Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ନିଜର ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ରବିବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ମୁଁ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛି । ଏବେ…

ଯାଇଥିଲେ ହନିମୁନରେ ପହଞ୍ଚିଗଲେ ଜେଲରେ; ଜାଣନ୍ତୁ ଏହି ଦମ୍ପତ୍ତିଙ୍କ ଦୁଖଃଭରା କାହାଣୀ 

ମୁମ୍ବାଇ: ହନିମୁନରେ ଯାଇଥିଲେ ନବବିବାହିତ ଦମ୍ପତ୍ତି। ମାତ୍ର ଏୟାରପୋର୍ଟରୁ ସେମାନଙ୍କୁ ଧରି ନେଲା ପୋଲିସ । ଘଟଣାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସମ୍ପୂର୍ଣ୍ଣ ସତ। ବିବାହ ସମୟରେ ସାଧାରଣତଃ ନବ ଦମ୍ପତ୍ତିଙ୍କୁ ଉପହାର ଦିଆଯାଇଥାଏ। ଓନିବା ଏବଂ ଶାରିକ ମଧ୍ୟ ବିବାହରେ ଉପହାର ସ୍ୱରୂପ ଜଣେ…

[ଭିଡିଓ] ମଣିଷଙ୍କୁ ମାତ୍ ଦେଇ କୁକୁର ଖେଳୁଛି ଚମତ୍କାର ବିଲିୟର୍ଡସ୍ !

ଭୁବନେଶ୍ୱର: ଫୁଟବଲ୍ କିମ୍ବା ସ୍ୱିମିଂ ପୁଲ୍‌ରେ ପୋଷା କୁକୁରଙ୍କୁ ଖେଳିବାରେ ତ ଆମେ ଅନେକ ଦେଖିଛନ୍ତି । ହେଲେ କେହି କେବେ କୁକୁରଙ୍କୁ ବିଲିୟର୍ଡସ ଖେଳିବାରେ ଦେଖଛନ୍ତି କି? ଆଉ ତା ପୁଣି ମଣିଷଙ୍କଠାରୁ ଢେର ଭଲ । ଯଦି ଆପଣଙ୍କ ଉତ୍ତର ନା ? ତା ହେଲେ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା…

କୋଭିଡ ୧୯: ଭାରତରେ ୯୦% ଛୁଇଁଲା ଆରୋଗ୍ୟ ହାର

ନୂଆଦିଲ୍ଲୀ: ଭାରତରେ କରୋନା ଆରୋଗ୍ୟ ହାର ରବିବାର ଦିନ ୯୦% ଛୁଇଁଛି। ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୬୨,୦୭୭ ଲୋକ ଏହି ରୋଗରୁ ମୁକ୍ତି ପାଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି । ଏହା ବ୍ୟତୀତ ରାତାରାତି ୫୦,୧୨୯ ଟି ନୂଆ ଆକ୍ରାନ୍ତ ଚିହ୍ନଟ…

୪ ଜଣଙ୍କ ପାଇଁ ବଲିଉଡକୁ ଫେରିଲେ କରନ୍ ଜୋହର !

ମୁମ୍ବାଇ: ନିର୍ଦ୍ଦେଶକ ରାଜ ମେହେତାଙ୍କ ପ୍ରଥମ ନିର୍ଦ୍ଦେଶନାରେ ସୁପରହିଟ୍ ହୋଇଥିଲା କମେଡି ଫିଲ୍ମ ଗୁଡ୍ ନ୍ୟୁଜ୍ । ଫିଲ୍ମରେ ଦେଖିବାକୁ ମିଳିଥିଲା ଅକ୍ଷୟ କୁମାର, କରିନା କାପୁର ଖାନ, ଦିଲଜିତ୍ ଦୋସାଂଜ ଓ କିଆରା ଆଡଭାନୀଙ୍କ ଦମଦାର କମିକ୍ କେମିଷ୍ଟ୍ରୀ । ତେବେ ଆଗାମୀ ଦିନରେ ରାଜ ଆଉ ଏକ…

