Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି: ICMR

ନୂଆଦିଲ୍ଲୀ: କାମ ଦେଉନି ପ୍ଲାଜମା ଥେରାପି । ଏଥିପାଇଁ କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି । ନ୍ୟାଶନାଲ କ୍ଲିନିକାଲ ପ୍ରୋଟୋକଲରୁ ପ୍ଲାଜମା ଥେରାପିକୁ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ ଆଇସିଏମ୍‌ଆର୍ ବିବୃତି ଜାରି କରି ଏଭଳି କହିଛନ୍ତି । ପ୍ଲାଜମା ଥେରାପିର ରେଜଲ୍ଟକୁ…

ଆମେରିକାର ପ୍ରତିରକ୍ଷା ଏବଂ ବୈଦେଶିକ ସଚିବଙ୍କ ଆସନ୍ତା ସପ୍ତାହରେ ଭାରତ ଗସ୍ତ

ୱାଶିଂଟନ୍: ଭାରତ-ଚୀନ୍ ସୀମାରେ ଚାଲିଥିବା ତିକ୍ତତା ମଧ୍ୟରେ ଆମେରିକାର ପ୍ରତିରକ୍ଷା ସଚିବ ମାର୍କ ଏସ୍ପ‌ର୍ ମଙ୍ଗଳବାର ଘୋଷଣା କରିଛନ୍ତି ଯେ ସେ ଏବଂ ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଆସନ୍ତା ସପ୍ତାହରେ ଭାରତ ଗସ୍ତ କରିବେ। ଏହି ସମୟ ମଧ୍ୟରେ ଚୀନ୍‌ର ରଣନୀତିକ ଆହ୍ୱାନର ମୁକାବିଲା…

୪୦ ଫୁଟ ତଳକୁ ଖସିଲା ବସ୍, ୫ ମୃତ ଓ ୩୫ ଆହତ

ମହାରାଷ୍ଟ୍ର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ରିଜ ଉପରୁ ୪୦ ଫୁଟ୍ ତଳକୁ ବସ୍ ଖସି ପଡ଼ିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୩୫ ଜଣ । ମହାରାଷ୍ଟ୍ରର ନନ୍ଦୁରବାର ଅନ୍ତର୍ଗତ ଖାମଚନ୍ଦର ଗାଁ ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ବସ୍ ଡ୍ରାଇଭର, ହେଲପର ଓ ତିନି…

ପୋଲିସ ସହିଦ ସ୍ମୃତି ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲା ସାରା ଦେଶ

ନୂଆଦିଲ୍ଲୀ: ଆଜି ଦେଶବ୍ୟାପୀ ପାଳନ କରାଯାଉଛି ୬୧ତମ ପୋଲିସ ସହିଦ ସ୍ମୃତି ଦିବସ । ଏହି ଅବସରରେ ସହିଦ ପୋଲିସ କର୍ମଚାରୀଙ୍କୁ ସାରା ଦେଶ ଶ୍ରଦ୍ଧାଞ୍ଜଳି ଜଣାଇଛି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଦେଶମାତୃକା ପାଇଁ…

୨୪ ଘଣ୍ଟାରେ ୫୪ ହଜାର ନୂଆ ଆକ୍ରାନ୍ତ, ୬୧ ହଜାର ସୁସ୍ଥ, ୭୧୭ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ଟ୍ରେଣ୍ଡ । ଦୈନିକ ଆକ୍ରାନ୍ତଙ୍କ କମ୍ ଚିହ୍ନଟ ହେଉଛନ୍ତି । ସୁସ୍ଥ ହେଉଛନ୍ତି ଅଧିକ । ମୃତ୍ୟୁସଂଖ୍ୟା ବି କମିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୫୪ ହଜାର ୪୪ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୬ ଲକ୍ଷ ୫୧…

ଲଘୁଚାପ ନେଇପାରେ ଡିପ୍ରେସନ୍ ରୂପ, ଓଡ଼ିଶାର ଏସବୁ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଇପାରେ ଡିପ୍ରେସନର ରୂପ । ଏବେ ଅଧିକ ଘନୀଭୂତ ହେଉଛି । ଆସନ୍ତା ୨୪ ଘଣ୍ଟାରେ ଓ୍ୱେଲ ମାର୍କଡ ଲୋକ ପ୍ରେସରରେ ପରିଣତ ହେବ । ଧୀରେ ଧୀରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ଲଘୁଚାପ । ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ…

