Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପୂର୍ବରୁ ୧୫ ଟି ପିଲା ଜନ୍ମ କରିଥିଲେ ମହିଳା, ୧୬ ତମ ଶିଶୁ ଜନ୍ମ କରିବାକୁ ଯାଇ କଣ ହେଲା ଜାଣନ୍ତୁ

ଭୋପାଳ: ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଜଣେ ମହିଳା ନିଜର ୧୬ ତମ ସନ୍ତାନକୁ ଜନ୍ମ ଦେଇଥିଲେ ଏବଂ କିଛି ସମୟ ପରେ ନବଜାତ ଶିଶୁଙ୍କ ସହ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ପଦଝିର ଗାଁର ୪୫ ବର୍ଷୀୟା ମହିଳା ସୁଖରାଣୀ ଅହିରୱାର ଶନିବାର ଦିନ ଏକ ଶିଶୁପୁତ୍ରକୁ ଘରେ ପ୍ରସବ…

କଟକଣାରେ ଖୋଲିଲା ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର !

ଆସାମ: କରୋନା ମାହାମାରୀ ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିଲା ଆସାମର ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର । ତେବେ ବହୁଦିନର ବ୍ୟବଧାନ ପରେ ଶେଷରେ କୋଭିଡ୍ କଟକଣା ମଧ୍ୟରେ ରବିବାର ମନ୍ଦିର ଖୋଲାଯାଇଛି । ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲିଥିଲେ ବି ଏକାଧିକ କଟକଣା ଶ୍ରଦ୍ଧାଳୁଙ୍କୁ ସାମାନ୍ୟ…

କରାଚୀରେ ମୌଲାନାଙ୍କୁ ହତ୍ୟା, ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ

କରାଚୀ:ପାକିସ୍ତାନରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାଁଙ୍କୁ କେତେକ ଦୁବୃତ ଗୁଳିକରି ହତ୍ୟା କରିଛନ୍ତି । ପାକିସ୍ତାନ ତାର ଅପରାଗତ ଲୁଚାଇବା ପାଇଁ ଏହାର ଦୋଷ ଭାରତ ଉପରେ ଲଦିଛି । ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତକୁ ଦାୟୀ କରିବା ପରେ ବିଭିନ୍ନ ମହଲରେ ଏହାକୁ ସମାଲୋଚନା…

ଉତ୍ତରକୋରିଆ ପ୍ରଦର୍ଶିତ କଲା ସବୁଠାରୁ ବଡ କ୍ଷେପଣାସ୍ତ୍ର

ପ୍ୟୋଙ୍ଗୟାଙ୍ଗ: ଉତରକୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ଉନ ବିଶ୍ୱରେ ଅଶାନ୍ତି ସୃଷ୍ଟି କରିବା ପାଇଁ ପଦକ୍ଷେପ ଆରମ୍ଭ କରିଛନ୍ତି । ଶାସକ ଦଳ କୋରିଆ ୱାର୍କର୍ସ ପାର୍ଟି ପକ୍ଷରୁ ୭୫ ବର୍ଷ ସ୍ଥାପନା ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ବିଭିନ୍ନ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର…

ଅବିଶ୍ୱସନୀୟ ଗାଁ, ଏଠି ବିନା ପୁରୁଷରେ ମହିଳା ହୁଅନ୍ତି ଗର୍ଭବତୀ !

ଭୁବନେଶ୍ୱର: ଖାସ କରି ଗାଁ ହେଉଛି ଏମିତି ଏକ ସ୍ଥାନ, ଯେଉଁଠି କିଛି ନା କିଛି ଅଜଣା କଥା, ପରମ୍ପରା ଓ ରହସ୍ୟମୟ ଘଟଣା ସାମ୍ନାକୁ ଆସିଥାଏ । କେନିଆର ଏକ ଅଖ୍ୟାତ ଗାଁ । ଏହି ଗାଁର ଏକ ଅବିଶ୍ୱସନୀୟ ଘଟଣା ସମସ୍ତଙ୍କୁ ତାଜୁବ କରିଛି । ଜାଣି ଆଶ୍ଚର୍ଯ୍ୟ ହେବେ ଏହି ଗାଁରେ କେବଳ ମହିଳାମାନେ ହିଁ…

[ଭିଡିଓ] ବିରିଆନୀ ପାଇଁ ଦେଢ କି.ମି ଲମ୍ବା ଲାଇନ୍ !