କଙ୍ଗନାଙ୍କ ଫ୍ଲାଇଟରେ ହଙ୍ଗାମା; ସାମ୍ବାଦିକଙ୍କ ଉପରେ ବ୍ୟାନ୍ ଲଗାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ: ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋ ପକ୍ଷରୁ ସୁରକ୍ଷା ନିୟମ ଓ ସାମାଜିକ ଦୂରତା ନିୟମ ଉଲ୍ଲଘଂନ କରିବା ଅଭିଯୋଗରେ ୯ ସାମ୍ବାଦିକଙ୍କ ଉପରେ ୧୫ ଦିନ ପାଇଁ ବ୍ୟାନ୍ କରାଯାଇଛି । ସୂଚନାନୁଯାୟୀ ମହାରାଷ୍ଟ୍ର ସରକାର ସହ ବାଦ ବିବାଦରେ ଥିବା କଙ୍ଗନା ରାଣାୱତ ଗତ ସେପ୍ଟେମ୍ବର ୯…

ବିବାହ କରିବେ ‘କୁଛ କୁଛ ହୋତା ହୈ’ର ଛୋଟେ ସର୍ଦାର !

ମୁମ୍ବାଇ: ଫିଲ୍ମ 'କୁଛ କୁଛ ହୋତା ହୈ'ର ଏହି କ୍ୟୁଟ୍ ସର୍ଦ୍ଦାର । ଏହି କୁନି ଚରିତ୍ରଙ୍କୁ କିଏ ବା ନ ଜାଣେ । ହେଲେ ବୋଧ ହୁଏ ଏହି କ୍ୟୁଟ ସର୍ଦ୍ଦାରଙ୍କ ପ୍ରକୃତ ନାଁ ଅନେକଙ୍କୁ ଅଜଣା ଥିବ । ଦିନେ କୁନି କଳାକାର ଭାବେ ସମସ୍ତଙ୍କୁ ଏଣ୍ଟରଟେନ କରିଥିବା ଏହି ଚରିତ୍ର ଆଜି ବହୁତ ବଡ ହୋଇଗଲେଣି ।…

‘RGV MISSING’ରେ ରାମ ଗୋପାଲ ବର୍ମା !

ତେଲେଙ୍ଗାନା: ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଲ ବର୍ମା ଓରଫ RGV । ବିବାଦୀୟ ଫିଲ୍ମ ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ଏହି ନିର୍ଦ୍ଦେଶକ ଶେଷରେ ଅଭିନୟ ଦୁନିଆରେ ପାଦ ଥାପିଛନ୍ତି । ପ୍ରଥମ ଥର ପାଇଁ ସେ ଏକ ଟଲିଉଡ୍ ଫିଲ୍ମରେ ଅଭିନୟ କରିବେ । ଫିଲ୍ମର ଟ୍ରେଲର ରିଲିଜ ହୋଇଥିଲାବେଳେ ଟାଇଟଲ୍…

ଗୋଆକୁ ମିଳିଲା ସର୍ବଶ୍ରେଷ୍ଠ ପର୍ଯ୍ୟଟନ ସ୍ଥଳୀର ସମ୍ମାନ

ନୂଆଦିଲ୍ଲୀ: କରୋନା ଯୋଗୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପର୍ଯ୍ୟଟନ କ୍ଷେତ୍ର। ସମ୍ପ୍ରତି  ପର୍ଯ୍ୟଟନ ଦିଗରେ କିଛିଟା ଅଗ୍ରଗତି ହେଉଥିବା ଦେ୍ଖିବାକୁ ମିଳିଛି। ତେବେ ଏହା ଭିତରେ ଇଣ୍ଡିଆ ଟୁଡେ ପକ୍ଷରୁ 'ଟୁରିଜିମ୍‌ ସର୍ଭେ ଆଣ୍ଡ୍ ଆୱାର୍ଡ ୨୦୨୦'ର ଆୟୋଜନ କରାଯାଇଥିଲା। ଯେଉଁଥିରେ…

ଦାଢି ଗଲା ଚାକିରୀ ଫେରିଲା !

ଉତ୍ତରପ୍ରଦେଶ: ଏଇ କିଛିଦିନ ପୂର୍ବରୁ ଦାଢି ପାଇଁ ନିଲମ୍ବିତ ହୋଇଥିଲେ ଜଣେ ପୋଲିସ ବାବୁ । ଖବକକୁ ନେଇ ଜୋର ଧରିଥିଲା ଚର୍ଚ୍ଚା । ଏପରିକି ପୋଲିସ ବାବୁ ମୁସଲମାନ ହୋଇଥିବାରୁ ଘଟଣାରେ ସାମ୍ପ୍ରଦାୟୀକ ରଙ୍ଗ ବି ବୋଳା ହୋଇଥିଲା । ହେଲେ ଶେଷରେ ଦାଢି କାଟି ପୋଲିସ ବାବୁ ପୁଣିଥରେ ଚାକିରୀରେ ଯୋଗ…