ସାତ ମାସ ପରେ ଆଜିଠୁ ଖୋଲିବ କାଜିରଙ୍ଗା ଜାତୀୟ ଉଦ୍ୟାନ

ଆସାମ: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ଅଭୟାରଣ୍ୟ । କରୋନା ଓ ଲକଡାଉନ୍ ଯୋଗୁ ସାତ ମାସ ବନ୍ଦ ରହିଥିଲା । ଆଜି ପୁଣି ଥରେ ଖୋଲୁଥିବାରୁ ପର୍ଯ୍ୟଟକଙ୍କ ମହଲରେ ଖୁସି । ତେବେ କୋଭିଡ୍ କଟକଣାକୁ କଡ଼ାକଡ଼ି ପାଳନ କରାଯିବ । ଜିପ୍ ସଫାରିକୁ କେବଳ…

ଆଇପିଏଲ୍ ପରେ ଲଙ୍କା ପ୍ରିମିୟର ଲିଗ୍‌, ଭାରତରୁ ମାତ୍ର ୨ ଖେଳାଳି !

ଭୁବନେଶ୍ୱର: ଆଇପିଏଲ ପରେପରେ ଆରମ୍ଭ ହେବ ଏଲ୍‌ପିଏଲ୍‌(ଲଙ୍କା ପ୍ରିମିୟର ଲିଗ୍‌) । ଶ୍ରୀଲଙ୍କାରେ ଆୟୋଜିତ ହେବାକୁ ଥିବା ଏହି ଟି୨୦ ପ୍ରତିଯୋଗୀତାରେ ଭାଗ ନେବେ ମାତ୍ର ୫ଟି ଟିମ୍ । ୧୫ ଦିନ ମଧ୍ୟରେ ଅନୁଷ୍ଠିତ ହେବ ୨୩ଟି ମ୍ୟାଚ୍ । ନଭେମ୍ବର ୮ରେ ଆଇପିଏଲ ସରୁଥିଲାବେଳେ ନଭେମ୍ବରରୁ ୨୧ରୁ…

ବିଶ୍ୱର ବୃହତ୍ତମ କ୍ରିକେଟ୍ ଷ୍ଟାଡିୟମରେ କିଏ ଖେଳିବ ପ୍ରଥମେ ?

ନୂଆଦିଲ୍ଲୀ: ଗୁଜରାଟ ଅହମଦାବାଦର ମୋଟେରା କ୍ରିକେଟ୍ ଷ୍ଟାଡିୟମ । ବିଶ୍ୱରେ ସବୁଠୁ ବଡ । ଏହି ଷ୍ଟାଡିୟମରେ ପ୍ରଥମେ ଏକ ଦିନରାତି ଗୋଲାପି ବଲ୍ ଟେଷ୍ଟ କ୍ରିକେଟ୍ ମ୍ୟାଚ୍‌ର ଆୟୋଜନ ହେବ । ଯେଉଁଥିରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ । ନିକଟରେ ଏ ନେଇ ଖୋଦ ବିସିସିଆଇ ପ୍ରେସିଡେଣ୍ଟ…

[ଭିଡିଓ] ବୟସ ୬୮, ସାଇକେଲରେ ୨୨୦୦ କିମି ଦୂର ଯିବେ ଠାକୁର ଦେଖି !

ମୁମ୍ବାଇ: ଭକ୍ତିରେ ଭୋଳ ଭକ୍ତ କିଛି ବି କରିପାରେ । ଚାଲିପାରେ ନିଆଁରେ, ଝୁଲିପାରେ କଣ୍ଟାରେ ଓ ରହିପାରେ ଯାବତଜୀବନ ଉପବାସରେ । ତେବେ ଏଭଳି କୌଣସି ଉଦାହରଣ ନୁହେଁ ବରଂ ଜଣେ ମହିଳାଙ୍କ ଭକ୍ତି ଆଗରେ ସତରେ ଅବା ହାର ମାନିଛି ବୟସର ବାଧକତା । ସୋସିଆଲ ମିଡିଆରେ ଏହି ଭିଡିଓ ବହୁଳ ମାତ୍ରାରେ…