୍ ପଏଂଟ ସ୍କୋର ସହ ର‌୍ୟାଙ୍କିଙ୍ଗରେ ତଳ ଆଡୁ ଦ୍ୱିତୀୟ ସ୍ଥାନରେ ରହିଛି ଓଡିଶା । ସ୍ଥାୟୀ ବିକାଶ ପ୍ରସଙ୍ଗରେ ଆଧାରିତ ଉନ୍ନତ ଶାସନ ବ୍ୟବସ୍ଥାକୁ ନେଇ ଏହି ସର୍ଭେ କରାଯାଇଛି…

ଅଜବ ନିଶା; ତମାଖୁ ପାଇଁ ଟ୍ରେନ୍ ଚେନ୍ ଟାଣିଲେ ବ୍ୟକ୍ତି

ବାରଣାସୀ: ବାରଣାସୀରେ ଶୁକ୍ରବାର ଦିନ ଜଣେ ବ୍ୟକ୍ତି ଟ୍ରେନ୍ ପୁଲିଂ କରିଥିବା ନେଇ ଚର୍ଚ୍ଚା ହେଉଛି। ହେଲେ ଚେନ୍ ଟାଣିବାର କାରଣ ଜାଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇପଡିବ । ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ ଏହି ଘଟଣାଟି ସରାୟ କଂସରାୟ ରେଳ ଷ୍ଟେସନରେ ଘଟିଛି । ସମ୍ପୃକ୍ତ ବ୍ୟକ୍ତି ଜଣକ…

କରୋନା ଯୋଗୁ ପୁଣି ୧୧,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ୱାଲ୍ଟ ଡିଜ୍‌ନି ୱାର୍ଲଡ୍

ନୂଆଦିଲ୍ଲୀ: ମହାମାରୀ କରୋନା ସଙ୍କଟ ଯୋଗୁଁ ୱାଲ୍ଟ ଡିଜ୍‌ନି ୱାର୍ଲଡ୍‌ ତାର ୧୧୦୦୦ କର୍ମଚାରୀଙ୍କୁ ଛଟେଇ କରିବା ନେଇ ସୂଚନା ଦେଇଛି। ଏହା ପରେ କମ୍ପାନୀର ଫ୍ଲୋରିଡା ଭିତ୍ତିକ ରିସର୍ଟରେ ମହାମାରୀ ହେତୁ ଚାକିରୀ ହରାଇଥିବା ମୋଟ କର୍ମଚାରୀଙ୍କ ସଂଖ୍ୟା ପ୍ରାୟ ୧୮୦୦୦ ହେବ। ଡିଜ୍‌ନି…