Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

[ଭିଡିଓ] ମହିଳାଙ୍କୁ ଏସିଡ୍ ମାଡ, କାରଣ ଅସ୍ପଷ୍ଟ !

ହରିୟାଣା: ରାସ୍ତାରେ ଯାଉଥିଲେ ଜଣେ ବିବାହିତ ମହିଳା । ହଠାତ୍ ଦୁଇ ଯୁବକ ବାଇକରେ ଆସି ଘଟାଇଥିଲେ ଅମାନୁଷିକ କାଣ୍ଡ । କିଛି ବୁଝିବା ପୂର୍ବରୁ ମହିଳାଙ୍କ ମୁହଁକୁ କରିଥିଲେ ଏସିଡ୍ ମାଡ୍ । କାରଣ ଅସ୍ପଷ୍ଟ ଥିବାବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏସିଡ୍ ମାଡର…

ନଭେମ୍ବର ୩୦ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ନଭେମ୍ବର ୩୦ ତାରିଖ ଯାଏଁ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ କଟକଣା ଲଗାଇଛନ୍ତି ଡାଇରେକ୍ଟୋରେଟ୍ ଜେନେରାଲ୍ ଅଫ୍ ସିଭିଲ୍ ଆଭିଏସନ୍ (ଡିଜିସିଏ) । ଏହା ପୂର୍ବରୁ ଡିଜିସିଏ ପକ୍ଷରୁ ଅକ୍ଟୋବର ୩୦ ତାରିଖ ଯାଏଁ ଏହି ଅନ୍ତର୍ଜାତୀୟ ବିମାନ ଉଡାଣ…

ସମସ୍ତଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ: ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା । କୌଣସି ବି ଜଣେ ଭାରତୀୟ କରୋନା ଟିକାରୁ ବଂଚିତ ହେବେ ନାହିଁ । ଏନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ କହିଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୮…

ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଦେହାନ୍ତ

ଅହମ୍ମଦାବାଦ: ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କର ଗୁରୁବାର ଦିନ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ତାଙ୍କ ଦେହାନ୍ତରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି । କେଶୁଭାଇ ପଟେଲଙ୍କ…

କିଏ ବନାଇଛି ଆରୋଗ୍ୟ ସେତୁ ଆପ୍‌? ଜବାବ ରଖିଲେ ସରକାର

ନୂଆଦିଲ୍ଲୀ: ଆରୋଗ୍ୟ ସେତୁ ଆପର ନିର୍ମାଣକୁ ନେଇ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି)ର ଆକ୍ଷେପ ପରେ କେନ୍ଦ୍ର ସରକାର ସ୍ପଷ୍ଟୀକରଣ ରଖିଛନ୍ତି । ସରକାରଙ୍କ ସୂଚନା ଅନୁଯାୟୀ ରାଷ୍ଟ୍ରୀୟ ସୂଚନା-ବିଜ୍ଞାନ କେନ୍ଦ୍ର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ (ଏନଆଇସି) ପକ୍ଷରୁ ଘରୋଇ କମ୍ପାନୀ…

ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ଚାଲି ପାରିବନି ପୋଲିସର ଦମନଲୀଳା

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ପୋଲିସ କରିପାରିବନି ହଇରାଣ । ବ୍ୟକ୍ତିର ସ୍ୱାଧୀନତା ଉପରେ ଚାଲି ପାରିବନି ପୋଲିସର ଦମନଲୀଳା । ଅଦାଲତ ଫେସବୁକ ୟୁଜରଙ୍କ ମତକୁ ଆଧାର କରି ପୁଲିସ ଯାହା କରୁଛି ତାହା ନିନ୍ଦନୀୟ। ନିଜ ସୀମା ଭିତରେ ରହି କାମ କରିବା ଦରକାର ବୋଲି ସୁପ୍ରିମକୋର୍ଟ ଦେଶର ପୁଲିସ…

ଅଭିନନ୍ଦନଙ୍କୁ ମୁକ୍ତି ନଦେଲେ ରାତି ୯ଟା ସୁଦ୍ଧା ହମଲା କରିବ ଭାରତ, ଛାନିଆ ହୋଇ ଛାଡିଥିଲା ପାକିସ୍ତାନ

ନୂଆଦିଲ୍ଲୀ: ୨୦୧୯ ମାର୍ଚ୍ଚରେ ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କୁ ପାକିସ୍ତାନ ଅଟକ ରଖିଥିଲା । ଚାପରେ ଚାପି ହୋଇ ଛାଡ଼ିଥିଲା । ତାଙ୍କୁ କେମିତି ଓ କେଉଁ ପରିସ୍ଥିତିରେ ସୁରକ୍ଷିତ ଭାବରେ ମୁକ୍ତି କରିଥିଲା ପାକିସ୍ତାନ ? ଏନେଇ ଖୁଲ୍ଲାସା କରିଛନ୍ତି ଇମ୍ରାନ ଖାନଙ୍କ ପାର୍ଟିର ଜଣେ…

ଦେଶରେ ୮୦ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୭୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ୮୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୯ ହଜାର ୮୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି । ଏହି ସମୟରେ ଦେଶରେ କରୋନା ନେଇଛି ଆଉ ୫୧୭…

ଭାରତକୁ ଦିପାବଳୀ ଉପହାର; ପାକିସ୍ତାନ ମ୍ୟାପରୁ POK କୁ ହଟାଇଲା ସାଉଦି ଆରବ

ଲଣ୍ଡନ: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ଏବଂ ଗିଲଗିଟ-ବଲୁଚିସ୍ତାନକୁ ପାକିସ୍ତାନର ମାନଚିତ୍ରରୁ ହଟାଇ ଦେଇଛି ସାଉଦି ଆରବ। "ସାଉଦି ଆରବ ପାକିସ୍ତାନ ଅଧିକୃତ ଜାମ୍ମୁ କାଶ୍ମୀର ଏବଂ ଗିଲଗିଟ-ବିଲୁଚିସ୍ତାନକୁ ପାକିସ୍ତାନର ମାନଚିତ୍ରରୁ ହଟାଇ ଦେଇଥିବା PoK କାର୍ଯ୍ୟକର୍ତ୍ତା ଅମଜାଦ ଆୟୁବ…

ଆରୋଗ୍ୟ ସେତୁର ସ୍ରଷ୍ଟା କିଏ ଏନଆଇସି ଜାଣିନି, ସିଆଇସିର ଭର୍ତ୍ସନା

ନୂଆଦିଲ୍ଲୀ:କୋଭିଡ-୧୯ ମହାମାରୀ ସମ୍ପର୍କରେ ତଥ୍ୟ ଦେଇ ଲୋକପ୍ରିୟ ହୋଇଥିବା ଆରୋଗ୍ୟ ସେତୁ ଆପ୍‌କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏହି ଆପକୁ କିଏ ପ୍ରସ୍ତୁତ କରିଛି ତାହା ନ୍ୟାଶନାଲ ଇନଫର୍ମେଟିକ୍ସ ସେଂଟର(ଏନଆଇସି) ଜାଣିନି ବୋଲି କହିଛି । ଏନଆଇସିର ଉତର ନେଇ ସିଆଇସି ଭର୍ତ୍ସନା କରିଛି ।…