Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦିଲ୍ଲୀ ଗେଟ ନିକଟରେ ପ୍ରଚଣ୍ଡ ବିସ୍ଫୋରଣ !

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ । ହେଲେ କୌଣସି ଆତଙ୍କବାଦୀ ଆକ୍ରମଣ ନୁହେଁ ବରଂ ଏକ ଘରର ଛାତ ବିସ୍ଫୋରଣରେ ଛିନଛତ୍ର ହୋଇଯାଇଛି । ବିସ୍ଫୋରଣରେ ୨ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆଜି ସକାଳ ପ୍ରାୟ ୬ଟାରୁ ୭ଟା ମଧ୍ୟରେ ଅଲିଗଡର ଖତିକାନ…

ଆରୋଗ୍ୟ ସେତୁ ଆପ୍‌କୁ ଡବ୍ଲୁଏଚ୍ଓର ମୁଖ୍ୟ ଟେଡ୍ରସ୍ ଆଦନମ୍‌ଙ୍କ ପ୍ରଶଂସା

ନୂଆଦିଲ୍ଲୀ: ଭାରତରେ କରୋନା ରୋଗୀ ଚିହ୍ନଟ ପାଇଁ ଆରମ୍ଭ କରାଯାଇଥିବା ଆରୋଗ୍ୟ ସେତୁ ଆପ୍‌କୁ ବି‌ଶ୍ୱ‌ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରସ୍‌ ଆଦନମ୍‌ ପ୍ରଶଂସା କରିଛନ୍ତି। ଏହାର ବ୍ୟବହାର ଯୋଗୁ ସହଜରେ ରୋଗୀ ଚିହ୍ନଟ ହୋଇପାରୁଛନ୍ତି ଏବଂ ଟେଷ୍ଟିଂ ମଧ୍ୟ ବୃଦ୍ଧି ହୋଇପାରିଛି।…

ଡ୍ୟାନ୍ସ କଲେ ଡୋନାଲ୍ଡ ଟ୍ରମ୍ପ, କ୍ୟାମ୍ପେନ ଷ୍ଟେଜରେ ନାଚିଲେ

ଫ୍ଲୋରିଡା: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଛି । ରାଜନୈତିକ ପାଣିପାଗ ଗରମ । ଦ୍ୱିତୀୟ ଥର ରାଷ୍ଟ୍ରପତି ନିର୍ବାଚନ ଜିତିବା ଲକ୍ଷ୍ୟରେ ଜୋରଦାର କ୍ୟାମ୍ପେନ ଚଳାଇଛନ୍ତି ଡୋନାଲ୍ଡ ଟ୍ରମ୍ପ । କରୋନାରୁ ସୁସ୍ଥ ହେବା ପରେ ନିର୍ବାଚନ ରାଲି କରୁଛନ୍ତି । ଫ୍ଲୋରିଡାରେ…

ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ପୁରିଲା ୪ ମାସ, ଭଉଣୀ ଶ୍ୱେତା ସେୟାର କଲେ ଭିଡିଓ

ମୁମ୍ବାଇ: ବଲିଉଡର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ୪ ମାସ ପୁରିଛି । ତେବେ ଏଯାଏଁ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟିନି । ସିବିଆଇ ସୁଶାନ୍ତ ମୃତ୍ୟୁ ମାମଲାର ତଦନ୍ତ ଜାରି ରଖିଛି । ଏନ୍‌ସିବି ଓ ଇଡି ମଧ୍ୟ ଏହି ମାମଲାର ଖୋଲତାଡ କରୁଛିି । ସେପଟେ…

କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି: ୨୬ ତାରିଖକୁ ଘୁଞ୍ଚିଲା ଦିଲ୍ଲୀପ ରାୟଙ୍କ ଦଣ୍ଡ ବିଧାନ

ନୂଆଦିଲ୍ଲୀ: କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ସାମାନ୍ୟ ଆଶ୍ୱସ୍ତି । ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଲା ଦିଲ୍ଲୀପ ରାୟ ଓ ଅନ୍ୟ ଦୋଷୀଙ୍କ ବିରୋଧରେ ଦଣ୍ଡ ଶୁଣାଣି । ଆଜି ମାମଲାରେ ଦଣ୍ଡ ବିଧାନ ଥିଲା । ଏହାକୁ…

