Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

NCBକୁ ଦୀପିକା-ସାରା-ଶ୍ରଦ୍ଧା-ରକୁଲ କହିଲେ ଡ୍ରଗ୍ସ ଦୂରେ ଥାଉ, ସିଗାରେଟ୍ ବି ପିଉ ନାହୁଁ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କର ତଦନ୍ତକୁ ଜୋରଦାର କରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ନିକଟରେ ଡ୍ରଗ୍ସ ଚାଟ୍ ନେଇ ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନ ଓ ରକୁଲ ପ୍ରୀତ ସିଂହଙ୍କୁ ମାରାଥନ୍ ଜେରା କରିଥିଲା ଏନସିବି । ପଚରାଉଚରା…

ବିଗ୍ ବସ-୧୪ ରେ କୁମାର ସାନୁଙ୍କ ପୁଅ…

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗାୟକ କୁମାର ସାନୁଙ୍କ ପୁଅ ବିଗ୍ ବସ୍ ୧୪ ରେ ଅଂଶଗ୍ରହଣ କରିଛନ୍ତି । ପୁଅ ଜାନ କୁମାରଙ୍କୁ ସମର୍ଥନ ଜଣାଇବା ନିମନ୍ତେ କୁମାର ସାନୁ ନିଜ ପ୍ରଶଂସକ ମାନଙ୍କୁ ଅନୁରୋଧ କରିଛନ୍ତି। View this post on Instagram…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ପାଇବେ ‘ଶାନ୍ତି ସ୍ୱରୂପ ଭଟ୍ଟନାଗର’ ପୁରସ୍କାର

ଭୁବନେଶ୍ୱର: ଓଡିଶା ପାଇଁ ଗର୍ବ ଆଣିଛନ୍ତି ଜ୍ୟୋତିର୍ମୟୀ ଦାଶ ।  ଦେଶର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର ଶାନ୍ତିସ୍ୱରୂପ ଭଟ୍ଟନାଗର ପୁରସ୍କାର ପାଇଁ  ଜ୍ୟୋତିଙ୍କ ସମେତ ୧୪ ଜଣଙ୍କୁ ଚୟନ କରାଯାଇଛି । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୋଦି ଏମାନଙ୍କୁ ସମ୍ମାନିତ କରିବେ । ଏହି ପୁରସ୍କାର…

ଲକଡାଉନ ସମୟରେ କିପରି ନିଜକୁ ବ୍ୟସ୍ତ ରଖିଥିଲେ କିଙ୍ଗ ଖାନ, ଜାଣନ୍ତୁ କ’ଣ କହୁଛନ୍ତି ପତ୍ନୀ ଗୌରୀ

ମୁମ୍ବାଇ: କୋଭିଡ ପାଇଁ ସାରା ଦେଶରେ ତାଲା ପଡିଥିବା ବେଳେ କଣ କରୁଥିଲେ କିଙ୍ଗ ଖାନ? କଣ କହିଲେ ପତ୍ନୀ ଗୌରୀ ଖାନ ? ଜାଣିଲେ ଆଶ୍ଚର୍ଯ୍ୟ ହେବେ ବଲିଉଡର ବାଦଶାହା ଶାହରୁଖ ଖାନ ଏହି ଲକଡାଉନ ସମୟରେ ରୋଷେଇ କରି ପରିବାର ଲୋକଙ୍କୁ ଖାଇବାକୁ ଦେଉଥିବା କହିଛନ୍ତି ପତ୍ନୀ ଗୌରୀ ଖାନ। ଏହି ସମୟରେ…

ଆମେରିକାରେ ବ୍ୟାନ୍ ହେବନି ଟିକ୍‌ଟକ୍‌, ରୋକ ଲଗାଇଲେ ଫେଡେରାଲ କୋର୍ଟ

ନୂଆଦିଲ୍ଲୀ: ଆମେରିକାରେ ବ୍ୟାନ୍ ହେବନି ଚାଇନା ଭିଡିଓ ଆପ୍ ଟିକ୍‌ଟକ୍ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାରି କରିଥିବା ନିର୍ଦ୍ଦେଶ ବିରୋଧରେ ଟିକ୍‌ଟକ୍ କମ୍ପାନି କୋର୍ଟର ଦ୍ବାରସ୍ଥ ହୋଇଥିଲେ। ଉକ୍ତ ମାମଲାର ଶୁଣାଣି କରି ରବିବାର ଏକ ଫେଡେରାଲ କୋର୍ଟ ଏହି ନିଷେଧାଦେଶ ଆଦେଶ ଉପରେ…