କର୍ଣ୍ଣାଟକ: କରୋନା ସ୍ଥିତିରେ ଆପଣ ବିରିଆନୀ ପାଇଁ ଘଣ୍ଟାଘଣ୍ଟା ଧରି ଲାଇନରେ ଛିଡା ହେବାକୁ ପସନ୍ଦ କରିବେ କି ? ଆମ ମଧ୍ୟରୁ ଅନେକ ଏହି ପ୍ରଶ୍ନର ଉତ୍ତର ନା ଦେବାକୁ ପସନ୍ଦ କରିବେ । ହେଲେ ଏପରି ବି କିଛି ଲୋକ ଅଛନ୍ତି, ଯିଏ କି ବିରିଆନୀ ପାଇଁ ଦେଢ କିମି ଲମ୍ବା ଲାଇନରେ ଛିଡା ହେବାକୁ…

ଫ୍ଲିପ୍‌କାର୍ଟ ପଛରେ ଲାଗିଲା ଦେଶଦ୍ରୋହ ଟ୍ୟାଗ୍‌

ନୂଆଦିଲ୍ଲୀ: କନ୍‌ଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ (କ୍ୟାଟ୍) ର ଜାତୀୟ ସାଧାରଣ ସମ୍ପାଦକ ପ୍ରବୀଣ ଖଣ୍ଡେଲୱାଲ ଫ୍ଲିପ୍‌କାର୍ଟ ବିରୋଧରେ ତୁରନ୍ତ ଦେଶଦ୍ରୋହ ପ୍ରକ୍ରିୟା ଆରମ୍ଭ କରିବାକୁ ସରକାରଙ୍କୁ ଦାବି କରିଛନ୍ତି। ତେବେ ଫ୍ଲିପ୍‌କାର୍ଟ ଏହାର ଅଫିସିଆଲ୍ ଟ୍ୱିଟର୍‌ ହ୍ୟାଣ୍ଡେଲ…

ଆରମ୍ଭ ହେଲା ସ୍ୱାମୀତ୍ୱ ଯୋଜନା, ୧ ଲକ୍ଷ ଲୋକଙ୍କୁ ମିଳିବ ସମ୍ପତ୍ତି କାର୍ଡ

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ସ୍ୱାମୀତ୍ୱ ଯୋଜନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କରାଯିବ । ଏହି କାର୍ଡକୁ ହିତାଧିକାରୀମାନେ ମୋବାଇଲ…

‘ତେସ୍’ରେ ପୁଲକିତ-କ୍ରିତିଙ୍କ ଦମଦାର କେମେଷ୍ଟ୍ରି, ଦେଖନ୍ତୁ ଭିଡିଓ

ମୁମ୍ବାଇ: କମେଡିରୁ ଆକ୍ସନ ମୋଡକୁ ଆସିଲେ ବଲିଉଡ ଅଭିନେତା ପୁଲକିତ ସମ୍ରାଟ । ରିଲିଜ ହୋଇଛି ତାଙ୍କର ଅପକମିଂ ଫିଲ୍ମ ‘ତେସ’ର ଟିଜର, ଯାହା ସୋସିଆଲ ମିଡିଆରେ ବେଶ୍ ଭାଇରାଲ ମଧ୍ୟ ହୋଇଛି । ଏହା ଏକ ସସପେନ୍ସ ଡ୍ରାମା ଫିଲ୍ମ । ଏଥିରେ ଲିଡ୍ ରୋଲରେ ପୁଲକିତ ଥିବା ବେଳେ ତାଙ୍କ ଅପଜିଟରେ…

ହସ୍ପିଟାଲ୍‌ରୁ ଡିସ୍‌‌ଚାର୍ଜ ସମୟରେ ସୁପର୍‌‌ମ୍ୟାନ୍‌ ସାର୍ଟ ପିନ୍ଧିବାକୁ ଚାହୁଁଥିଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ କରୋନାରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇସାରିଛନ୍ତି। ସେ ଆଗକୁ ହେବାକୁ ଥିବା ନିର୍ବାଚନ ପ୍ରଚାରରେ ମଧ୍ୟ ଭାଗ ନେବା ଆରମ୍ଭ କରିଛନ୍ତି। ତେବେ କରୋନାରୁ ସୁସ୍ଥ ହୋଇ ଫେରିବା ସମୟରେ ଡାକ୍ତରଖାନାରେ ଡୋନାଲ୍ଡ ଟ୍ରମ୍ପ ଲୋକଙ୍କୁ…