ସିନେମା ହଲ୍‌ ଖୋଲିବା ନେଇ ୟୁପି ସରକାରଙ୍କ ନୂଆ ଗାଇଡଲାଇନ୍

ଉତ୍ତର ପ୍ରଦେଶ: ଅକ୍ଟୋବର ୧୫ ରୁ ସିନେମା ହଲ୍ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଏହା ସହିତ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ମଧ୍ୟ ସିନେମା ହଲ୍‌କୁ ଯିବା ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛି। ବର୍ତ୍ତମାନ ଉତ୍ତରପ୍ରଦେଶ ସରକାର ନିଜ ରାଜ୍ୟରେ ସିନେମା ହଲ୍‌…

ଏମିତି କରି ମହାମାରୀକୁ ମାତ ଦେଲେ ଉପରାଷ୍ଟ୍ରପତି, ସେୟାର କଲେ ସିକ୍ରେଟ୍

ନୂଆଦିଲ୍ଲୀ: କରୋନାରୁ ସୁସ୍ଥ ହୋଇଛନ୍ତି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ । ୭୧ ବର୍ଷ ବୟସରେ ଡାଏବେଟିସ୍ ଓ ଆଉ କିଛି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ବି କରୋନା ସହ ଲଢ଼େଇରେ ସେ ବିଜୟୀ ହୋଇଛନ୍ତି । କେମିତି ମହାମାରୀକୁ ମାତ ଦେଲେ ତାର ସିକ୍ରେଟ ସୋସିଆଲ୍ ମିଡିଆରେ ସେୟାର କରିଛନ୍ତି…

କରୋନା ରିପୋର୍ଟ ପଜିଟିଭ୍ ଆସିବାରୁ ଡାକ୍ତର ଓ କର୍ମଚାରୀଙ୍କୁ ପିଟିଲେ ଯୁବକ

ନୂଆଦିଲ୍ଲୀ: ଯୁବକଙ୍କ ଉନ୍ମତ୍ତକାଣ୍ଡ । କୋଭିଡ୍ ଟେଷ୍ଟ ରିପୋର୍ଟକୁ ନେଇ ଡାକ୍ତର ଓ ମେଡିକାଲ କର୍ମଚାରୀଙ୍କ ଉପରେ ରାଗିଗଲେ । ସେମାନଙ୍କ ଉପରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀରୁ ଏମିତି ଏକ ଘଟଣା ସାମନାକୁ ଆସିଛି । ପୂର୍ବ ଦିଲ୍ଲୀର ଜଗତପୁରୀ ଅଞ୍ଚଳରେ ଜଣେ ଯୁବକ…

୨୪ ଘଣ୍ଟାରେ ପୁଣି ବଢ଼ିଲା: ଦେଶରୁ ୬୩ ହଜାର ନୂଆ ଆକ୍ରାନ୍ତ, ୭୩୦ ମୃତ

ନୂଆଦିଲ୍ଲୀ: ୨୪ ଘଣ୍ଟା ଭିତରେ ସାରା ଦେଶରେ ପୁଣି ବଢ଼ିଛି କରୋନା କେସ । ଚିହ୍ନଟ ହୋଇଛନ୍ତି ୬୩ ହଜାର ୫୦୯ ଆକ୍ରାନ୍ତ । ତାପୂର୍ବ ଦିନ ୫୫ ହଜାର ପଜିଟିଭ୍ ବାହାରିଥିଲେ । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ…

ଭଲ ଖବର: ସାରା ବିଶ୍ୱରେ କରୋନା ସୁସ୍ଥହାରରେ ଭାରତ ନମ୍ବର ଓ୍ୱାନ୍

ନୂଆଦିଲ୍ଲୀ: କରୋନା କାଳରେ ଭଲ ଖବର । ଦେଶବାସୀଙ୍କୁ ଆଶ୍ୱସ୍ତିକଲା ଭଳି ଖବର ଏବେ ସାମନାକୁ ଆସିଛି । ସାରା ଦେଶରେ ମହାମାରୀରୁ ସୁସ୍ଥ ହେଲେଣି ୬୨ ଲକ୍ଷରୁ ଅଧିକ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୮୬.୭୮ ପ୍ରତିଶତ । ଅର୍ଥାତ ସାରା ବିଶ୍ୱରେ ସର୍ବାଧିକ ସୁସ୍ଥହାର ଭାରତରେ ରହିଛି । ଦେଶରେ…