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର କହି କ୍ଷମା ମାଗିଲା ଆମାଜନ

ଭୁବନେଶ୍ୱର: ସାରା ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ । ହେଲେ ଅନ୍‌ଲାଇନ୍ ସପିଂ ସାଇଟ୍ ଆମାଜନ୍ ସମ୍ବଲପୁରୀ ଶାଢ଼ୀକୁ ଓଡ଼ିଶା ପରିବର୍ତ୍ତେ ପଶ୍ଚିମବଙ୍ଗର ଦର୍ଶାଇ ବିକ୍ରି କରୁଥିଲା । ଏହା ଜଣାପଡିବା ପରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ପରେ ଆମାଜନ୍…

କୃଷି ବିଲକୁ ବିରୋଧ: ଦିଲ୍ଲୀ ରାଜପଥରେ ଟ୍ରାକ୍ଟର ଜାଳିଦେଲେ କଂଗ୍ରେସ କର୍ମକର୍ତ୍ତା

ନୂଆଦିଲ୍ଲୀ: କୃଷି ବିଲକୁ ନେଇ ସାରା ଦେଶରେ ଜାରି ରହିଛି ବିରୋଧ ପ୍ରଦର୍ଶନ । ଦିଲ୍ଲୀରୁ ପଞ୍ଜାବ ଯାଏ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ଆଜି ଦେଶର ରାଜଧାନୀ ଦିଲ୍ଲୀର ଦିଲ୍ କୁହାଯାଉଥିବା ରାଜପଥରେ ବିରୋଧରେ ପ୍ରଦର୍ଶନ ବେଳେ ଚାଷୀଙ୍କ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଏକ ଟ୍ରାକ୍ଟରରେ…

୬୦ ଲକ୍ଷ ଟପିଲା ଦେଶରେ କରୋନା କେସ, ମହାମାରୀରେ ନେଲାଣି ୯୫ ହଜାର ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା କାୟା । ପ୍ରତିଦିନି ୮୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୬୦ ଲକ୍ଷ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୨ ହଜାର ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ ହଜାର…

୯୧ ବର୍ଷରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର

ମୁମ୍ବାଇ: ଭଏସ୍ ଅଫ୍ ଇଣ୍ଡିଆ । ବଲିଉଡରେ ସାତ ଦଶନ୍ଦିର ଦବଦବା । କୋକିଳ କଣ୍ଠି, ସୁର ସାମ୍ରାଜ୍ଞୀ । ୩୬ଟି ଭାଷାରେ ୫୦ ହଜାରରୁ ଅଧିକ ଗୀତ ଗାଇଥିବା ଭାରତ ରତ୍ନ ଲତା ମଙ୍ଗେସକରଙ୍କ ଆଜି ହେଉଛି ଜନ୍ମ ଦିବସ । ସେ ୯୧ ବର୍ଷ ବୟସରେ ପାଦ ରଖିଛନ୍ତି । ମଧ୍ୟପ୍ରଦେଶ ଇନ୍ଦୋରରେ ୧୯୨୯ ମସିହା ଆଜିର…

କରନ ଜୋହରଙ୍କ ପାର୍ଟି ଭିଡିଓ ଅସଲି ଓ ଅନ୍ ଏଡିଟେଡ୍, ତଦନ୍ତ କରିବ NCB !

ମୁମ୍ବାଇ: ବଲିଉଡ୍ ପ୍ରଯୋଜକ ତଥା ନିର୍ଦ୍ଦେଶକ କରନ ଜୋହରଙ୍କ ଘରେ ହେଉଥିବା ପାର୍ଟିରେ ଡ୍ରଗ୍ସ ସେବନ ହେଉଥିଲା କି ? ଭିଡିଓ ଭାଇରାଲ୍ ପରେ ଚର୍ଚ୍ଚା ଜୋର ଧରିଥିଲା । ଏବେ ସେହି ଭିଡିଓକୁ ନେଇ ଖୋଳତାଡ ଚଳାଇଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । କରନ ଜୋହରଙ୍କ ପାର୍ଟି ଉପରେ ଏବେ ଏନସିବିର ନଜର…